-+91-9937148622 |

prerana_bgr@rediffmail.com |

  Monday 6th July 2026 |

| | | |

R.N.I. Regd No. ODIODI/2010/46693

Breaking News

କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି    (05-Jul-2026)       ||      ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   (05-Jul-2026)       ||      ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   (05-Jul-2026)       ||      ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||     

HOME   ଜିଲ୍ଲା

ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ

29-Mar-2026



ବରପାଲି :-(ସୁଦାମ ଦୀପ)ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ସଂସଦରେ ଓଡ଼ିଶାର ଅମର ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଐତିହାସିକ ଅବଦାନ ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଛନ୍ତି। ୧୮୨୭ ମସିହାରୁ ଆରମ୍ଭ ହୋଇଥିବା ତାଙ୍କର ସଶସ୍ତ୍ର ବିଦ୍ରୋହ ଭାରତର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଏକ ଅନନ୍ୟ ଅଧ୍ୟାୟ ବୋଲି ସେ ଉଲ୍ଲେଖ କରିଥିଲେ।ସମ୍ବଲପୁରର ଦେବ୍ରୀଗଡ଼ ଏବଂ ବାରପାହାଡ଼ ଭଳି ଦୁର୍ଗମ ଅଞ୍ଚଳରେ ସ୍ଥାନୀୟ ଜନଜାତି ଓ ଜମିଦାରଙ୍କ ସହଯୋଗରେ ବୀର ସୁରେନ୍ଦ୍ର ସାଏ ଯେପରି ଗରିଲା ଯୁଦ୍ଧ ଚଳାଇଥିଲେ, ତାହା ବ୍ରିଟିଶ ଶାସନ ପାଇଁ ବଡ଼ ଆହ୍ୱାନ ସୃଷ୍ଟି କରିଥିଲା। ୧୮୫୭ର ପ୍ରଥମ ସ୍ୱାଧୀନତା ସଂଗ୍ରାମର ପ୍ରାୟ ତିନି ଦଶକ ପୂର୍ବରୁ, ମାତ୍ର ୧୮ ବର୍ଷ ବୟସରେ ସେ ଏହି ସଂଗ୍ରାମର ନେତୃତ୍ୱ ନେଇଥିବା କଥା ସାଂସଦ ଉଲ୍ଲେଖ କରିଥିଲେ। ସେ ଆହୁରି କହିଥିଲେ ଯେ, ୨୦୨୭ ମସିହାରେ ଏହି ଐତିହାସିକ ବିଦ୍ରୋହର ୨୦୦ ବର୍ଷ ପୂର୍ଣ୍ଣ ହେବାକୁ ଯାଉଛି। ଏହି ଦ୍ୱିଶତାବ୍ଦୀ ଅବସରରେ ସମ୍ବଲପୁର, ଭୁବନେଶ୍ୱର ଓ ନୂଆଦିଲ୍ଲୀରେ ବର୍ଷବ୍ୟାପୀ ଜାତୀୟ ସ୍ତରର ସେମିନାର, ପ୍ରଦର୍ଶନୀ, ସ୍ମାରକୀ ପ୍ରକାଶନ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ପାଇଁ ସେ ଦାବି କରିଛନ୍ତି। ଏହା ସହ ଦେବ୍ରୀଗଡ଼ ରଣକ୍ଷେତ୍ରର ସଂରକ୍ଷଣ ଓ ପ୍ରଚାର ପାଇଁ ବିଶେଷ ପଦକ୍ଷେପ ନେବାକୁ ସେ ପ୍ରସ୍ତାବ ଦେଇଛନ୍ତି। ଦେବ୍ରୀଗଡ଼ରେ ଏକ ଅତ୍ୟାଧୁନିକ ଡିଜିଟାଲ୍ ସଂଗ୍ରହାଳୟ, ଲାଇଟ୍ ଏଣ୍ଡ ସାଉଣ୍ଡ ଶୋ’ ଏବଂ ପ୍ରବେଶ ପଥରେ ଏକ ବିଶାଳ ବିଜୟ ସ୍ତମ୍ଭ ନିର୍ମାଣ କରିବା ପାଇଁ ସେ ଅନୁରୋଧ କରିଛନ୍ତି। ଦେବ୍ରୀଗଡ଼ ଓ ବାରପାହାଡ଼କୁ ‘ଐତିହାସିକ ପର୍ଯ୍ୟଟନ ସର୍କିଟ୍’ ଭାବେ ଘୋଷଣା କରି ପର୍ଯ୍ୟଟନ ସୁବିଧା ବୃଦ୍ଧି କରାଯାଉ ବୋଲି ସେ କହିଛନ୍ତି।ସେହିପରି, ସୋସିଆଲ ମିଡ଼ିଆ ମାଧ୍ୟମରେ “ସଶସ୍ତ୍ର ସଂଗ୍ରାମର ଅଲିଭା ଶିଖା: ବୀର ସୁରେନ୍ଦ୍ର ସାଏ”, “୧୮୨୭ ରୁ ୨୦୨୭: ବୀରତ୍ୱର ୨୦୦ ବର୍ଷ” ପରି ସ୍ଲୋଗାନ୍‌ ଚାଲୁ କରିବାକୁ ସେ ପ୍ରସ୍ତାବ ରଖିଛନ୍ତି। ଏହା ସହ ଏକ ସ୍ମାରକୀ ଡାକ ଟିକଟ, ବୃତ୍ତଚିତ୍ର ପ୍ରସ୍ତୁତି ଓ ଏକ ଦୂରଗାମୀ ଟ୍ରେନକୁ “ବୀର ସୁରେନ୍ଦ୍ର ସାଏ ଏକ୍ସପ୍ରେସ” ନାମକରଣ କରିବା ପାଇଁ ମଧ୍ୟ ଦାବି କରିଛନ୍ତି।ବରଗଡ଼ ସଂସଦୀୟ କ୍ଷେତ୍ରର ପ୍ରତିନିଧି ଭାବରେ ଏହି ଗୌରବମୟ ଇତିହାସକୁ ଜାତୀୟ ମଞ୍ଚରେ ଉତ୍ତୋଳନ କରିବା ପାଇଁ ସାଂସଦଙ୍କ ଏହି ପଦକ୍ଷେପକୁ ବିଭିନ୍ନ ମହଳରୁ ପ୍ରଶଂସା ମିଳୁଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କଳିଙ୍ଗ ଭାଷା ମୁକ୍ତମଞ୍ଚ ପକ୍ଷରୁ କଫି ବ୍ରେକ୍ କାର୍ଯ୍ୟକ୍ରମ♦️ ଓଡ଼ିଆ କବିତାର ବର୍ଷାରେ ଭିଜିଲେ ଯୁବ ପିଢ଼ି   05-Jul-2026
  ଜିଲ୍ଲା  
ସମାଜ ଖବକାଗଜ ପକ୍ଷରୁ ବ୍ଲକ ସ୍ତରୀୟ ଚିତ୍ରାଙ୍କନ ଓ କ୍ଵିଜ ପ୍ରତିଯୋଗିତା ଅନୁଷ୍ଠିତ   05-Jul-2026
  ରାଜ୍ୟ  
ବର୍ଷାକୁ ଖାତିର କଲେ ନି♦️ ଚିତ୍ରାଙ୍କନ ଓ କୁଇଜ୍‌ ପରୀକ୍ଷା ଦେଲେ ୭୮ଜଣ   05-Jul-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026

You Might Also Like