-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ    (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ    (05-Jul-2026)       ||      ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   (05-Jul-2026)       ||      ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   (05-Jul-2026)       ||      ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   (05-Jul-2026)       ||      ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   (05-Jul-2026)       ||      ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||     

HOME   ଜିଲ୍ଲା

ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ

29-Mar-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ଥିତ ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ ରବିବାର ସନ୍ଧ୍ୟାରେ ଅନୁଷ୍ଟିତ ହୋଇଯାଇଛି   ।ସ୍କୁଲ ପରିଚାଳନା କମିଟି ସଭାପତି ଚିତ୍ରସେନ ମେହେରଙ୍କ ଅଧ୍ୟକ୍ଷତା ଓ ସୁଧାଂଶୁ ଶେଖର ପୁରୋହିତଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ ବିନିକା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ଭୋଇ ମୁଖ୍ୟ ଅତିଥି,ଭବିଷ୍ୟ ଇଂରାଜୀ ମିଡିୟମ ସ୍କୁଲ ପ୍ରତିଷ୍ଠାତା ସୁଧାଂଶୁ ଶେଖର ଦାଶ,ସିଆରସିସି ହିମାଂଶୁ ଭୂଷଣ ପଣ୍ଡା ସମ୍ମାନିତ ଅତିଥି,ବିନିକା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓଡ଼ିଆ ଅଧ୍ୟାପକ ଅଶୋକ କୁମାର ବିଶି ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ ।ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜଳ ଭବିଷ୍ୟତ ଗଠନ ନେଇ ବିଭିନ୍ନ ଉପାଦେୟତା ଗୁଣାବଳୀ ଉପରେ ଆଲୋକପାତ କରିଥିଲେ।ଏହି ଅବସରରେ ସ୍କୁଲ ତରଫରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ଅତିଥି ମାନେ ମାନପତ୍ର ଦେଇ ସମ୍ମାନିତ କରିଥିଲେ।ଉତ୍ସବ ପ୍ରାରମ୍ଭରେ ବିଦ୍ୟାମନ୍ଦିର ପ୍ରଧାନ ଆଚାର୍ଯ୍ୟ ସୁଶ୍ରୀ ରିକି ମେହେର ସ୍ବାଗତ ଭାଷଣ ପ୍ରଦାନ,ସ୍କୁଲ ପରିଚାଳନା କମିଟି ସମ୍ପାଦକ ସର୍ବେଶ୍ୱର ପୁରୋହିତ ବାର୍ଷିକ ବିବରଣୀ ପଠନ କରିଥିବା ବେଳେ ଶେଷରେ ସୁଶ୍ରୀ ଜନନୀ ପ୍ରଧାନ ଗୁରୁମା ଧନ୍ୟବାଦ ଅର୍ପଣ କରିଥିଲେ।ପରେ ବିଦ୍ୟାମନ୍ଦିର ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା।ଉତ୍ସବ ପରିଚାଳନାରେ ବିଦ୍ୟା ମନ୍ଦିରର ସମସ୍ତ ଗୁରୁଜୀ,ଗୁରୁମା ଓ କମିଟି ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟ ରେ ବନମହୋତ୍ସବ ପାଳିତ   05-Jul-2026
  ଖେଳ  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଖୁବ ଶୀଘ୍ର ନୂଆ ରୂପରେ ଝଲସି ଉଠିବ ବରପାଲି ସହର   05-Jul-2026
  ଜିଲ୍ଲା  
ବରପାଲି ଅଶୋକ କ୍ଲବର ଉନ୍ନତିକରଣ କାର୍ଯ୍ୟର ଶୁଭ ଉଦ୍ଘାଟନ   05-Jul-2026
  ଜିଲ୍ଲା  
ଡାବୁଗାଁ ପ୍ରେସ କ୍ଲବ ସଭାପତିଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ସହ ନୂତନ ସଭାପତିଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ସଭା l   05-Jul-2026
  ରାଜ୍ୟ  
ପୁରୀ–କୋରାପୁଟ ନୂତନ ଏକ୍ସପ୍ରେସ ଟ୍ରେନ୍‌ର ଶୁଭାରମ୍ଭ ୬ ତାରିଖରେ   05-Jul-2026
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026
  ଜିଲ୍ଲା  
ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   05-Jul-2026
  ଜିଲ୍ଲା  
ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   05-Jul-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି   05-Jul-2026

You Might Also Like