-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ରାଜ୍ୟ

ଆନ୍ତଃରାଜ୍ୟ ରେଡ଼କ୍ରସ ଶିକ୍ଷା ଓ ତାଲିମ ଶିବିର ଉଦଘାଟିତ

26-Mar-2026



ଭୁବନେଶ୍ବର, ତା ୨୫/୦୩  :  ଭାରତୀୟ ରେଡକ୍ରସ୍ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର ଅବୈତନିକ ସଚିବ ଶ୍ରୀଯୁକ୍ତ ଗଣେଶ ଚନ୍ଦ୍ର ପାତ୍ରଙ୍କ ତତ୍ତ୍ୱାବଧାନ ତଥା ଅଧ୍ୟକ୍ଷତାରେ ଏକ ପାଞ୍ଚ ଦିନିଆ ଆନ୍ତଃରାଜ୍ୟ ଜୁନିୟର ରେଡକ୍ରସ ଶିକ୍ଷା ଓ ତାଲିମ ଶିବିର ଭୁବନେଶ୍ବର ସ୍ଥିତ ହାଇଟେକ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ ପରିସରରେ ଆନୁଷ୍ଠାନିକ ଭାବରେ ଉଦଘାଟିତ  ହୋଇଯାଇଅଛି । ମୁଖ୍ୟ ଅତିଥି ଭାବରେ ହାଇଟେକ୍ କଲେଜ ମେଡିକାଲ କଲେଜ ରାଉରକେଲା ର କାର୍ଯ୍ୟକାରୀ ଚେୟାରମ୍ୟାନ ଡ଼ଃ . ରାକେଶ କୁମାର ପାଣିଗ୍ରାହୀ , ସମ୍ମାନିତ ଅତିଥି ଭାବରେ   ଭାରତୀୟ ରେଡକ୍ରସ୍ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖାର  ପୂର୍ବତନ ଅବୈତନିକ ସଚିବ ତଥା ଶିଶୁ ଓ ମହିଳା ବିକାଶ ସୋସାଇଟି ମେଜର ଡକ୍ଟର କଳ୍ପନା ଦାସ, ଯୁବ ରେଡ଼କ୍ରସର ରାଜ୍ୟ ସଂଯୋଜକ ଡ଼ଃ ଗୋପାଳକୃଷ୍ଣ ମିଶ୍ର ପ୍ରମୁଖ ମଞ୍ଚାସିନ ହୋଇ ଶିବିରାର୍ଥୀ ମାନଙ୍କୁ  ନିସ୍ବାର୍ଥପର ସେବାରେ ନିଜକୁ ହଜାଇ ଦେବାକୁ ପ୍ରେରଣI ଦେଇଥିଲେ । ପ୍ରାରମ୍ଭରେ  ରାଜ୍ୟ ଜୁନିୟର ରେଡ୍ କ୍ରସ ଅଧିକାରୀ ଲକ୍ଷ୍ମଣ ସ୍ୱାଇଁ ପାଞ୍ଚ ଦିବସୀୟ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଯୁବ ରେଡ଼କ୍ରସର ରାଜ୍ୟ ସଂଯୋଜକ ଡକ୍ଟର ଗୋପାଳ କୃଷ୍ଣ ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା  କରିଥିଲେ । ଶିବିରରେ ଗୁଜୁରାଟ ,ଆନ୍ଧ୍ରପ୍ରଦେଶ,  ତ୍ରିପୁରା  ଏବଂ ଓଡ଼ିଶା ଭଳି ବିଭିନ୍ନ ରାଜ୍ୟର ଜେଆରସି ପରାମର୍ଶଦାତା, ସ୍ୱେଚ୍ଛାସେବୀ ଏବଂ ରାଜ୍ୟ ଅଧିକାରୀମାନେ  ଅଂଶଗ୍ରହଣ କରିଥିଲେ । ଜାତୀୟ ସଂହତିକୁ ପ୍ରୋତ୍ସାହିତ କରିବା, ଭାରତର ସଂସ୍କୃତିକୁ ବୁଝିବା ଏବଂ ସ୍ୱେଚ୍ଛାସେବକ ମାନଙ୍କ ଦକ୍ଷତା ବିକାଶ ସାଧନ ଶିବିରର ମୁଖ୍ୟ ଉଦ୍ଦେଶ୍ୟ ନେଇ ପାଞ୍ଚ ଦିବସୀୟ  କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଅଛି । ରେଡକ୍ରସର ଇତିହାସ, ପ୍ରାଥମିକ ସହାୟତା , ସଡ଼କ ସୁରକ୍ଷା, ସାଇବର ସୁରକ୍ଷା, ଏଚଆଇଭି ଓ ଏଡସ୍,  ବିପର୍ଯ୍ୟୟ ପରିଚାଳନା, ସନ୍ଧାନ ଏବଂ ଉଦ୍ଧାର, ଜଳବାୟୁ ପରିର୍ତ୍ତନ ଭଳି  ବିଭିନ୍ନ ପ୍ରସଙ୍ଗରେ ଶିବିରାର୍ଥୀଙ୍କୁ ପ୍ରଶିକ୍ଷଣ ଦିଆଯିବ  । ଶିବିରାର୍ଥିମାନେ ଓଡିଶI ରାଜ୍ୟର ସମୃଦ୍ଧ ଐତିହ୍ୟ ଜାଣିବା ପାଇଁ  ଜଗନ୍ନାଥ ମନ୍ଦିର, କୋଣାର୍କ ମନ୍ଦିର, ଧଉଳି ସ୍ତୂପ ଇତ୍ୟାଦିର ପରିଦର୍ଶନ କାର୍ଯ୍ୟକ୍ରମ ରହିଛି ।ସେଚ୍ଛାସେବୀ ମାନଙ୍କ ମଧ୍ୟରେ ପ୍ରବନ୍ଧ, ଭାଷଣ, ରଙ୍ଗୋଲି, ଚିତ୍ରକଳା, ପ୍ରାଥମିକ ସହାୟତା , ଗୋଷ୍ଠୀ ନୃତ୍ୟ, ଗୋଷ୍ଠୀ ଗୀତ, ପ୍ରଦର୍ଶନୀ ଭଳି ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like