-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

ରାମନବମୀ ଅବସର ରେ ବାଇକ ରେଲି ରେ ସାମିଲ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ

27-Mar-2026



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଲକରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ବାଇକ ରାଲି । ଆଜି ପବିତ୍ର ରାମନବମୀ ଅବସରରେ ଚାରିଆଡେ ଶ୍ରୀ ରାମଙ୍କ ଭବ୍ୟ ପୂଜାର୍ଚ୍ଚନା ସହ ବିଭିନ୍ନ କାର୍ଯ୍ୟକ୍ରମ ହୋଇଅଛି l ଏହି ଅବସର ରେ ରାଜ୍ୟ ସରକାର ଙ୍କ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼ ମୁକେଶ ମହାଲିଙ୍ଗ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ଗାଁ ମାନଙ୍କୁ କୁ ଯାଇ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l ଏହି ଅବସରରେ ଏକ ବାଇକ ରେଲି ହୋଇଥିଲା ଓ ଉକ୍ତ ରେଲି ରେ ସାମିଲ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ l.ଲୋଇସିଂହା ଏନ.ଏ ସି ର ରାମମନ୍ଦିର ରୁ ପୂଜାର୍ଚନା କରିବା ପରେ ନିଜେ ବାଇକ ଚଳାଇ ରାଲି ରେ ସାମିଲ ହୋଇଥିଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ । ଏହି ରେଲି ଲୋଇସିଂହା ବାବାମଠ ସ୍ଥିତ ରାମମନ୍ଦିର ରୁ ବାହାରି ରୁଗୁଡ଼ିଖାଲ ସ୍ଥିତ ରାମମନ୍ଦିର ପର୍ଯ୍ୟନ୍ତ  ଯାଇଥିଲା ।ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ସହ ସାଙ୍ଗରେ ଥିଲେ ଅନେକ ବିଜେପି କାର୍ଯ୍ୟକର୍ତ୍ତା ଓ ଭକ୍ତଗଣ l ଏହି ସମୟରେ ଜୟ ଶ୍ରୀ ରାମ ନାରାଦେଇ ବାଇକ ରାଲି ବିଭିନ୍ନ ଗାଁ ପରିକ୍ରମା କରିଥିଲା l ଏହି ଅବସରରେ ଲୋଇସିଂହା ପତଞ୍ଜଳି ପରିବାର ତରଫରୁ ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ସମସ୍ତ ଭକ୍ତ ଙ୍କୁ ସରବତ ବଣ୍ଟନ କରାଗଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like