-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   (07-Jul-2026)       ||      ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||     

HOME   ଜିଲ୍ଲା

ବ୍ଲକ୍‌ସ୍ତରୀୟ ଆଇନ ସଚେତନତା ଶିବିର

27-Mar-2026



ବରୀ (ରଂଜିତ ମହାନ୍ତି )
ନାରୀମାନଙ୍କୁ ସୁରକ୍ଷା ଦେବା ପାଇଁ ଅନେକ ଆଇନ ରହିଛି। ମାତ୍ର ଆଇନକୁ ଆବଶ୍ୟକ ନଥିବା ସ୍ଥାନରେ ଅପବ୍ୟବହାର କରି ଅନ୍ୟକୁ କଷ୍ଟ ଦେବା ଠିକ୍ ନୁହେଁ। ସୁସ୍ଥ ସମାଜ ଗଠନରେ ମହିଳାଙ୍କ ଭୂମିକା ଗୁରୁତ୍ବପୂର୍ଣ । ନିଜ ସୁରକ୍ଷା ପାଇଁ ଥିବା ଆଇନ ବ୍ୟବସ୍ଥା ସଂପର୍କରେ ସଚେତନ ହେବା ଜରୁରି ବୋଲି ଗୁରୁବାର ବରୀ ବ୍ଲକ୍‌ସ୍ତରୀୟ ଆଇନ ସଚେତନତା ଶିବିରରର ମୁଖ୍ୟ ଅତିଥିଭାବେ ଯୋଗ ଦେଇ ରାଜ୍ୟ ମହିଳା କମିସନ ସଦସ୍ୟା କଳ୍ପନା ମଲ୍ଲିକ ପ୍ରକାଶ କରିଛନ୍ତି । ବରୀ ବ୍ଲକ୍‌ସ୍ଥିତ ଗୋପବନ୍ଧୁ ଚୌଧୁରୀ
ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି କର୍ମଶାଳାରେ ଅତିଥି ଭାବେ ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ପାର୍ବତୀ ସାହୁ, ବିଡିଓ ଅସିତ କୁମାର ମହାନ୍ତି, ଥାନା ଅଧିକାରୀ ହେମଲତା ଦାସ, ଆଇନଜୀବୀ ଚିତ୍ତରଂଜନ ଓଝା ଆଲୋଚନାରେ ଭାଗନେଇଥିଲେ । ବରୀ ସିଡିପିଓ ତରଙ୍ଗିଣୀ ସାହୁଙ୍କ ତତ୍ତ୍ବାବଧାନରେ ଅଧ୍ୟାପିକା ସସ୍ମିତା ମଲ୍ଲିକ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ଡାକ୍ତର ଶଶିକାନ୍ତ ସାହୁ, ବିପିଏଓ ପ୍ରଫୁଲ୍ଲ କୁମାର ନାୟକ ଉପସ୍ଥିତ ଥିଲେ। ଏଥିରେ ଶତାଧିକ ଅଙ୍ଗନବାଡ଼ି କର୍ମୀ, ଆଶା ଓ କଲେଜ ଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲିରେ ‘ପ୍ଲାଣ୍ଟ ପାରାଡାଇଜ’ ନର୍ସରୀର ଶୁଭ ଉଦଘାଟନ   07-Jul-2026
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026

You Might Also Like