-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ କଳିକେଶ କଲ୍ୟାଣମଣ୍ଡପ ଓ ବନ୍ଧପୁନଃରୁଦ୍ଧାର କାମ ଭେଟିଦେଲେ

26-Mar-2026



ବଲାଙ୍ଗିର(ପ୍ରେରଣା ଖବର): ଆଜି ବଲାଙ୍ଗୀର ତାଲପାଲି ପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ଉଦଯାପିତ ହୋଇଯାଇଛି । ଆଜି ଶେଷଦିନରେ ହୋମଯଜ୍ଞ ସହିତ ପ୍ରଭୁଶ୍ରୀରାମ, ସୀତାମାତା, ଲକ୍ଷ୍ମଣ ଓ ଭକ୍ତ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା କରାଯାଇଥିଲା । ତାଲପାଲିପଡା ଅଞ୍ଚଳର ଲୋକଙ୍କ ମନସ୍କାମନା ଆଜି ପୂର୍ଣ୍ଣ ହୋଇଛି । ବହୁବର୍ଷ ହେଲା ମନ୍ଦିରନିର୍ମାଣ କରି ବିଗ୍ରହସ୍ଥାପନ ପାଇଁ ଲୋକଙ୍କ ଆଗ୍ରହ ଥିଲା । କଳିକେଶନାରାୟଣ ସିଂଦେଓ ସାଂସଦ ଥିବା ବେଳେ ଅନୁଦାନ ଦେଇ ମନ୍ଦିରନିର୍ମାଣକାମ ଆରମ୍ଭ କରାଇଥିଲେ । ପରେ ପୌରପାରିଷଦ ପକ୍ଷରୁ ବିଭିନ୍ନ ଯୋଜନାର ଅନୁଦାନ ଦିଆଯାଇଥିଲା । ଗତବର୍ଷ ମନ୍ଦିରର କାମ ସଂପୂର୍ଣ୍ଣ ହୋଇ ରତ୍ନମୁଦ ପଡିଥିଲା । ଏବେ ମନ୍ଦିରପ୍ରତିଷ୍ଠା ସହିତ ବିଗ୍ରହ ସ୍ଥାପନ କରାଯାଇଛି । ଆଜି ଦିନ ୧୨ଟାରେ ବିଧାୟକ ଶ୍ରୀ ସିଂଦେଓ ଓ ପୌରାଧ୍ୟକ୍ଷା ଲିକା ସାହୁ,ସ୍ଥାନୀୟ କାଉନସିଲର ଅରବିନ୍ଦ ପରୁଆ ମନ୍ଦିର ଉନ୍ନୟନ କାମର ଶୁଭଉଦଘାଟନ କରିଥିଲେ । ଗତ ୨୨ ତାରିଖଠାରୁ ଏହି ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବ ଓ ଚବିଶପ୍ରହର ନାମଯଜ୍ଞ ଆରମ୍ଭ ହୋଇଥିଲା । ଭବ୍ୟକାର୍ଯ୍ୟକ୍ରମକୁ ଆୟୋଜକ କମିଟିର ସଭାପତି ଭାବରେ ଚନ୍ଦ୍ରମଣୀ ତ୍ରୀପାଠୀ,ଉପସଭାପତି -ଋଷଭ ପୁଟେଲ,ଜାହ୍ନବୀ ନାଏକ,ସଂପାଦକ ଅରବିନ୍ଦ ପରୁଆ, ସହସଂପାଦକ ଅଶ୍ୱିନୀ ସାଏ,କୋଷାଧ୍ୟକ୍ଷ ମହେନ୍ଦ୍ର ସାଏ, ସହକୋଷାଧ୍ୟକ୍ଷ ଦୁର୍ବାଦଳ ପଟେଲ ଉପସ୍ଥିତ ରହି ପରିଚାଳନା କରିଥିଲେ ।  ମନ୍ଦିରପ୍ରତିଷ୍ଠା କର୍ତ୍ତାଭାବରେ ଦେବାନନ୍ଦ ପଟେଲ ଓ ତାଙ୍କ ଧର୍ମପତ୍ନୀ ଜୟନ୍ତି ପଟେଲ,ଚବିଶପ୍ରହରୀ ନାମ ଯଜ୍ଞ ରେ କର୍ତ୍ତାଭାବେ ରାମକୃଷ୍ଣ ସାଏ ଓ ତାଙ୍କ ଧର୍ମପତ୍ନୀ ଦିପ୍ତିମୟୀ ସାଏ ରହିଥିବା ବେଳେ ପ୍ରାୟବ ୧୫ ଯୋଡିପତିପତ୍ନୀ ପ୍ରତ୍ୟହ ହୋମରେ କର୍ତ୍ତାରୂପେ ସାମିଲ ହେଉଥିଲେ । କଆଗାଁର ସୁଶାନ୍ତ ମିଶ୍ର ମୁଖ୍ୟପୂଜକ  ଦାୟିତ୍ୱ ନେଇଥିଲେ । ବିଧାୟକଙ୍କ ଏହି ଗସ୍ତବେଳେ ପୌରାଧ୍ୟକ୍ଷା ଲିକା ସାହୁ,ଦେବଦତ୍ତ ବେହେରା, କମିଟିର ସଭାପତି ଚନ୍ଦ୍ରମଣୀ ତ୍ରୀପାଠୀ,ବରିଷ୍ଠ ବିଜେଡିନେତା ଧୃବ ଜୁଏଡ,କାଉନସିଲର ଅରବିନ୍ଦ ପରୁଆ ଓ ପୂର୍ବତନ କାଉନସିଲର ଅଶ୍ୱିନୀ ପୁଟେଲ ତଥା ଅନ୍ୟାନ୍ୟ ପଡାବାସୀ ଉପସ୍ଥିତ ରହିଥିଲେ ।
ଏହି ଅବସରରେ ବିଧାୟକ ଉନ୍ନତିକରଣ ହେବାକୁ ଥିବା ତାଲପାଲିବନ୍ଧ ଓ ନିର୍ମାଣ ଚାଲିଥିବା କଲ୍ୟାଣମଣ୍ଡପକୁ ପଡାବାସୀଙ୍କୁ ରାମନବମୀର ଭେଟି ଦେଇଥିଲେ । ଗତ ସାଧାରଣ ନିର୍ବାଚନବେଳେ ବିଧାୟକ କଳିକେଶଙ୍କୁ ସ୍ଥାନୀୟ ଲୋକେ ଏଠାରେ ଏକ କଲ୍ୟାଣମଣ୍ଡପ ପାଇଁ ଦାବି କରିଥିଲେ । ଠିକ ସେହିପରି ତାଲପାଲିପଡା ଗାଧୁଆବନ୍ଧର ପଙ୍କୋଦ୍ଧାର ପାଇଁ ମଧ୍ୟ ଦାବି କରିଥିଲେ । ଏବେ ଉଭୟକାମ ଆରମ୍ଭ ହୋଇଛି । ବିଧାୟକଙ୍କ ଏହି ପରିଦର୍ଶନ ବେଳେ ଗ୍ରାମ୍ୟ ଉନ୍ନୟନ ବିଭାଗର ଏସଡିଓ,ଜେଇ ଓ ଠିକସଂସ୍ଥାର ମାଲିକ ଉପସ୍ଥିତ ରହିଥିଲେ । ସ୍ଥାନୀୟ କାଉନସିଲରଙ୍କ ପ୍ରତିନିଧିଙ୍କ ସହିତ ପଡାବାସୀ ଉପସ୍ଥିତ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like