-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ, ବାସୁଦେବ ସଭାପତି, ଅଶିତ ସଂପାଦକ 

28-Mar-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ୨ଠ୨୬-୨୭ବର୍ଷ ପାଇଁ ନୂତନ କର୍ମକିର୍ତ୍ତା ନିର୍ବାଚନ ଓ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । ଆଜି ସ୍ଥାନୀୟ ସିଭିଲ କୋର୍ଟ ବାର୍ ହଲ୍ ଠାରେ ଅନୁଷ୍ଠିତ ନିର୍ବାଚନରେ ସଭାପତି ଭାବରେ ବାସୁଦେବ ରଥ ୨୭୪ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଛି । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦି ବାଳକୃଷ୍ଣ ଷଡଙ୍ଗୀଙ୍କୁ ୧୮୭ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି । ଉପସଭାପତି ଭାବରେ ଚିନ୍ମୟ ମିଶ୍ର ୨୮୬ଖଣ୍ଡ ଭୋଟ ପାଇ ବିଜୟଲାଭ କରିଛନ୍ତି । ସଂପାଦକ ଭାବରେ ଅଶିତ ଷଡଙ୍ଗୀ ୩ଠ୭ଟି ଭୋଟ ପାଇ ନିଜର ନିକଟତମ ପ୍ରତିଦ୍ୱନ୍ଦୀ ଅମ୍ବୁଜ କୁମାର ମହାନ୍ତିଙ୍କୁ ୧୯୪ ଟି ଭୋଟରେ ପରାସ୍ତ କରଛନ୍ତି । ସହ ସଂପାଦକ ଭାବରେ ସବିତାରାଣୀ ମିଶ୍ର ନିର୍ବାଚିତ ହୋଇଛନ୍ତି । ଠିକ ସେହିପରି ସଂଘର କୋଷାଧ୍ୟକ୍ଷ ଭାବରେ ଶିବଦତ୍ତ ଦ୍ୱିବେଦୀ ମନୋନୀତ ହୋଇଛନ୍ତି। କାର୍ଯ୍ୟକାରିଣୀ କମିଟିକୁ ପ୍ରମୋଦ କୁମାର ତ୍ରିପାଠୀ, ରବିନାରାୟଣ ବହିଦାର, ସତ୍ୟନାରାୟଣ ନାୟକ, ଉମାକାନ୍ତ ସାହୁ, ଆକାଶ କୁମାର ରାଉତ, ବୈଷ୍ଣବ ଚରଣ ସାହୁ, ଦିପ୍ତୀ ଶର୍ମା, ମଳୟ ରଂଜନ ଗଡତ୍ୟା,ସୁମିତ କୁମାର ଖୁଆସ୍ ଏବଂ ଭବାନୀ ଶଙ୍କର ଭୋଇ ମନୋନୀତ ହୋଇଛନ୍ତି । ନିର୍ବାଚନ ଅଧିକାରୀ ଭାବରେ ଶଶୀଭୂଷଣ ପୁରୋହିତ ଦାୟିତ୍ୱ ତୁଲାଇଥିବା ବେଲେ ଆଜିର ଭୋଦାନ ପ୍ରକ୍ରିୟାରେ ବ୍ରଜମୋହନ ମିଶ୍ର, ଜିତେନ୍ଦ୍ର ପୁରୋହିତ, ସୁଧାଂଶୁ ଦେଓ, ବିବେକାନନ୍ଦ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ । ଆଜି ଭୋଟରେ ସଂଘର ୪୩୪ ଜଣ ସଭ୍ୟ ନିଜର ଭୋଟଦାନ ସାବ୍ୟସ୍ତ କରିଥିଲେ । ବିଜୟ ଘୋଷଣା ପରେ ନବ ନିର୍ବାଚିତ ସଭାପତି ଙ୍କ ସଂଘର ସଭ୍ୟ ମାନଙ୍କ ଦ୍ୱାରା ଫୁଳମାଳ ଦେଇ ସ୍ୱାଗତ କରାଯାଇଛି । ଜିଲ୍ଲା ଓକିଲ ସଂଘକୁ ସୁଦୃଢ଼ କରିବା ଏବଂ ବିଗତ ବର୍ଷର ଅନେକ ଅଧୁରା କାମ ସବୁକୁ ଶେଷ କରିବା ପାଇଁ ସମସ୍ତଙ୍କ ସହଯୋଗ ଆବଶ୍ୟକ । ଓକିଲ ମାନଙ୍କ ସ୍ୱାର୍ଥ ରକ୍ଷା ପାଇଁ କାମ କରିବା ସହ ଓକିଲ ମାନଙ୍କ  ନ୍ୟାର୍ଯ୍ୟ ଦାବି ସବୁ ପୂରଣ ଦିଗରେ ଆଗକୁ ଅନବରତ ଭାବରେ ଉଦ୍ୟମ ଜାରି ରହିବ ବୋଲି ନବନିର୍ବାଚିତ ସଭାପତି ବାସୁଦେବ ରଥ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026

You Might Also Like