-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
05-Feb-2021
ବଲାଙ୍ଗିର (ପ୍ରେରଣା ଖବର) : ଗତ କିଛି ଦିନ ହେଲା ବଲାଙ୍ଗିର ଜିଲ୍ଲାରେ କରୋନା ସଂକ୍ରମଣର ହାର କମିବାରେ ଲାଗିଛି l ଆଜି ବଲାଙ୍ଗିର ଜିଲ୍ଲାରେ ଜଣେ ମାତ୍ର କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି l ପାଟଣାଗଡ଼ର ୱାର୍ଡ଼ ନମ୍ବର 10 ରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶ l
ସୂଚନlଯୋଗ୍ୟ, ଆଜି ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ 8783 ଜଣା ପଜିଟିଭ ଚିହ୍ନଟ ହୋଇଥିବ ବେଳେ 7 ଟି ଆକ୍ଟିଭ କେଶ୍ ରହିଛି ଓ ମୋଟ 8733 ଜଣ କରୋନା ରୁ ସୁସ୍ଥ ହୋଇସାରିଲେଣି l