-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା    (08-Jul-2026)       ||      ଶହୀଦ୍ ପୀଠରେ ବୃକ୍ଷରୋପଣ ।   (08-Jul-2026)       ||      ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||     

HOME   ଜିଲ୍ଲା

ଓଡିଶାରେ ଆଦିବାସୀ ସୁରକ୍ଷା  ପେସା ଆଇନ କାର୍ଯ୍ୟକାରିତା ସମ୍ପର୍କରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଙ୍କୁ ସାଂସଦ ନିରଞ୍ଜନ ଙ୍କ  ପ୍ରଶ୍ନ” ♦️ “ପେସା ଆଇନ କାର୍ଯ୍ୟକାରିତା ରେ ବିଳମ୍ବ: ରାଜ୍ୟସଭାରେ କେନ୍ଦ୍ରକୁ ସିଧା ପ୍ରଶ୍ନ କଲେ  ସାଂସଦ ନିରଞ୍ଜନ ବିଶି

25-Mar-2026



ନୂଆଦିଲ୍ଲୀ(ପ୍ରେରଣା ଖବର): ବଜେଟ ସତ୍ର ସମୟରେ ରାଜ୍ୟସଭା ସାଂସଦ ଶ୍ରୀ ନିରଞ୍ଜନ ବିଶି ଓଡିଶାର ଅନୁସୂଚିତ ଅଞ୍ଚଳରେ  ପଞ୍ଚାୟତ ସମ୍ପ୍ରସାରଣ (ପେସା) ଆଇନ, ୧୯୯୬ ର କାର୍ଯ୍ୟକାରି  ନେଇ ଗୁରୁତର ଚିନ୍ତା ବ୍ୟକ୍ତ କରିଥିଲେ।
ସେ ପ୍ରଶ୍ନ କରିଥିଲେ ଯେ ଗ୍ରାମ ସଭାଙ୍କୁ ଜମି ଅଧିଗ୍ରହଣ, ଲଘୁ ଜଙ୍ଗଲ ଜାତ ଦ୍ରବ୍ୟ ସଂଗ୍ରହ ବିକ୍ରୟ ଓ ପ୍ରାକୃତିକ ସମ୍ପଦ ସୁରକ୍ଷା ଉପରେ ପୂର୍ଣ୍ଣ କ୍ଷମତା ଦିଆଯାଇଛି କି ନାହିଁ, ଏବଂ ପେସା ଆଇନ ର ପରିଚାଳନା ଏବଂ କାର୍ଯ୍ୟାନୁଷ୍ଠାନରେ କେଉଁ ସମସ୍ୟା ରହିଛି କି ବୋଲି ପ୍ରଶ୍ନ ପଚାରିଥିଲେ l
ଏହାର ଲିଖିତ ଉତ୍ତର ରେ କେନ୍ଦ୍ର ଆଦିବାସୀ କାର୍ଯ୍ୟ ରାଜ୍ୟ ମନ୍ତ୍ରୀ ଶ୍ରୀ ଦୁର୍ଗାଦାସ ଉଇକେ କହିଥିଲେ ଯେ ଏହା ମୁଖ୍ୟତଃ ରାଜ୍ୟ ବିଷୟ ସେଥିପାଇଁ ଓଡିଶାରେ ପେସା ଆଇନ ବ୍ୟବସ୍ଥାକୁ ଓଡିଶା ଗ୍ରାମ ପଞ୍ଚାୟତ ଆଇନ ୧୯୬୪ ରେ ସାମିଲ କରାଯାଇଛି। ପେସା ନିୟମ ୨୦୨୩ ର ଖସଡା ୧୦ ନଭେମ୍ବର ୨୦୨୩ରେ ପ୍ରକାଶିତ ହୋଇଥିଲା ଓ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ଅଛି।
ସରକାର ସ୍ୱୀକାର କରିଛନ୍ତି ଯେ ନିୟମ ପ୍ରକାଶନ ରେ ବିଳମ୍ବ, ଜାଗୃକତାର ଅଭାବ, କ୍ଷମତା ଗଠନର ଅଭାବ ଓ ଗ୍ରାମ ସଭାର କମ୍ ସହଭାଗିତା ଏହାର ପ୍ରଭାବଶାଳୀ କାର୍ଯ୍ୟlନ୍ଵୟନ ବାଧା ସୃଷ୍ଟି କରୁଅଛି ।
କେନ୍ଦ୍ର ସରକାର ପେସା ଆଇନ ର ୧୦ଟି ସୂଚକ ମାଧ୍ୟମରେ ଏହାର ନିରୀକ୍ଷଣ କରୁଛନ୍ତି।
ସାଂସଦ ଶ୍ରୀ ବିଶି ଜୋର ଦେଇ କହିଛନ୍ତି ଯେ ପେସା ଆଇନ କୁ  ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ କାର୍ଯ୍ୟକlରି କରାଯାଉ, ଗ୍ରାମ ସଭାକୁ ସମ୍ପୂର୍ଣ କ୍ଷମତା ପ୍ରଦାନ କରାଯାଉ  ଓ ଆଦିବାସୀ ମାନଙ୍କୁ ସଶକ୍ତିକରଣ କରାଯାଉ, ଯାହା ଦ୍ୱାରା ଆଦିବାସୀ ଅଞ୍ଚଳରେ ପ୍ରକୃତ ସ୍ୱଶାସନ ସୁନିଶ୍ଚିତ ହେବ।
“ଗ୍ରାମ ସଭା ଶକ୍ତିଶାଳୀ ହେଲେ ଆଦିବାସୀ ସ୍ୱୟଂ ଶାସନ ବ୍ୟବସ୍ଥା ମଜବୁତ ହୋଇପାରିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋଲିସର ନିଦ ହଜାଇ ଦେଇଛି ୨୮ ରାଉଣ୍ଡ୍ ଗୁଳି ଚାଳନା   08-Jul-2026
  ଜିଲ୍ଲା  
ଶହୀଦ୍ ପୀଠରେ ବୃକ୍ଷରୋପଣ ।   08-Jul-2026
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026

You Might Also Like