-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ସଂଗୀତ ହିଁ ଶାନ୍ତି ଓ ଆନନ୍ଦ ଦେଇଥାଏ - ସଂଗୀତ ସାଧକ ଶତ୍ରୁଘ୍ନ ଲୁହା

27-Mar-2026



ବିନିକା(ହିମାଂଶୁ ଶେଖର ପୁଟେଲ)ସଂଗୀତ ହିଁ ଜୀବନ ଓ ଜୀବନ ହିଁ ସଂଗୀତ,ସଂଗୀତ ଜୀବନକୁ ମଧୁମୟ କରି ସୁଖ ଓ ଶାନ୍ତି ପ୍ରଦାନ କରେ ବୋଲି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅଧୀନସ୍ଥ ଢେଲେଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଷାଠିଏତମ ବାର୍ଷିକ ଉତ୍ସବ "ଶିଶୁଝରନ"ରେ ମୁଖ୍ୟ ବକ୍ତା ଭାବରେ ଯୋଗଦେଇ ଓଡ଼ିଶାର ଜଣେ ଖ୍ୟାତନାମା କଣ୍ଠଶିଳ୍ପୀ ଶତ୍ରୁଘ୍ନ ଲୁହା ମତବ୍ୟକ୍ତ କରିଛନ୍ତି | ଏହିଁ ଉତ୍ସବର ସଭାପତି ତଥା ପ୍ରଧାନ ଶିକ୍ଷକ ଡକ୍ଟର ଅନିରୁଦ୍ଧ କୁରୁକୁରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି  ଉଲୁଣ୍ଡା ବ୍ଲକ ଅତିରିକ୍ତ ଗୋଷ୍ଟୀ ଶିକ୍ଷା ଅଧିକାରୀ ଯୋଗେଶ୍ୱର ଦାଶ,ସମ୍ମାନିତ ଅତିଥି ମୁକେଶ ଚନ୍ଦ୍ର ଭୋଇ,ଘନଶ୍ୟାମ ମେହେର,ଭରତ ମହାପାତ୍ର,ଦୟାନିଧି ଦେବତା ଯୋଗଦେଇ ବର୍ତ୍ତମାନ ଯୁଗରେ ଗୁଣାତ୍ମକ ଶିକ୍ଷାର ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଥିଲେ | ଏଇ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ଶିକ୍ଷା ସାହିତ୍ୟ ଓ କଳାତ୍ମକ ଦିଗରେ  ସୁନାମ ଅର୍ଜନ କରିଥିବା ସୋନପୁର ବ୍ଲକର ଶିକ୍ଷୟିତ୍ରୀ ସନ୍ତୋଷିନୀ ନନ୍ଦ, ଡୁଙ୍ଗୁରିପାଲି ବ୍ଲକର ଶିକ୍ଷକ ରବୀନ୍ଦ୍ର କୁମ୍ଭାର, ବୀରମହାରାଜପୁର ବ୍ଲକର ପ୍ରଦୀପ ଜଗଦଲା, ଉଲୁଣ୍ଡା ବ୍ଲକର ସୁଷମା ଲୁହା,କଳାକାର ଶତ୍ରୁଘ୍ନ ଲୁହା,ଶ୍ରୀଯୁକ୍ତ ନିର୍ମଳ ଭରାସାଗର,ବିଦ୍ୟାଳୟକୁ ନବାଗତ ଶିକ୍ଷକ ଚେରୁ ମେହେର ଓ ଶିକ୍ଷୟିତ୍ରୀ  ନମିତା ସାହୁ,ବିଦାୟୀ ଶିକ୍ଷକ ସ୍ୱାଧୀନ ପଧାନଙ୍କୁ ମାନପତ୍ର ଓ ଉପଢୌକନ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା |ବିଦ୍ୟାଳୟର ବିବିଧବିଭାଗରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ସୁଶ୍ରୀ ଭାରତୀ ବାଘ, ମିକିରାଣୀ ଭୁଏ,ବିଷ୍ନୁପ୍ରିୟା ମହାକୁର,ପୂଜା କୁମ୍ଭାର,ଲିଜା କୁମ୍ଭାର,ଅର୍ଚିତା କୁମ୍ଭାର,ବାଦଲ ଭୁଏ,ଶୁଭମ ମହାନନ୍ଦ,ଶାଶ୍ୱତ ଭରାସାଗର,ଅନିତା ବାଦୀ,ରାକ୍ଷୀ ଲୁହା,ସୋନାଲି ରୋପାଲି, ଶ୍ରେୟାଂଶି ପ୍ରିୟଦର୍ଶିନୀ ପାଢ଼ୀ,ରାକେଶ ବାଘ ପ୍ରମୁଖଙ୍କୁ ପୁରସ୍କାର ଓ ଟ୍ରଫି ପ୍ରଦାନ କରାଯାଇଥିଲା  ତାପରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥଲା 
। ଆଶିଷ କୁମାର ପର୍ଡିଆ ସ୍ୱାଗତ ଭାଷଣ ଦେଇଥିବା ବେଳେ ଧନ୍ୟବାଦ ଅର୍ପଣ କରିଥିଲେ ପୁରନ୍ଦର ମେହେର  ବିଦ୍ୟାଳୟ କମିଟିର ସମସ୍ତ ସଦସ୍ୟ ଏଥିରେ ପୂର୍ଣ୍ଣସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like