-+91-9937148622 |

prerana_bgr@rediffmail.com |

  Wednesday 8th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   (07-Jul-2026)       ||      ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   (07-Jul-2026)       ||      ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   (07-Jul-2026)       ||      *ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   (07-Jul-2026)       ||      ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||     

HOME   ଜିଲ୍ଲା

ଏକ ଦିବସୀୟ ଜାତୀୟ ସଂଗୋଷ୍ଠୀ ଅନୁଷ୍ଠିତ

26-Mar-2026



ବଲାଙ୍ଗିର(ପ୍ରେରଣା ଖବର): ସରକାରୀ ମହିଳା ମହାବିଦ୍ୟାଳୟରେ ସ୍ନାତକ ହିନ୍ଦୀ ବିଭାଗ ତରଫରୁ ‘ହିନ୍ଦୀ ସାହିତ୍ୟରେ ବିମର୍ଶର ସ୍ୱର’ ଶୀର୍ଷକ ଏକ ଜାତୀୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି I ଉକ୍ତ କାର୍ଯ୍ୟକ୍ରମଟି ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଅରବିନ୍ଦ କୁମାର ଓଝାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବାବେଳେ  ଅଧ୍ୟକ୍ଷ ନିଜେ ସ୍ୱାଗତ ସମ୍ଭାଷଣ ରଖିଥିଲେ I ଏ ଅବସରରେ ଡଃ ଛବିଳ କୁମାର ମେହେର ମୁଖ୍ୟବକ୍ତା ଭାବରେ ଯୋଗଦେଇଥିବା ବେଳେ ବିଭାଗୀୟ ମୁଖ୍ୟ ଅଜିତ କୁମାର ପଣ୍ଡା  ଅତିଥି ପରିଚୟ ପ୍ରଦାନ କରିଥିଲେ I ପ୍ରଭଞ୍ଜନ କୁମାର ମିଶ୍ର ଆଲୋଚନା ଚକ୍ରର ଉଦ୍ଦେଶ୍ୟ ଉପସ୍ଥାପନ କରିଥିବାବେଳେ ଆଇ.କ୍ୟୁ. ଏ. ସି ସଂଯୋଜକ ବିଭୁତି ଭୂଷଣ ସାହୁ ମଞ୍ଚାସିନ ଥିଲେ ଏବଂ ଉତ୍ତମ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ I

ଉଦ୍ଘାଟନ ସଭା ପରେ ଅନୁଷ୍ଠିତ ସମାନ୍ତରାଳ ଆଲୋଚନା ଚକ୍ରରେ ପ୍ରଫେସର ଜୟନ୍ତ କୁମାର ଶର୍ମା ସଭାପତିତ୍ୱ କରିଥିବାବେଳେ  ଡଃ ରୂପଧର ଗମାଙ୍ଗୋ,ଶ୍ରୀ ଦେବଦାସ ଖଟାଇ, ଡଃ ବିଜୟ  କୁମାର ବେହେରା, ଡଃ ଦାଶରଥି ବେହେରା ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ମତାମତ ପ୍ରଦାନ କରିଥିଲେ I ଅପରାହ୍ନରେ  ଅନୁଷ୍ଠିତ ବୈଷୟିକ ଅଧିବେଶନରେ ୨ଟି ପ୍ରକୋଷ୍ଠରେ  ସମସ୍ତ ଗବେଷକ ତଥା ବିଷୟ ବିଶେଷଜ୍ଞମାନେ ନିଜ ନିଜ ପ୍ରବନ୍ଧ ପାଠ କରିଥିଲେ I ଅଧ୍ୟାପିକା ଲିପ୍ସା ମିଶ୍ର, ଅଧ୍ୟାପିକା  ଉର୍ମିଳା ମଟାରୀ ପ୍ରମୁଖ ପତ୍ର ସଂଚାଳନ କରିଥିଲେ I  ଏଥିରେ ୪୦ ଟି ପ୍ରବନ୍ଧ ଉପସ୍ଥାପନ କରାଯାଇଥିଲା I ସମାପନ ସତ୍ରରେ ଓଡ଼ିଶା ମୁକ୍ତ ରାଜ୍ୟ ବିଶ୍ୱବିଦ୍ୟାଳୟ, ସମ୍ବଲପୁରର  ଅବସରପ୍ରାପ୍ତ କୁଳସଚିବ ପ୍ରଫେସର ଜୟନ୍ତ କୁମାର ଶର୍ମା ମୁଖ୍ୟବକ୍ତା ଭାବରେ ଯୋଗଦେଇ ହିନ୍ଦୀ ସାହିତ୍ୟର ବିମର୍ଶ ଉପରେ ଆଲୋକପାତ କରିଥିଲେ  ଏବଂ ଏ ଅବସରରେ ତାଙ୍କୁ ରାଜାରାମ  ସଂସ୍କୃତି-ସେତୁ ସମ୍ମାନ -୨୦୨୬ ପ୍ରଦାନ କରାଯାଇଥିଲା I ଏ ଆଲୋଚନା ଚକ୍ରରେ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ କୋରାପୁଟ, ଡଃ ବି. ଡ଼ି. ଯତ୍ତି କଲେଜ କର୍ଣ୍ଣାଟକ, ଉତ୍କଳ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର, ନେତାଜୀ ସୁବାସ ବୋଷ କଲେଜ ସମ୍ବଲପୁର, ସରକାରୀ ମହାବିଦ୍ୟାଳୟ ବଲାଙ୍ଗିର, ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ବଲାଙ୍ଗିର, ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗିରର ଛାତ୍ର ଛାତ୍ରୀ, ଗବେଷକ/ ଗବେଷିକା, ଅଧ୍ୟାପକ

ଅଧ୍ୟାପିକା   ପ୍ରମୁଖ ନିଜ ନିଜ ପ୍ରବନ୍ଧ ପାଠ କରିଥିଲେ I   ଶେଷରେ ଉର୍ମିଳା ମଟାରୀ  ଧନ୍ୟବାଦ ଅର୍ପଣ କରିଥିଲେ I  ଏ ଅବସରରେ ଯେଉଁମାନେ ପ୍ରବନ୍ଧ ପାଠ କରିଥିଲେ ସେମାନଙ୍କୁ ସାର୍ଟିଫିକେଟ   ପ୍ରଦାନ କରାଯାଇଥିଲା I  ଏ ଅବସରରେ ଅଧ୍ୟାପକ ଆଦର୍ଶ କୁମାର ମହାପାତ୍ର, ଦିନେଶ ସିଂହ, ରିୟା ଶତପଥି, ପ୍ରତୀକ୍ଷା ପ୍ରତିଶୃତି, ଦେବଦତ୍ତ ପାଣିଗ୍ରାହୀ, ରାକେଶ ମଲ୍ଲିକ, ସିର୍ଦ୍ଧାର୍ଥ ଦାଶ, ସୁଚେତା ଦୋରା, ଦୀପିକା ପୁରୋହିତ ପ୍ରମୁଖ ସହଯୋଗ କରିଥିଲେ I ଏ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର  ବହୁ ଛାତ୍ରୀ ତଥା ସମସ୍ତ ଅଧ୍ୟାପକ ଅଧ୍ୟାପିକା ଯୋଗ ଦେଇଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବନ ମହୋତ୍ସବ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ଯକ୍ରମ   07-Jul-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ନିମ୍ନମାନର ନଦୀଆଡିବନ୍ଧ   07-Jul-2026
  ଜିଲ୍ଲା  
ଟାଉନ ବାଳିକା ଓ ବାଳକ ବିଦ୍ୟାଳୟ ରେ ସମସ୍ୟା ଶୁଣିଲେ ନରସିଂହ♦️ ପରୀକ୍ଷା ଫଳ ଓ ଉପସ୍ଥାନ ସନ୍ତୋଷଜନକ   07-Jul-2026
  ଜିଲ୍ଲା  
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
ଏସ୍‌.ଆଇ.ଆର୍ ର ସୁପରିଚାଳନା ପାଇଁ ଉପଜିଲ୍ଲାପାଳଙ୍କୁ ସାକ୍ଷାତ କଲା ବଲାଙ୍ଗୀର ସିଭିଲ ସୋସାଇଟି   07-Jul-2026
  ଜିଲ୍ଲା  
*ଅଙ୍ଗନୱାଡି ଘରର ଅବସ୍ଥା ଦେଖି ପିଲାଙ୍କୁ ନେଇଗଲେ ଅଭିଭାବକ , ମରାମତି ନ ହେବା ଯାଏଁ ପିଲାଙ୍କୁ ଅଙ୍ଗନୱାଡି ନ ଛାଡ଼ିବା ପାଇଁ ନିଷ୍ପତି*   07-Jul-2026
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026

You Might Also Like