-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (08-Jul-2026)       ||      ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||     

HOME   ଜିଲ୍ଲା

*ଶିଶୁ ସାହିତ୍ୟିକ, ସଂଗଠନ ପ୍ରେମୀ,ହୋମିଓପ୍ୟାଥିକ ଚିକିତ୍ସକ ଗୁରୁଚରଣ ସାହୁ ଙ୍କ ପରଲୋକ*

26-Mar-2026



ବରୀ: (ରଂଜିତ ମହାନ୍ତି )
ବରୀ ବ୍ଲକ ଅନ୍ତର୍ଗତ କିମ୍ଭିରିଆପାଳ ପଞ୍ଚାୟତ ର ଭଳିନୂଆଗାଁ ର ସଂଗଠନ ପ୍ରେମୀ,ଜଗା ଶିଶୁ ସାହିତ୍ୟ ସଂସଦ ର ସଭ୍ୟ, ଘରୋଇ ହୋମିଓପ୍ୟାଥିକ୍ ଚିକିତ୍ସକ ସଂଘ(ପି. ଏଚ୍.ପି.ଏ) ର ପ୍ରତିଷ୍ଠାତା ସଭ୍ୟ ହୋମିଓପ୍ୟାଥିକ୍ ଚିକିତ୍ସକ ଡଃ ଗୁରୁଚରଣ ସାହୁ ଙ୍କର କର୍କଟ ରୋଗରେ ପୀଡିତ ହୋଇ ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର ରାତିରେ ପରୋଲୋକ ଘଟିଛି। ତାଙ୍କ ପରଲୋକରେ ବରୀ ଅଞ୍ଚଳରେ ଶୋକର ଛାୟା ଖେଳଯାଇଛି । ମାଳଦା ବଜାର କମିଟି ଶୋକ ଉଦ୍ଦେଶ୍ୟରେ ବନ୍ଦ ରହିଥିଲା। ତାଙ୍କ ପରଲୋକରେ ଖବର ପାଇ ବରୀ ବିଶ୍ଵ ହିନ୍ଦୁ ପରିଷଦ ର ସମରସତ୍ତା ପ୍ରମୁଖ ଚିତ୍ତ ରଞ୍ଜନ ପରିଡ଼ା, ପି.ଏଚ୍.ପି.ଏ ଯାଜପୁର ଜିଲ୍ଲା ସଂଯୋଜକ ସନ୍ତୋଷ କୁମାର ପାତ୍ର , ରଞ୍ଜିତ ଦାସ,ନିହାର ରଞ୍ଜନ ବିଶ୍ଵାଳ, ଦିଲ୍ଲୀପ ସାହୁ,ବିଶ୍ଵହିନ୍ଦୁ ପରିଷଦ ର ବରୀଖଣ୍ଡ ସଭାପତି ଯୁବ ସମାଜସେବୀ ଡଃ ବିଶ୍ଵନାଥ ତ୍ରିପାଠୀ, ସାମ୍ବାଦିକ  ପ୍ରଭାତ କୁମାର ମହାନ୍ତି, ବିଶ୍ବଭୂଷଣ ଜେନା, ଶିଶୁ ସାହିତ୍ୟିକ ଡ଼ ଅଜୟ କୁମାର ଜେନା ପ୍ରମୁଖ ବ୍ୟକ୍ତି ବିଶେଷ ଶେଷ ଦର୍ଶନ କରିବା ସହିତ ଶୋକ ପ୍ରକାଶ କରିଥିଲେ। କନିଷ୍ଠ ପୁତ୍ର ଜ୍ୟୋତିରଞ୍ଜନ ସାହୁ ମୁଖାଗ୍ନୀ ଦେଇଥିଲେ । ଶବାଧାର ନିକଟରେ ଜ୍ୟେଷ୍ଠ ପୁତ୍ର ସତ୍ୟରଞ୍ଜନ ସାହୁ ଙ୍କ ସହିତ ସମସ୍ତ ପରିବାର ପରିଜନ ଆତ୍ମୀୟ ସ୍ୱଜନ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତାଳଜୁରି ଆଦିବାସୀ ଉଚ୍ଚ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   08-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026

You Might Also Like