-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ସ୍ତରୀୟ ବିଜ୍ଞାନ କର୍ମଶାଳା

05-Feb-2021



ଆଗଲପୁର(ଦେବାଶିଷ ପ୍ରଧାନ): ସ୍ଥାନୀୟ ପଲ୍ଲିଶ୍ରୀ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ଡୁଡୁକା ଠାରେ ବ୍ଲକ ଶିକ୍ଷାଧିକାରୀ ସୁଶ୍ରୀ ମଞ୍ଜୁଲତା ଭୋଇଙ୍କ ଅଧ୍ୟକ୍ଷତାରେ ଆଗଲପୁର ବ୍ଲକ ସ୍ତରୀୟ ବିଜ୍ଞାନ କର୍ମଶାଳ ଅନୁଷ୍ଠିତ ହୋଇଯାଇଅଛି । ଉକ୍ତ କାର୍ଯ୍ୟକ୍ରମରେ ଏବିଡିଓ ଆରୁଣୀ ମହାନନ୍ଦ, ବ୍ଲକ ବିଜ୍ଞାନ ସଂଯୋଜକ ତାରାକାନ୍ତ ମିଶ୍ର, ଜିଲ୍ଲା ମାର୍ଗଦର୍ଶକ ସନାତନ ଠାକୁର, ସ୍ଥାନୀୟ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ରବି ନାରାୟଣ ସାହୁ ଉପସ୍ଥିତ ଥିଲେ । ଉକ୍ତ କାର୍ଯ୍ୟକ୍ରମରେ ୫୮ ବଷୟ ପାଇଁ  ଭାଗବତିଆ ସାହୁ, ଦିଲିପ କୁମାର ପାଠୀ, ତାରାକାନ୍ତ ମିଶ୍ର, ଜଗଦାନନ୍ଦ ବିଶ୍ୱାଲ, କ୍ଷୀରୋଦ୍ର ସାହୁ, ଦିଲିପ ପଧାନ । ବିଜ୍ଞାନ ମେଳା, ସେମିନାର ଓ ଇନ୍ସପାୟାର ଆୱାର୍ଡ ପାଇଁ ମାର୍ଗ ଦର୍ଶନ କରିଥିଲେ । ବ୍ଲକର ସମସ୍ତ ସିଆରସିସି ମଧ୍ୟ ଉପସ୍ଥିତ ରହି ଆଗାମୀ ଦିନରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳାକୁ ସଫଳତା କରିବା ପାଇଁ ଆଲୋଚନା କରିଥିଲେ । ବ୍ଲକର ବିଜ୍ଞାନମେଳା ର ସଂଖ୍ୟା ଓ ଗୁଣବତ୍ତା ବୃଦ୍ଧି କରିବା ପାଇଁ ଶେଷରେ ମାର୍ଗଦର୍ଶକ ସନାତନ ଠାକୁର ମହାଶୟ ଉପସ୍ଥାପନ କରିଥିଲେ । ୨ୟ ପର୍ଯ୍ୟାୟରେ ନଅଗାଁ (ଖ), ଆଗଲପୁର, ଡୁଡୁକା, ସାଲେଭଟା, ବକଟୀ ଓ କୁଟାସିଂହା କ୍ଲଷ୍ଟରର ସମସ୍ତ ବିଜ୍ଞାନ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହିଥିଲେ । ବିଇଓ ସୁଶ୍ରୀ ମଞ୍ଜୁଲତା ଭୋଇ ବ୍ଲକର ସମସ୍ତ ବିଦ୍ୟାଳୟର ଛାତ୍ର ଛାତ୍ରୀ ଅଂଶଗ୍ରହଣ କରି ପ୍ରତି ସ୍କୁଲର ଉନ୍ନତଧରଣର ବିଜ୍ଞାନ ପ୍ରକଳ୍ପ ଆଣିବା ପାଇଁ ସମସ୍ତଙ୍କୁ ଉତ୍ସାହିତ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ବ୍ଲକ ସଂଯୋଜକ ତାରାକାନ୍ତ ମିଶ୍ର ସଂଯୋଜନା କରିଥିଲେ । ଶେଷରେ ସିଆରସିସି ଜ୍ୟୋତିର୍ମୟ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026

You Might Also Like