-+91-9937148622 |

prerana_bgr@rediffmail.com |

  Thursday 26th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ    (26-Mar-2026)       ||      ଛାତ୍ର ଓ ଛାତ୍ରୀ ମାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା   (26-Mar-2026)       ||      ସୁଜିଆ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ   (26-Mar-2026)       ||      ସିକିର୍ଡି ଗ୍ରାମରେ ଶ୍ରୀ ରାମ ନବମୀ ଉପଲକ୍ଷେ ୨୪ ପ୍ରହରୀ ନାମଯଜ୍ଞ   (26-Mar-2026)       ||      ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ କଳିକେଶ କଲ୍ୟାଣମଣ୍ଡପ ଓ ବନ୍ଧପୁନଃରୁଦ୍ଧାର କାମ ଭେଟିଦେଲେ   (26-Mar-2026)       ||      ଆନ୍ତଃରାଜ୍ୟ ରେଡ଼କ୍ରସ ଶିକ୍ଷା ଓ ତାଲିମ ଶିବିର ଉଦଘାଟିତ    (26-Mar-2026)       ||      *ଶିଶୁ ସାହିତ୍ୟିକ, ସଂଗଠନ ପ୍ରେମୀ,ହୋମିଓପ୍ୟାଥିକ ଚିକିତ୍ସକ ଗୁରୁଚରଣ ସାହୁ ଙ୍କ ପରଲୋକ*   (26-Mar-2026)       ||      ଆର ସି ଡି ସି ତରଫରୁ ପାରମ୍ପରିକ ଦେଶୀ ବିହନ,ଖାଦ୍ୟ ଓ ଜୈବ ବିଭିଦତା ମେଳା    (25-Mar-2026)       ||      ଟ୍ରେନ୍‌ରେ କଟି ଯୁବକର ମୃତ୍ୟୁ   (25-Mar-2026)       ||      ଓଡିଶାରେ ଆଦିବାସୀ ସୁରକ୍ଷା  ପେସା ଆଇନ କାର୍ଯ୍ୟକାରିତା ସମ୍ପର୍କରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଙ୍କୁ ସାଂସଦ ନିରଞ୍ଜନ ଙ୍କ  ପ୍ରଶ୍ନ” ♦️ “ପେସା ଆଇନ କାର୍ଯ୍ୟକାରିତା ରେ ବିଳମ୍ବ: ରାଜ୍ୟସଭାରେ କେନ୍ଦ୍ରକୁ ସିଧା ପ୍ରଶ୍ନ କଲେ  ସାଂସଦ ନିରଞ୍ଜନ ବିଶି   (25-Mar-2026)       ||      ଜିଲ୍ଲାପାଳଙ୍କ ବହିସ୍କାର ଆଦେଶ ହାଇକୋର୍ଟରେ ଖାରଜ ପାଇକବାହାଲ ସରପଞ୍ଚ ଭାବେ ଗଣନାଥ ସାହୁ ପୁନଃଅବସ୍ଥାପିତ   (25-Mar-2026)       ||      ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଦର୍ଶନୀ   (25-Mar-2026)       ||      ପିଏମଶ୍ରୀ ଏସ ଏସ ଡି ହାଇସ୍କୁଲର ବାର୍ଷିକୋତ୍ସବ   (25-Mar-2026)       ||      ମହୁଲପଡା ସେବାଶ୍ରମର ବାର୍ଷିକ ଉତ୍ସବ   (25-Mar-2026)       ||      ପରିବହନ ବିଭାଗର ସ୍ୱତନ୍ତ୍ର ସଡ଼କ ସୁରକ୍ଷା ସଚେତନତା ଅଭିଯାନ   (25-Mar-2026)       ||      *ଡ଼େଙ୍ଗାଗୁଡ଼ା ଗ୍ରାମର ନାରୀ ସଙ୍ଘ ତରଫରୁ ଗାଡି ସହିତ 10 ପେଟି ବିଦେଶୀ ମଦ ଜବତ କରି ପଲିସ କୁ ଜିମା ଦେଲେ*   (25-Mar-2026)       ||      ୨୭ ରାମନବମୀରେ ଶିବସେନା ପକ୍ଷରୁ। ଦୀପଦାନ   (25-Mar-2026)       ||      *ମଝିପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ-୨୦୨୬*-   (25-Mar-2026)       ||      ଜିଲ୍ଲା ସ୍ତରୀୟ ବିଶ୍ୱ ଯକ୍ଷ୍ମା ଦିବସ ପାଳିତ   (25-Mar-2026)       ||      *ଜିଲ୍ଲା ମତ୍ସ୍ୟ ଵିଭାଗ ପକ୍ଷରୁ ଦୁଇ ଦିନିଆ ତାଲିମ୍ ଶିବିର ଅନୁଷ୍ଠିତ*-   (25-Mar-2026)       ||     

HOME   ଜିଲ୍ଲା

ସୁଜିଆ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ

26-Mar-2026



ବରପାଲି (ସୁଦାମ ଦୀପ) ବରଗଡ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସୁଜିଆ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ ଅନୁଷ୍ଟିତ ହୋଇଯାଇଛି l ଗତ ସୋମବାର ଦିନ ସକାଳେ ନାମ ସଂକୀର୍ତ୍ତନ ଶହ ଶତାଧିକ ମହିଳା କଳସ ଶୋଭାଯାତ୍ରାରେ ବାହାରି ରାଞ୍ଜ ନଦୀ ଠାରୁ ପୂର୍ଣ୍ଣ କଳସ ସହ ଗ୍ରାମ ପରିକ୍ରମା କରି ପୁଜା ମଣ୍ଡପରେ    ପହଞ୍ଚିବା ପରେ ଅଧିବାସ ହୋଇଥିଲା 
ପୁରୋହିତ ଭାବରେ ଅଚ୍ୟୁତ ପଣ୍ଡା, ଜିତୁ ପାଣିଗ୍ରାହୀ, ଏଵଂ ରବୀନ୍ଦ୍ର ଦେବତା, ମନ୍ତ୍ର ପାଠ କ୍ରମେ ଷୋଡ଼ଶ ପୂଜା, ହୋମ ଆହୁତି ପ୍ରଦାନ ପୂର୍ବକ ମହାମନ୍ତ୍ର ଜପ ଆରମ୍ଭ ହୋଇଥଲା  l ଗ୍ରାମର ଦେବରାଜ ବର୍ଗେ କର୍ତ୍ତା ଦାୟିତ୍ଵ ତୁଲାଇଥିଲେ l ନାମ ଯଜ୍ଞରେ କାଞ୍ଚନପୁର, ଭୂଳିଆଡିହି, ବଙ୍କବିରା, ବିନିକା ତେଲିପାଲି, ବର୍ଲାବାହାଲ, ଆଗଲପୁର, ଖଇରପାଲି, ତିନିକାନି ପ୍ରମୁଖ ସଂକୀର୍ତ୍ତନ ଦଳ ଯୋଗଦାନ କରିଥିଲେ l ରାତ୍ରରେ 
 କାଞ୍ଚନପୁର ଓ ଭୁଲିଆଡିହି କୀର୍ତ୍ତନ ଦଳ ମଧ୍ୟରେ ବୈଠକୀ କୀର୍ତ୍ତନ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ   26-Mar-2026
  ଜିଲ୍ଲା  
ଛାତ୍ର ଓ ଛାତ୍ରୀ ମାନଙ୍କୁ ବିଦାୟୀ ସମ୍ବର୍ଦ୍ଧନା   26-Mar-2026
ସୁଜିଆ ଗ୍ରାମରେ ଷୋହଳ ପ୍ରହରୀ ନାମଯଜ୍ଞ   26-Mar-2026
  ଜିଲ୍ଲା  
ସିକିର୍ଡି ଗ୍ରାମରେ ଶ୍ରୀ ରାମ ନବମୀ ଉପଲକ୍ଷେ ୨୪ ପ୍ରହରୀ ନାମଯଜ୍ଞ   26-Mar-2026
  ଜିଲ୍ଲା  
ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହପ୍ରତିଷ୍ଠା ଉତ୍ସବରେ ଯୋଗଦେଲେ କଳିକେଶ କଲ୍ୟାଣମଣ୍ଡପ ଓ ବନ୍ଧପୁନଃରୁଦ୍ଧାର କାମ ଭେଟିଦେଲେ   26-Mar-2026
  ରାଜ୍ୟ  
ଆନ୍ତଃରାଜ୍ୟ ରେଡ଼କ୍ରସ ଶିକ୍ଷା ଓ ତାଲିମ ଶିବିର ଉଦଘାଟିତ   26-Mar-2026
  ଜିଲ୍ଲା  
*ଶିଶୁ ସାହିତ୍ୟିକ, ସଂଗଠନ ପ୍ରେମୀ,ହୋମିଓପ୍ୟାଥିକ ଚିକିତ୍ସକ ଗୁରୁଚରଣ ସାହୁ ଙ୍କ ପରଲୋକ*   26-Mar-2026
  ଜିଲ୍ଲା  
ଆର ସି ଡି ସି ତରଫରୁ ପାରମ୍ପରିକ ଦେଶୀ ବିହନ,ଖାଦ୍ୟ ଓ ଜୈବ ବିଭିଦତା ମେଳା   25-Mar-2026
  ଜିଲ୍ଲା  
ଟ୍ରେନ୍‌ରେ କଟି ଯୁବକର ମୃତ୍ୟୁ   25-Mar-2026
  ଜିଲ୍ଲା  
ଓଡିଶାରେ ଆଦିବାସୀ ସୁରକ୍ଷା  ପେସା ଆଇନ କାର୍ଯ୍ୟକାରିତା ସମ୍ପର୍କରେ କେନ୍ଦ୍ର ଆଦିବାସୀ ମନ୍ତ୍ରୀ ଙ୍କୁ ସାଂସଦ ନିରଞ୍ଜନ ଙ୍କ  ପ୍ରଶ୍ନ” ♦️ “ପେସା ଆଇନ କାର୍ଯ୍ୟକାରିତା ରେ ବିଳମ୍ବ: ରାଜ୍ୟସଭାରେ କେନ୍ଦ୍ରକୁ ସିଧା ପ୍ରଶ୍ନ କଲେ  ସାଂସଦ ନିରଞ୍ଜନ ବିଶି   25-Mar-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ବହିସ୍କାର ଆଦେଶ ହାଇକୋର୍ଟରେ ଖାରଜ ପାଇକବାହାଲ ସରପଞ୍ଚ ଭାବେ ଗଣନାଥ ସାହୁ ପୁନଃଅବସ୍ଥାପିତ   25-Mar-2026
  ଜିଲ୍ଲା  
ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ପ୍ରଦର୍ଶନୀ   25-Mar-2026

You Might Also Like