-+91-9937148622 |

prerana_bgr@rediffmail.com |

  Saturday 28th March 2026 |

| | | |

R.N.I. Regd No. ODIODI/2010/46693

Breaking News

କୃପାସିନ୍ଧୁ ବିଦ୍ୟାଭବନରେ ଜନଗଣନା ତାଲିମ ଶିବିର   (28-Mar-2026)       ||      ବାର୍ଦ୍ଧକ୍ୟ ଭତ୍ତା ରୁ ବଞ୍ଚିତ ୭୦ ବର୍ଷର ବୃଦ୍ଧା ଚିତ୍ରା ସା   (28-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ ସାଂସଦ ପ୍ରଦୀପ ପୁରୋହିତ    (28-Mar-2026)       ||      ଧର୍ମପରାୟଣା ମହିଳାଙ୍କ ପରଲୋକ   (28-Mar-2026)       ||      ସମାଜରେ ସଚେତନତା ସୃଷ୍ଟି କରିବା ସହ ଲୋକଙ୍କ ସ୍ୱରକୁ ପ୍ରକାଶ କରୁଛି ପ୍ରେରଣା    (28-Mar-2026)       ||      ରାମନବମୀ ଅବସର ରେ ବାଇକ ରେଲି ରେ ସାମିଲ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ   (27-Mar-2026)       ||      ମହଦା ରାଣୀ ଜୋରରେ ଦୁର୍ଘଟଣା ବ୍ରିଜତଳକୁ ଖସିପଡିଲା ଟ୍ରକ,   (27-Mar-2026)       ||      ସଂଗୀତ ହିଁ ଶାନ୍ତି ଓ ଆନନ୍ଦ ଦେଇଥାଏ - ସଂଗୀତ ସାଧକ ଶତ୍ରୁଘ୍ନ ଲୁହା   (27-Mar-2026)       ||      ପରିବହନ ବିଭାଗ ନଜର ନାହିଁ, ଅଟୋରେ ବିପଦପୂର୍ଣ୍ଣ ଯାତ୍ରା   (27-Mar-2026)       ||      ଦୀପଦାନ କରି ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମ ଦିନ ପାଳିଲେ ଶିବସେନା କର୍ମୀ   (27-Mar-2026)       ||      ରାଜ୍ୟ ସ୍ତରୀୟ ଚିଲିକା ପ୍ରକୃତି ଶିବିରକୁ ବୋଡ଼େନର ସୁଶ୍ରୀ ଅଞ୍ଜଳି ମନୋନୀତ   (27-Mar-2026)       ||      *ଡାବୁଗାଁ ରେ ଧୁମ ଧାମରେ ପାଳିତ ହେଲା ରାମନବମୀ, ଭକ୍ତଙ୍କ ପାଇଁ ଡାବୁଗାଁ ବଣିକ ସଂଘ ତରଫରୁ ଅର୍ଣ୍ଣ ପ୍ରାସାଦ ବଣ୍ଟନ*   (27-Mar-2026)       ||      ଡ଼. ବୈରାଗୀ ଚରଣ ଜେନାଙ୍କ ବିୟୋଗରେ ଶୋକସଭା ଅନୁଷ୍ଠିତ ,   (27-Mar-2026)       ||      ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   (27-Mar-2026)       ||      ଟ୍ରଷ୍ଟ ଫଣ୍ଡ ମହାବିଦ୍ୟାଳୟ ରେ ଓଡ଼ିଆ ପାଠ ଚକ୍ର   (27-Mar-2026)       ||      "ଭକ୍ତିର ମହୋତ୍ସବରେ ମଗ୍ନ ନୀଳଜି: ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶ୍ରୀରାମ ଜନ୍ମୋତ୍ସବ ପାଳିତ"   (27-Mar-2026)       ||      ବ୍ଲକ୍‌ସ୍ତରୀୟ ଆଇନ ସଚେତନତା ଶିବିର   (27-Mar-2026)       ||      ବରପାଲି ସାଇ ମନ୍ଦିରରେ ଶ୍ରୀରାମ ନବମୀ ପାଳିତ   (26-Mar-2026)       ||      ୧୦୦ବର୍ଷ ପୂରୁଣା ଡାବୁଗାଁ ମାଁ ଠାକୁରାଣୀଙ୍କ ଘଟ ଯାତ୍ରାର ଇତିହାସ   (26-Mar-2026)       ||      ଅସହାୟକୁ ସହାୟତା ଯୋଗାଇଲେ ଲର୍କା ସରପଂଚ ଜୟ ଶ୍ରୀ ପଟେଲ ,,,,, ଜିଲ୍ଲାପାଳଙ୍କ ସହଯୋଗ ଲୋଡୁଛନ୍ତି ନିରୀହ ଦୁଇ ଭଉଣୀ,,,,,, ଭିନ୍ନକ୍ଷମ ଭଉଣୀର ବୋଝ ସମ୍ଭାଲୁଛି ଛୋଟ ଭଉଣୀ   (26-Mar-2026)       ||     

HOME   ଜିଲ୍ଲା

ବାର୍ଦ୍ଧକ୍ୟ ଭତ୍ତା ରୁ ବଞ୍ଚିତ ୭୦ ବର୍ଷର ବୃଦ୍ଧା ଚିତ୍ରା ସା

28-Mar-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାର ଆଗଲପୁର ବ୍ଲକ୍ ଅନ୍ତର୍ଗତ କୁଟାସିଂହା ଗ୍ରାମ ପଞ୍ଚାୟତ ର କୁଟାସିଂହା ଗ୍ରାମର ପଡାଗ୍ରାମ କଣ୍ଟାପାଳି ରେ ଅବସ୍ଥିତ ଥିବା ମୂଳ ବାସିନ୍ଦା ଚିତ୍ରା ସା ଆଜକୁ  ୧ ବର୍ଷ ୪ ମାସ ବିଗତ ତା .୨୦.୧୦.୨୦୨୪ ରେ ଏସ ଏସ ଈ ପି ଡି  ବିଭାଗ ରେ ଅନଲାଇନ କରିଛନ୍ତି।ଏଠାରେ ସୂଚନା ଯୋଗ୍ୟ ଯେ ତାଙ୍କ ପରିବାର ର ସ୍ବାମୀ ଛେଳି ଚରାଇ ଜୀବିକା ମେଣ୍ଟାଇଥାନ୍ତି। ତାଙ୍କ ରୋଜଗାର କ୍ଷମ କମିହା ପୁଅର ମଧ୍ୟ ମୃତ୍ୟୁ ଗତ ୨୦୨୨ ମସିହାରେ ହୋଇଯାଇଛି।ନିଜେ ଏବଂ ବୋହୂ ଓ ନାତି ର ବୋଝ ତୁଲାଇବାକୁ ପଡୁଛି।ଗରିବ ପରିବାର ଜମି କହିଲେ ନାମକୁ ମାତ୍ର  ଥିବା ବେଳେ ଭତ୍ତା ରୁ ବଞ୍ଚିତ ହେବା ଏକ ଦୁଃଖ ଓ ପରିତାପର ବିଷୟ ବୋଲି ଚିତ୍ରା ସା ଜଣାଇଛନ୍ତି।ତେଣୁ ଯଥା ଶୀଘ୍ର ଭତ୍ତା ପ୍ରଦାନ କରିବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କୃପାସିନ୍ଧୁ ବିଦ୍ୟାଭବନରେ ଜନଗଣନା ତାଲିମ ଶିବିର   28-Mar-2026
  ଜିଲ୍ଲା  
ବାର୍ଦ୍ଧକ୍ୟ ଭତ୍ତା ରୁ ବଞ୍ଚିତ ୭୦ ବର୍ଷର ବୃଦ୍ଧା ଚିତ୍ରା ସା   28-Mar-2026
  ଜିଲ୍ଲା  
ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ ସାଂସଦ ପ୍ରଦୀପ ପୁରୋହିତ   28-Mar-2026
  ଜିଲ୍ଲା  
ଧର୍ମପରାୟଣା ମହିଳାଙ୍କ ପରଲୋକ   28-Mar-2026
  ଜିଲ୍ଲା  
ସମାଜରେ ସଚେତନତା ସୃଷ୍ଟି କରିବା ସହ ଲୋକଙ୍କ ସ୍ୱରକୁ ପ୍ରକାଶ କରୁଛି ପ୍ରେରଣା   28-Mar-2026
  ଜିଲ୍ଲା  
ରାମନବମୀ ଅବସର ରେ ବାଇକ ରେଲି ରେ ସାମିଲ ହେଲେ ସ୍ୱାସ୍ଥ୍ୟମନ୍ତ୍ରୀ   27-Mar-2026
  ଜିଲ୍ଲା  
ମହଦା ରାଣୀ ଜୋରରେ ଦୁର୍ଘଟଣା ବ୍ରିଜତଳକୁ ଖସିପଡିଲା ଟ୍ରକ,   27-Mar-2026
  ଜିଲ୍ଲା  
ସଂଗୀତ ହିଁ ଶାନ୍ତି ଓ ଆନନ୍ଦ ଦେଇଥାଏ - ସଂଗୀତ ସାଧକ ଶତ୍ରୁଘ୍ନ ଲୁହା   27-Mar-2026
  ଜିଲ୍ଲା  
ପରିବହନ ବିଭାଗ ନଜର ନାହିଁ, ଅଟୋରେ ବିପଦପୂର୍ଣ୍ଣ ଯାତ୍ରା   27-Mar-2026
  ଜିଲ୍ଲା  
ଦୀପଦାନ କରି ପ୍ରଭୁ ରାମଚନ୍ଦ୍ରଙ୍କ ଜନ୍ମ ଦିନ ପାଳିଲେ ଶିବସେନା କର୍ମୀ   27-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଚିଲିକା ପ୍ରକୃତି ଶିବିରକୁ ବୋଡ଼େନର ସୁଶ୍ରୀ ଅଞ୍ଜଳି ମନୋନୀତ   27-Mar-2026
  ଜିଲ୍ଲା  
*ଡାବୁଗାଁ ରେ ଧୁମ ଧାମରେ ପାଳିତ ହେଲା ରାମନବମୀ, ଭକ୍ତଙ୍କ ପାଇଁ ଡାବୁଗାଁ ବଣିକ ସଂଘ ତରଫରୁ ଅର୍ଣ୍ଣ ପ୍ରାସାଦ ବଣ୍ଟନ*   27-Mar-2026

You Might Also Like