-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   (06-Jul-2026)       ||      କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||     

HOME   ଜିଲ୍ଲା

*ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-

28-Mar-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ରାଜ୍ୟ ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ଏବଂ ଅଗ୍ନିଶମ ବିଭାଗ, ଓଡ଼ିଶା ଙ୍କ ନିର୍ଦ୍ଦେଶ କ୍ରମେ ଆଜି ସକାଳ ୭.୦୦ ଘଟିକା ସମୟରେ ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ପୌର ପରିଷଦ, କାର୍ଯ୍ୟାଳୟ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତି ଅଞଳିନା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ପୌର ପରିଷଦ ଅଧ୍ୟକ୍ଷା ତାମସୀ ଟାମସ୍ମିତା ନାୟକ, ଅତିରିକ୍ତ ଜିଲ୍ଲା ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ, ଦୂର୍ଗାଦତ୍ତ ଦାଶ, ଥାନା ଅଧିକାରୀ ଯାଦବ ବାଗ, ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ। ସୋନପୁର ପୌର ପରିଷଦ ର ସମସ୍ତ କାଉନସିଲ ବୃନ୍ଦ, ସଭାପତି, ଜିଲ୍ଲା ବଣିକ ସଂଘ ସଭାପତି ଉପଦେଷ୍ଟା ଗୁଣ ନିଧି ମେହେର, ଧୀରେନ୍ଦ୍ର ପଟ୍ଟନାୟକ,  ମିଡିଆ ସଂଘ ର ମନୋରଞ୍ଜନ ତ୍ରିପାଠୀ, ମହାଦେବ ମଲ୍ଲିକ, ବିଧାନ ବଳ, ଜିଲ୍ଲାର ବିଭିନ୍ନ କାର୍ଯ୍ୟାଳୟ ର ଅଧିକାରୀ,କର୍ମଚାରୀ, ପୋର ପରିଷଦ ର କର୍ମଚାରୀ ବୃନ୍ଦ, ପୋଲିସ ବିଭାଗର ଅଧିକାରୀ, କର୍ମଚାରୀ, ଜିଲ୍ଲା କାର୍ଯ୍ୟାଳୟ ଜରୁରୀ ଶାଖାର ଅଧିକାରୀ,କର୍ମଚାରୀ, ସୋନପୁର ସହରର ଅନେକ ବ୍ୟବସାୟୀ, ବୁଦ୍ଧିଜିବି, ଜନସାଧାରଣ, ମହିଳା  ଯୋଗଦାନ କରିଥିଲେ।

ଏହି ତାଲିମ ଓ ସଚେତନତା କାର୍ଯ୍ୟକ୍ରମ କୁ ଅତିରିକ୍ତ ଅଗ୍ନିଶମ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଧୀରେନ୍ଦ୍ର ନାଥ ଦେ ଉପସ୍ଥିତ ସମସ୍ତଙ୍କୁ ଅଗ୍ନିକାଣ୍ଡର କାରଣ, ଅଗ୍ନିକାଣ୍ଡ ରକ୍ଷା ପାଇବା ପାଇଁ ପୂର୍ବ ସତର୍କତା, ପ୍ରତିକାର ଓ ପ୍ରତିଷେଧକ ମୂଳକ କାର୍ଯ୍ୟ ହାତକୁ ନେବା, ଅଗ୍ନିକାଣ୍ଡ ଘଟିଲେ   ଅଗ୍ନି ନିର୍ବାପନ ପାଇଁ ଆଶୁ ପଦକ୍ଷେପ, ୧୧୨ ଟୋଲ ଫ୍ରି ହେଲ୍ପଲାଇନ ନମ୍ବର ରେ ଅଗ୍ନିଶମ ବିଭାଗ, ଡାକ୍ତରଖାନା ଓ ପୋଲିସ ଷ୍ଟେସନ କୁ ତୁରନ୍ତ ଜଣାଇବା, ଅଗ୍ନିକାଣ୍ଡ ସମୟରେ ଓ ଅଗ୍ନିକାଣ୍ଡ ପରେ ଉଦ୍ଧାର କାର୍ଯ୍ୟ, ଅଗ୍ନିକାଣ୍ଡରେ ପୀଡ଼ିତ ଲୋକଙ୍କ ଚିକିତ୍ସା ଓ ଥଇଥାନ ଉପରେ ବିଶଦ ଭାବରେ ସଚେତନ କରାଇବା ସହିତ ତାଙ୍କ ବିଭାଗର ବିଭିନ୍ନ ଅଗ୍ନିଶମ ଯନ୍ତ୍ରପାତି ଯଥା ଅଗ୍ନି ନିର୍ବାପକ ଯନ୍ତ୍ର ଗୁଡିକର ପ୍ରକାର ଭେଦ, ସେଗୁଡ଼ିକର ବ୍ୟବହାର ପଦ୍ଧତି,ହାଇଡ୍ରୋଲିକ କଟର, ଧୁଆଁ ନିଷ୍କାସନ ଯନ୍ତ୍ର, ଅନେକ ଅଗ୍ନିଶମ ଯନ୍ତ୍ରପାତି ଗୁଡ଼ିକର ବ୍ୟବହାରିକ ପ୍ରଦର୍ଶନ ସହଜ କୌଶଳ ତାଲିମ୍ ମାଧ୍ୟମରେ ଶିଖାଇବା  ସହିତ ଦମକଳ ଗାଡିର ବ୍ୟବହାର ଉପରେ ମଧ୍ୟ ସଚେତନ କରାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାରେ ରେଭୁନ୍ୟୁ ବିଭାଗର ବଦଳିରେ ହେରାଫେରି... ଚର୍ଚ୍ଚାରେ ତ୍ରିପାଠୀ ବାବୁ   06-Jul-2026
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026

You Might Also Like