-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ ଚିଲିକା ପ୍ରକୃତି ଶିବିରକୁ ବୋଡ଼େନର ସୁଶ୍ରୀ ଅଞ୍ଜଳି ମନୋନୀତ

27-Mar-2026



ନୂଆପଡ଼ା (ରାମନାଥ ପଣ୍ଡା )
ନୂଆପଡ଼ା ଜିଲ୍ଲା ବିଜୁ ପଟ୍ଟନାୟକ ସ୍ନାତକ ମହାବିଦ୍ୟାଳୟ ବୋଡ଼େନ ର ଜାତୀୟ ସେବା ଯୋଜନା ତରଫରୁ ବାଲୁଗାଁ ମହାବିଦ୍ୟାଳୟ ବାଲୁଗାଁ ଖୋର୍ଦ୍ଧା ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଚିଲିକା ପ୍ରକୃତି ଶିବିରକୁ +୩ ଦ୍ଵିତୀୟ ବର୍ଷର ଛାତ୍ରୀ ସୁଶ୍ରୀ ଅଞ୍ଜଳି ସାହୁ ମା ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ କଳାହାଣ୍ଡି ଦ୍ଵାରା ମନୋନୀତ ହୋଇ ଏ ଅଞ୍ଚଳ କୁ ଗୌରବାନ୍ୱିତ କରିଛନ୍ତି । ଶିବିରଟି ମାର୍ଚ୍ଚ ୨୬ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ।ଏଥିରେ ଚିଲିକା ଆମ ଅସ୍ମିତା,ମାଁ କାଳିଜାଇ, ମରାଳ ମାଳିନୀ ନୀଳାମ୍ବୁ ଚିଲିକା,ଡଲଫିନ,ଚଢ଼େଇ ହଗା,ମଙ୍ଗଳା ଯୋଡ଼ି ପ୍ରକୃତି ନିବାସ, ରାଜହଂସ ପ୍ରଭୃତି ସ୍ଥାନକୁ ବୁଲିଯିବାର କାର୍ଯ୍ୟକ୍ରମ ରହିଛି।ଏହି ଶିବିରରେ ଓଡ଼ିଶାର ୨୦୦ ଜଣ ଜାତୀୟ ସେବା ଯୋଜନାର ସ୍ବେଚ୍ଛାସେବୀ ଅଂଶ ଗ୍ରହଣ କରିଛନ୍ତି ।ସୁଶ୍ରୀ ଅଞ୍ଜଳୀଙ୍କୁ ଅଧ୍ୟକ୍ଷ ଅବନୀ କୁମାର ଖମାରି ଓ ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣ ଶୁଭେଚ୍ଛା ଜଣାଇଛନ୍ତି ।ବୋଡ଼େନ ଭଳି ଏକ ଉପାନ୍ତ ଅଞ୍ଚଳରେ ଅଞ୍ଜଳୀଙ୍କ ଯୋଗଦାନ ଏକ ବିସ୍ମୟ ଏଣୁ ଅଞ୍ଜଳିଙ୍କୁ ବି ଏମ ଏସ ଜିଲ୍ଲା ମେଡିଆ ସେଲ ରାମନାଥ ପଣ୍ଡା,ସମ୍ବାଦ ସାମ୍ବାଦିକ ଭୀଷ୍ମ ଦେବ ହେର୍ଣ୍ଣା,ପ୍ରମେୟ ସାମ୍ବାଦିକ ବଂଶୀ ଧର ନାଗଙ୍କ ସମେତ ବିଭିନ୍ନ ମହଲରୁ ଶୁଭେଚ୍ଛା ଜଣାଉଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like