-+91-9937148622 |

prerana_bgr@rediffmail.com |

  Sunday 29th March 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   (29-Mar-2026)       ||      କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ    (29-Mar-2026)       ||      ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   (29-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (29-Mar-2026)       ||      ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   (29-Mar-2026)       ||      ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   (29-Mar-2026)       ||      ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   (29-Mar-2026)       ||      ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (28-Mar-2026)       ||      *ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-   (28-Mar-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ, ବାସୁଦେବ ସଭାପତି, ଅଶିତ ସଂପାଦକ    (28-Mar-2026)       ||      *ମା ଭଗବତୀ ପୀଠରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      *ସୁରେଶ୍ଵରୀ ମନ୍ଦିରରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      ଭୂମିକା ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ    (28-Mar-2026)       ||      ସମଲେଇପଦର ପାର୍ବତୀ ଗିରି ବୃଦ୍ଧାଶ୍ରମ ପାଇଁ ନୂଆ ଆମ୍ବୁଲାନ୍ସ ଲୋକାର୍ପିତ, ସବୁଜ ପତାକା ଦେଖାଇ ଶୁଭାରମ୍ଭ   (28-Mar-2026)       ||      "ଖେଳାଧିକାର କି ଅଙ୍ଗନବାଡି? ବୈଗାପଡା ସ୍କୁଲରେ ଦ୍ବନ୍ଦ୍ୱ, କଲେକ୍ଟରଙ୍କ ହସ୍ତକ୍ଷେପ ଦାବି"   (28-Mar-2026)       ||      ଭଣ୍ଡାରୀଗୁଡାରେ OVEP ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ   (28-Mar-2026)       ||      *ପ୍ରତି ବିଦ୍ୟାଳୟରେ ଶିକ୍ଷଣ ସାମଗ୍ରୀ ନିଶ୍ଚିତ ପାଇଁ କ୍ଲଷ୍ଟର ସ୍ତରୀୟ ଟି.ଏଲ.ଏମ. କର୍ମଶାଳା ଅନୁଷ୍ଠିତ*   (28-Mar-2026)       ||     

HOME   ଜିଲ୍ଲା

*ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-

29-Mar-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ ) ବିଶ୍ୱ ନାଟକ ଦିବସ ଅବସରରେ ଗତ କାଲି ସୋନପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ଠାରେ ନାଟ୍ୟ ଚକ୍ର ଅନୁଷ୍ଠାନ ପକ୍ଷରୁ ନାଟକ "ବୃତ୍ତି" ପରିବେଷଣ କରା ଯାଇଥିଲା l ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ଙ୍କ ଦ୍ଵାରା ରଚିତ ଓ ଗଦାଧର ବାରିକ ଙ୍କ ନିର୍ଦ୍ଦେଶନା ରେ ପରିବେଷିତ ଏହି ନାଟକ ରେ ସୌମ୍ୟ କାନ୍ତ ମିଶ୍ର, ଶ୍ରଦ୍ଧାଞ୍ଜଳୀ ମିଶ୍ର, ଶ୍ରଦ୍ଧାଞ୍ଜଳୀ ଷଡ଼ଙ୍ଗୀ ପ୍ରମୁଖ ସମସ୍ତ କଳାକାର ନିଖୁଣ ଅଭିନୟ କରିଥିଲେ l ଯାହାକି ଅତିଥି ଓ ଦର୍ଶକ ଙ୍କ ପାଇଁ ଖୁବ୍ ମନ ଛୁଆଁ ଥିଲା l  ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ନାଟକ କୁ ଶୁଭ ଉଦ୍ଘାଟନ କରି ସମାଜ ର କୌଣସି କାର୍ଯ୍ଯ ଛୋଟ ବଡ଼ ନୁହେଁ, ଏହି ନାଟକ ରେ ଜୀବନ ପାଇଁ ସମାଜ ପାଇଁ ଅନେକ ଶିକ୍ଷା ଅଛି ଏବଂ ଏ ନାଟକ ମଣିଷ ର ଜୀବନ ସହ ବହୁତ୍ ସମ୍ପର୍କିତ ବୋଲି ମତ ରଖିଥିଲେ l ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପଧାନ ଯୋଗ ଦେଇ କଳାକାର ଙ୍କ ଅଭିନୟ କୁ ପ୍ରଶଂଶା କରିଥିଲେ l ପ୍ରତୀକ ମହା ରଣା, ସୋମନାଥ ମିଶ୍ର, ଗତି କୃଷ୍ଣ ମିଶ୍ର, ଗିରିଜା ଶଙ୍କର ଭୋଇନା , ସ୍ୱରାଜ ମହାନ୍ତି, ପ୍ରହଲ୍ଲାଦ ମହଲା, ମିଥୁନ କୁମାର ସାହୁ, ରାକା ପଟ୍ଟନାୟକ, ପୀତାମ୍ବର ସୁନା, ସଞ୍ଜୀବ ଥନାପତି, ଆରତୀ ଖମାରୀ, ଦଧି ବାବୁ , ଗୋପାଲ ବେହେରା, ପ୍ରମୁଖ କଳାକାର ଏହି ନାଟକ ରେ ଅଭିନୟ କରିଥିଲେ l ଭେଟରାନ ମ୍ୟୁଜିସିଆନ ଉମେଶ କୁମ୍ଭାର ଙ୍କୁ ନାଟ୍ୟ ଚକ୍ର ପୁରସ୍କାର ରେ ସମ୍ୱର୍ଦ୍ଧିତ କରା ଯାଇଥିଲା l ହଜାର ଦର୍ଶକ ନାଟ୍ୟ ପ୍ରେମୀ ନାଟକ "ବୃତ୍ତି" କୁ ମନଭରି ଉପଭୋଗ କରିଥିବା ବେଳେ ଅନୁଷ୍ଠାନ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   29-Mar-2026
  ଜିଲ୍ଲା  
କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ   29-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   29-Mar-2026
  ଜିଲ୍ଲା  
ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   29-Mar-2026
  ଜିଲ୍ଲା  
ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   29-Mar-2026
  ଜିଲ୍ଲା  
ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   29-Mar-2026
  ଜିଲ୍ଲା  
ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   29-Mar-2026
  ଜିଲ୍ଲା  
ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   29-Mar-2026
  ଜିଲ୍ଲା  
ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   29-Mar-2026
  ଜିଲ୍ଲା  
କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା   28-Mar-2026
  ଜିଲ୍ଲା  
*ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-   28-Mar-2026

You Might Also Like