-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

ସିକିର୍ଡି ଗ୍ରାମରେ ଶ୍ରୀ ରାମ ନବମୀ ଉପଲକ୍ଷେ ୨୪ ପ୍ରହରୀ ନାମଯଜ୍ଞ

26-Mar-2026



ବରପାଲି  (ସୁଦାମ ଦୀପ )
ବରଗଡ ଜ଼ିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସିକିର୍ଡି ଗ୍ରାମରେ ପବିତ୍ର ରାମ ନବମୀ ଉପଲକ୍ଷେ ସିକିର୍ଡି ଗ୍ରାମ ରେ ୨୪ପ୍ରହରୀ ଅଖଣ୍ଡ ନାମଯଜ୍ଞ ଆଜି ଆରମ୍ଭ ହୋଇଯାଇଛି l ଏହି ଅଵସରରେ ପ୍ରଥମେ କଳସ ଯାତ୍ରା ଅନୁଷ୍ଠିତ ହୋଇଥିଲା l ଗ୍ରାମର ପୋଖରୀ ରୁ ପାଣି ଆଣି କଳସ ସ୍ଥାପନ କରାଯାଇଥିଲା l ଏହି ଅବସରରେ କର୍ତ୍ତା ଭାବରେ କିଶୋର ଭୋଇ ଏବଂ ତାଙ୍କ ଧର୍ମପତ୍ନୀ କୁନ୍ତୀ ଭୋଇ ଯୋଗଦାନ କରିଛନ୍ତି l ଦୀର୍ଘ ଚାରିଦିନ ବ୍ୟାପି ହେଉଥିବା ନାମଯଜ୍ଞ ରେ ବିଶେଷକରି ସ୍ଥାନୀୟ ଦଳ ସାହାଯବାହାଲ, ମାଲିପାଲି, ଲେଣ୍ଡା, ବିଜୟପଲ୍ଲୀ, ମିର୍ଧାପଡା ଗ୍ରାମ ସହିତ କମଗାଁ, କରଲାଜୁରୀ, ବାଞ୍ଜିପାଲି ଓ ଆଗଲପୁର ର କୀର୍ତ୍ତନ ପାର୍ଟି ମାନେ ଭାଗ ନେବେ l  ଏହି ଅବସରରେ ବ୍ୟାପକ ଜନସମାଗମ ହେବ ବୋଲି ସ୍ଥାନୀୟ କମିଟି ତରଫରୁ ପ୍ରକାଶ କରିଛନ୍ତି l  ଗ୍ରାମର ଜନତା ଭୋଇ,ସୁଶ୍ରୀତା ଭୋଇ, ସସ୍ମିତା ଭୋଇ, ପପଲୁ ପଣ୍ଡା ପ୍ରମୁଖ କଳସ ଯାତ୍ରା ରେ ସାମିଲ ହୋଇଥିଲେ l  ପୂଜକ ଭାବରେ ତୁଳଣ୍ଡି ଗ୍ରାମର ଅଶ୍ୱିନୀ ରଥ ଯୋଗଦାନ କରିଥିବାବେଳେ ସ୍ଥାନୀୟ ପୂଜକ ଗତିକୃଷ୍ଣ ତ୍ରିପାଠୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like