-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   (06-Jul-2026)       ||      *ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   (06-Jul-2026)       ||      ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||     

HOME   ଜିଲ୍ଲା

ସମଲେଇପଦର ପାର୍ବତୀ ଗିରି ବୃଦ୍ଧାଶ୍ରମ ପାଇଁ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ, ସବୁଜ ପତାକା ଦେଖାଇ ଶୁଭାରମ୍ଭ

28-Mar-2026



ବରପାଲି -(ସୁଦାମ ଦୀପ)ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ୍ ଅନ୍ତର୍ଗତ ସମଲେଇପଦର ଗ୍ରାମରେ ଅବସ୍ଥିତ ପାର୍ବତୀଗିରୀ ବୃଦ୍ଧାଶ୍ରମରେ ଶନିବାର ଏକ ନୂତନ ଆମ୍ବୁଲାନ୍ସ ଲୋକାର୍ପିତ ହୋଇଛି। ବିଜେପୁର ବିଧାୟକ ସନତ କୁମାର ଗଡ଼ତୀୟାଙ୍କ ପ୍ରଚେଷ୍ଟାରେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ଏହି ଆମ୍ବୁଲାନ୍ସଟି ଯୋଗାଇ ଦିଆଯାଇଛି। ଏହି ଅବସରରେ ବିଧାୟକ ଶ୍ରୀ ଗଡ଼ତୀୟା ସବୁଜ ପତାକା ଦେଖାଇ ଆମ୍ବୁଲାନ୍ସର ଲୋକାର୍ପଣ କରିଥିଲେ ଉଦ୍ବୋଧନରେ ସେ କହିଥିଲେ ଯେ, ବୃଦ୍ଧାଶ୍ରମରେ ରହୁଥିବା ବୃଦ୍ଧବୃଦ୍ଧାଙ୍କ ପାଇଁ ସମୟୋଚିତ ଓ ଶୀଘ୍ର ଚିକିତ୍ସା ସୁବିଧା ଅତ୍ୟନ୍ତ ଆବଶ୍ୟକ। ଏହି ଆମ୍ବୁଲାନ୍ସ ଯୋଗାଣ ଦ୍ୱାରା ଆପତ୍କାଳୀନ ସମୟରେ ବୃଦ୍ଧମାନେ  ଓ ଆଖପାଖ ଅଂଚଳର ଲୋକମାନଙ୍କୁ ତୁରନ୍ତ ନିକଟସ୍ଥ ଚିକିତ୍ସାଳୟକୁ ନେବାରେ ସହାୟତା ମିଳିବ ଓ ସ୍ୱାସ୍ଥ୍ୟ ସେବା ପାଇପାରିବେ।ଏହି ପଦକ୍ଷେପକୁ ସ୍ଥାନୀୟ ଅଞ୍ଚଳବାସୀ ଓ ବୃଦ୍ଧାଶ୍ରମ ପକ୍ଷରୁ ସ୍ୱାଗତ ଜଣାଇଥିଲେ। ବୃଦ୍ଧାଶ୍ରମର ଜଳନ୍ଧର ପଟେଲ କହିଥିଲେ ଯେ, ପୂର୍ବରୁ ଆପତ୍କାଳୀନ ସମୟରେ ରୋଗୀଙ୍କୁ ଚିକିତ୍ସାଳୟକୁ ନେବାରେ ଅସୁବିଧା ହେଉଥିଲା, କିନ୍ତୁ ଏବେ ଏହି ଆମ୍ବୁଲାନ୍ସ ଆସିବାରୁ ବଡ଼ ସହାୟତା ମିଳିବ।ଏହି କାର୍ଯ୍ୟକ୍ରମରେ ଗୋଷ୍ଠୀ ସ୍ୱାସ୍ଥ୍ୟ ଚିକିତ୍ସାଅଧିକାରୀ ଡା ସୁଶାନ୍ତ ମେହେର,ଡ଼କ୍ଟର ତହସିଲ ସାହୁ, ସମାଜସେବୀ ପାଣ୍ଡବ ପଧାନ, ଜନାର୍ଦନ ପାଣିଗ୍ରାହୀ, ପୂର୍ବତନ ସରପଞ୍ଚ ପାଣ୍ଡବ ସାହୁ, ଜିଲା ସାହୁ, ନରସିଂହ ପୂଝାରୀ, ଶରତ ବିଶି, ମହେଶ ଦେବତା ସହିତ ବୃଦ୍ଧାଶ୍ରମର ସଦସ୍ୟମାନେ, ସ୍ଥାନୀୟ ଜନପ୍ରତିନିଧି ଓ ଅନ୍ୟାନ୍ୟ ଗଣମାନ୍ୟ ବ୍ୟକ୍ତିବିଶେଷ ଉପସ୍ଥିତ ଥିଲେ। ଜନସାଧାରଣ ବିଧାୟକଙ୍କ ଏହି ପ୍ରୟାସକୁ ପ୍ରଶଂସା କରି ଏହାକୁ ଏକ ଜନହିତକାରୀ ପଦକ୍ଷେପ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁରୋଗlଢ଼ରେ ବାରମ୍ବାର ବନ୍ୟା ଯୋଗୁଁ ଜାତାୟତ ଠପ୍   06-Jul-2026
  ଜିଲ୍ଲା  
*ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଠାରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ*   06-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026

You Might Also Like