-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ଡ଼. ବୈରାଗୀ ଚରଣ ଜେନାଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ,

27-Mar-2026



ବରପାଲି  (ସୁଦାମ ଦୀପ )    ସ୍ଥାନୀୟ ଗଙ୍ଗାଧର କଳା ପରିଷଦ ବରପାଲି ଠାରେ ଡ଼ ରବୀନ୍ଦ୍ର କୁମାର ଗଡତିଆ ଙ୍କ ସଭାପତିତ୍ୱ ରେ ଓଡ଼ିଆ ଭାଷା ସାହିତ୍ୟର ପ୍ରଥିତଯଶା ପ୍ରଫେସର ତଥାଗ ଗଙ୍ଗାଧର ସାହିତ୍ୟର ତାଲ୍ଲୀନ ସମାଲୋଚକ ବିଶିଷ୍ଟ ବାଗ୍ମୀ ଡ଼. ବୈରାଗୀ ଚରଣ ଜେନାଙ୍କ ବିୟୋଗରେ ଏକ ଶୋକସଭା ଅନୁଷ୍ଠିତ ହୋଇ ଯାଇଛି । ଦିବଂଗତ ଆତ୍ମା ପ୍ରତି ଦୁଇ ମିନିଟ ନୀରବ ପ୍ରାର୍ଥନା ପରେ   ବରିଷ୍ଠ କଣ୍ଠଶିଳ୍ପୀ ବୀରେନ୍ଦ୍ର ନାଥ ନାଗ , ବାନ୍ଧଶିଳ୍ପୀ ସୁରେନ୍ଦ୍ର ମେହେର, ଚିତ୍ରଶିଳ୍ପୀ ନିରଞ୍ଜନ ମେହେର, ଅନୁଷ୍ଠାନର ସମ୍ପାଦକ ହରି ଚରଣ ଖଟୁଆ, ବିଶିଷ୍ଟ କବି ରୋହିତ ଦାଶ ଓ ସଦସ୍ୟ ମହାଦେବ ରାଉତ,ବାନ୍ଧ ଶିଳ୍ପୀ ଭିକାରୀ ମେହେର, ମୋହନ ମେହେର ପ୍ରମୁଖ ଦିବଂଗତ ଜେନାଙ୍କ ସ୍ମୃତି ଚାରଣ କରିଥିଲେ । ସେ ଜ୍ୟୋତି ବିହାର ରେ ଓଡ଼ିଆ ବିଭାଗ ର ପ୍ରଫେସର ରୂପେ ଅବସ୍ଥାପିତ ଥିଲେ. ଅବସର ପରେ ସେ ପରିବାର ସହ କଟକ ରେ ରହୁଥିଲେ  ଓ ଆଜୀବନ ସାହିତ୍ୟ ସାଧନା ରେ ନିଜକୁ ନିୟୋଜିତ କରିଥିଲେ ବରପାଲି ଗଙ୍ଗାଧର ସାହିତ୍ୟ ଆଲୋଚନା ଚକ୍ରର ସେ ଥିଲେ ନିୟମିତ ବକ୍ତା । ତାଙ୍କ ସରସ ସୁନ୍ଦର ବିଶ୍ଳେଷଣ ଶ୍ରୋତା ମାନଙ୍କୁ ମନ୍ତ୍ର ମୁଗ୍ଧ କରୁଥିଲା । ତାଙ୍କ ପରି ଜଣେ ମେଳାପି, ଆଦର୍ଶ ଶିକ୍ଷକ ତଥା ଗଙ୍ଗାଧର ପ୍ରେମୀଙ୍କ ସ୍ମୃତି ବରପାଲିର ଜନ ମାନସରେ ଚିର ଉଜ୍ବଳ ହୋଇ ରହିବ । ତାଙ୍କ ବିୟୋଗରେ  ଓଡିଶା ର ସାହିତ୍ୟ ଜଗତ ରେ ଶୋକ ର ଛାୟା ଖେଳି ଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like