-+91-9937148622 |

prerana_bgr@rediffmail.com |

  Tuesday 7th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   (06-Jul-2026)       ||      ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   (06-Jul-2026)       ||      ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   (06-Jul-2026)       ||      ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Jul-2026)       ||      ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||     

HOME   ଜିଲ୍ଲା

*ପ୍ରତି ବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ନିଶ୍ଚିତ ପାଇଁ କ୍ଲଷ୍ଟର ସ୍ତରୀୟ ଟି.ଏଲ.ଏମ. କର୍ମଶାଳା ଅନୁଷ୍ଠିତ*

28-Mar-2026



ପାପଡାହାଣ୍ଡି: (ପ୍ରିୟଦର୍ଶିନୀ ପାତ୍ର)
ପାପଡାହାଣ୍ଡି ବ୍ଲକ ସେମଳା କ୍ଲଷ୍ଟର ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ବୁଟିଆଗୁଡ଼ାରେ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ (TLM) କର୍ମଶାଳା ଆୟୋଜିତ ହୋଇଥିଲା। ସିଆରସିସି ବାବୁଲାଲ ସାଗରଙ୍କ ଅଧ୍ୟକ୍ଷତାରେ ଏହି କର୍ମଶାଳା ସମ୍ପନ୍ନ ହୋଇଥିଲା।କର୍ମଶାଳାରେ ଶିକ୍ଷକ-ଶିକ୍ଷୟିତ୍ରୀମାନେ ବିଭିନ୍ନ ପ୍ରକାର ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତ କରି ଏହାର ଶିକ୍ଷାଦାନରେ ବ୍ୟବହାର ବିଷୟରେ ଆଲୋଚନା କରିଥିଲେ। ଏହି ଅବସରରେ ସିଆରସିସି ବାବୁଲାଲ ସାଗର କହିଥିଲେ ଯେ “ଶିକ୍ଷଣ ସାମଗ୍ରୀ ହେଉଛି ଶିକ୍ଷାଦାନର ଆତ୍ମା।” ଶିକ୍ଷଣ ସାମଗ୍ରୀ ବ୍ୟବହାର କଲେ ପିଲାମାନେ ପାଠ୍ୟବସ୍ତୁକୁ ସହଜରେ ବୁଝିପାରନ୍ତି ଓ ଶିକ୍ଷା ପ୍ରତି ଆଗ୍ରହ ବଢ଼େ ବୋଲି ସେ ଉଲ୍ଲେଖ କରିଥିଲେ।ସେ କହିଥିଲେ ଯେ ପ୍ରତ୍ୟେକ ବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି ଓ ବ୍ୟବହାର ନିଶ୍ଚିତ କରାଯାଇଲେ ପିଲାମାନଙ୍କ ଶିକ୍ଷା ଅଧିକ ଆକର୍ଷଣୀୟ ଓ ଗୁଣବତ୍ତାମୟ ହେବ। କର୍ମଶାଳାରେ ଭାଷା, ଗଣିତ ଓ ପରିବେଶ ଶିକ୍ଷା ପାଇଁ ସହଜ ଓ ସ୍ୱଳ୍ପ ବ୍ୟୟରେ ତିଆରି ହୋଇପାରୁଥିବା ବିଭିନ୍ନ ଟି.ଏଲ.ଏମ. ପ୍ରଦର୍ଶିତ ହୋଇଥିଲା।କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ଶିକ୍ଷକ-ଶିକ୍ଷୟିତ୍ରୀମାନେ ଏହି କର୍ମଶାଳାରେ ଯୋଗଦେଇ ଶିକ୍ଷାଦାନକୁ ଅଧିକ ସୃଜନଶୀଳ ଓ ପ୍ରଭାବଶାଳୀ କରିବା ପାଇଁ ଅନୁଭବ ବିନିମୟ କରିଥିଲେ।ଶିକ୍ଷାର ଗୁଣବତ୍ତା ବୃଦ୍ଧି ଓ ଛାତ୍ରଛାତ୍ରୀଙ୍କୁ ଆନନ୍ଦମୟ ଶିକ୍ଷା ଦେବା ଉଦ୍ଦେଶ୍ୟରେ କ୍ଲଷ୍ଟର ସ୍ତରରେ ଟିଚିଂ ଲର୍ଣ୍ଣିଂ ମେଟେରିଆଲ୍ (TLM) କର୍ମଶାଳା ଆୟୋଜିତ ହୋଇଥିଲା।
 ଅବସରରେ ଶିକ୍ଷାବିଦ୍ ଓ କର୍ମକର୍ତ୍ତାମାନେ କହିଥିଲେ ଯେ, ଟି.ଏଲ.ଏମ. ବ୍ୟବହାର କରି ଶିକ୍ଷାଦାନ କଲେ ଛାତ୍ରଛାତ୍ରୀମାନେ ସହଜରେ ବୁଝିପାରନ୍ତି ଓ ପଢ଼ାରେ ଆଗ୍ରହ ବଢ଼େ। ସେହିପରି ପ୍ରତ୍ୟେକ ବିଦ୍ୟାଳୟରେ ଟି.ଏଲ.ଏମ. ପ୍ରସ୍ତୁତି ଓ ବ୍ୟବହାର ନିଶ୍ଚିତ କରିବା ପାଇଁ ସମସ୍ତ ଶିକ୍ଷକଙ୍କୁ ଉତ୍ସାହିତ କରାଯାଇଥିଲା।କର୍ମଶାଳାର ଶେଷରେ ସମସ୍ତେ ଏହି ସଂକଳ୍ପ ନେଇଥିଲେ ଯେ ପ୍ରତ୍ୟେକ ବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀର ବ୍ୟବହାର ବୃଦ୍ଧି କରି ଶିକ୍ଷାକୁ ଅଧିକ ଗୁଣବତ୍ତାମୟ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ଦୋକାନ ସ୍ଥାନାନ୍ତର ଦାବି ରେ ରାସ୍ତାରୋକ   06-Jul-2026
  ଜିଲ୍ଲା  
ପୁରୀରେ ରଥଯାତ୍ରା ପାଇଁ ପାନୀୟ ଜଳ ବ୍ୟବସ୍ଥାର ସମୀକ୍ଷା, ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ କ୍ଷେତ୍ର ପରିଦର୍ଶନ♦️୪୨ ଏମଏଲଡି ଜଳ ବିଶୋଧନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା   06-Jul-2026
  ଜିଲ୍ଲା  
ପୁଇଁତଲା ମୁଖ୍ୟ ନାଳ ଅବରୋଧ, ଜଳବନ୍ଦୀ ରେ ଗୃହ...   06-Jul-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ   06-Jul-2026
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026

You Might Also Like