-+91-9937148622 |

prerana_bgr@rediffmail.com |

  Sunday 5th July 2026 |

| | | |

R.N.I. Regd No. ODIODI/2010/46693

Breaking News

ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ    (05-Jul-2026)       ||      କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ    (05-Jul-2026)       ||      ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ    (05-Jul-2026)       ||      ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   (05-Jul-2026)       ||      ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   (05-Jul-2026)       ||      ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      *ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   (05-Jul-2026)       ||      ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   (05-Jul-2026)       ||      *ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   (05-Jul-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   (05-Jul-2026)       ||      ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ    (05-Jul-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   (05-Jul-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଆଉଟସୋର୍ସିଂକର୍ମଚାରୀଙ୍କ ଆନ୍ଦୋଳନ   (05-Jul-2026)       ||      ଖୋର୍ଦ୍ଧା ଜିଲ୍ଲାରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଜମିଜମାର ରେକର୍ଡ ସଂଶୋଧନରେ ଉଲ୍ଲେଖନୀୟ ସଫଳତା♦️ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ସମସ୍ତ ଜମିଜମାର ସୁରକ୍ଷା ଓ ସଠିକ୍ ରେକର୍ଡ ସଂରକ୍ଷଣ ପାଇଁ ରାଜସ୍ୱ ବିଭାଗ ବଦ୍ଧପରିକର : ରାଜସ୍ୱ ସଚିବ   (05-Jul-2026)       ||      ସରକାରୀ ପଂଚାୟତ ଆଦିବାସୀ ଉଚ୍ଚ ବିଦ୍ୟାଳୟ ମନହୀରା ଠାରେ ବନୋମହୋତ୍ସବ ସପ୍ତାହ ପାଳନ   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      କଟକ ଚାଉଳିଆଗଞ୍ଜ ଥାନା ଅଧିକାରୀ ବିୟୁଟି ମହାନ୍ତିଙ୍କ ଆତ୍ମହତ୍ୟା ଏବେ ସନ୍ଧେହ ଘରରେ ?   (04-Jul-2026)       ||      ପ୍ରତ୍ୟେକ ଯୋଗ୍ୟ ପରିବାରକୁ ପକ୍କା ଘର♦️ ବାରିପଦାରେ ୬୧ ଜଣ ହିତାଧିକାରୀଙ୍କୁ PMAY-U 2.0 କାର୍ଯ୍ୟାଦେଶ ପ୍ରଦାନ   (04-Jul-2026)       ||      କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ କେନ୍ଦ୍ରର ସ୍ୱୀକୃତି : ଭାରତ ସରକାରଙ୍କୁ ବରଗଡ଼ ସାଂସଦଙ୍କ କୃତଜ୍ଞତା   (04-Jul-2026)       ||     

HOME   ଜିଲ୍ଲା

*ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*

29-Mar-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
 ସହିଦ୍ ଲକ୍ଷ୍ମଣ ନାୟକଙ୍କ ଫାଶୀ ଦିବସ ବା ବଳିଦାନ୍ ଦିବସ ନବରଙ୍ଗପୁର ନିକଟସ୍ଥ ବିକ୍ରମପୁର ପଞ୍ଚାୟତ ଅଧୀନ ଦେଓଳା ଗ୍ରାମରେ ଯୁବ ସମାଜସେବୀ ରଜନୀ ମାଝୀଙ୍କ ସଭାପତିତ୍ବରେ ପାଳନ କରାଗଲା , ଆଦିବାସୀ ମାନଙ୍କ ଜଳ ଜମି ଜଙ୍ଗଲ ର ସୁରକ୍ଷା ଓ ଅଧିକାର କୁ ନେଇ ଆଗମୀ ଦୀନରେ ଗଣତାନ୍ତ୍ରିକ ଲଢେଇକୁ ଜୋରଦାର କରିବାକୁ ନିଷ୍ପତି ନିଆଗଲା , ସହିଦ୍ ଲକ୍ଷ୍ମଣ ନାୟକଙ୍କ ଅଧୁରା ସ୍ବପ୍ନ କୁ ପୁରା କରିବାକୁ ପଡ଼ିବ ଏବଂ ଗୋରା ସରକାର୍ ଅନ୍ୟାୟ ଅତ୍ୟାଚାର ପରେ ବର୍ତ୍ତମାନ ର କଳା ସରକାର୍ ଦ୍ଵାରା ଆଦିବାସୀ ଓ ମୂଲ ନିବାସୀ ମାନଙ୍କ ଜଳ ଜମି ଜଙ୍ଗଲ ଛଡ଼ାଇ ନେବା ଓ ସରକାର୍ ଦ୍ଵାରା ବେଆଇନ୍ ଭାବରେ ଜମିରୁ ଉଚ୍ଛେଦ କରିବା ଭଳି କାର୍ଯ୍ୟକୁ ସଭା ମଧ୍ୟରେ ପ୍ରତିବାଦ କରିଥିଲେ , ଜଙ୍ଗଲ ଅଧିକାର ଆଇନ୍ ୨୦୦୬ ଓ ସଂଶୋଧିତ ଆଆଇନ୍ ୨୦୧୨ ନିୟମ କୁ ଉଲଙ୍ଘନ, ଭୂମି ଅଧିଗ୍ରହଣ ଆଇନ୍ ୨୦୧୩ ନିୟମକୁ ଉଲଙ୍ଘନ କରି , ପେସା ଆଇନ୍ ର ଉଲଙ୍ଘନ ଓ ପଞ୍ଚମ ଅନୁସୂଚିତ ଅଞ୍ଚଳ ଆଇନ୍ କୁ ସମ୍ପୂର୍ଣ ଉଲଙ୍ଘନ କରି ଗ୍ରାମସଭାର ବିନା ଅନୁମତି ରେ ଦେଓଲା ଠାରେ ଗୁନଟାଟ ଆନିକୋଟ ନଦୀବନ୍ଧ ପ୍ରକଳ୍ପ ନିର୍ମାଣ ଚାଲିଥିବା ହେତୁ  ଆଗମୀ ଦିନରେ ଜୋରଦାର ଆନ୍ଦୋଳନ କରାଯିବ ବୋଲି ଓଡ଼ିଶା ଆଦିବାସୀ ଅଧିକାର ମଞ୍ଚ ନବରଙ୍ଗପୁର ଜିଲ୍ଲା ସମ୍ପାଦକ ଶ୍ରୀ ରାଜେଶ୍ ଜାନି କହିଥିଲେ ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଓଡ଼ିଶା କୃଷକ ସଭା ରାଜ୍ୟ କମିଟି ସଭ୍ୟ ଶ୍ରୀ ଦେବରାଜ ନାଗ , ଯୁବ ସମାଜସେବୀ ଶ୍ରୀ ଦୟାନିଧି ସୁନା , ବରିଷ୍ଠ ସମାଜସେବୀ ଟଙ୍କଧର ପୂଜାରୀ , ହେମଧର ଭତରା , କ୍ଷେତ୍ର ଭତରା , ସନ୍ଧର ନାୟକ , ଇନ୍ଦ୍ରା ଦିଶାରି , ଭଗବାନ ମାଳି , ଜଟିଆ ଗୌଡ , ଧନସିଂ ଦିସାରୀ , ଦେବ ଭତରା ଓ ଅନ୍ୟାନ୍ୟ ଶତାଧିକ ପୁରୁଷ ଓ ମହିଳା ଉପସ୍ଥିତ ଥିଲେ , ସଭା ଶେଷରେ ବରିଷ୍ଠ ସମାଜସେବୀ ଶ୍ରୀ ଟଙ୍କଧର ପୂଜାରୀ ସମସ୍ତଙ୍କୁ ଧନ୍ୟବାଦ୍ ଦେଈଥିଲେ। 

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଝରକା ଫାଙ୍କା ଦେଇ ଟାଣି ନେଲା ଯମ, ଦେବାହାଲୀରେ ବଜ୍ରାଘାତରେ ଅକାଳରେ ଝଡିଗଲା ଯୁବ ଜୀବନ   05-Jul-2026
  ଜିଲ୍ଲା  
କନ୍ଧମାଳରେ ଚିଠା ଭୋଟର ତାଲିକା ପ୍ରକାଶ: ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ   05-Jul-2026
  ଜିଲ୍ଲା  
ରେଳ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ କାର୍ଯ୍ୟ ୯୦ ପ୍ରତିଶତ ଶେଷ   05-Jul-2026
  ଜିଲ୍ଲା  
ଓଟିଇଟି ପରୀକ୍ଷା କେନ୍ଦ୍ର ବୁଲି ଦେଖିଲେ ବିଦ୍ୟାଳୟ ଓ ଗଣଶିକ୍ଷା ଶାସନ ସଚିବ   05-Jul-2026
  ଜିଲ୍ଲା  
ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ♦️ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି   05-Jul-2026
  ଜିଲ୍ଲା  
ମାଲକାନଗିରି ଜିଲ୍ଲାରେ ୧୪୩୭ ପରୀକ୍ଷାର୍ଥୀ ଦେଲେ ଓଟିଇଟି   05-Jul-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ଶିବିର   05-Jul-2026
  ଜିଲ୍ଲା  
*ସୋନପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ ର ସଘନ ସଂଶୋଧନର ଚିଠା ଭୋଟର ତାଲିକା ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଙ୍କ ଦ୍ଵାରା ପ୍ରକାଶନ ଓ ପ୍ରେସ ବିବୃତ୍ତି* -   05-Jul-2026
  ଜିଲ୍ଲା  
ବନ ମହୋତ୍ସବ ପାଳିତ, ଆମର ସ୍ବପ୍ନ ଗଛର ଯତ୍ନ - ବିଚାର ପତି   05-Jul-2026
  ଜିଲ୍ଲା  
*ପାଞ୍ଚଦିନିଆ “ଉଦ୍ୟମୀ ଓଡ଼ିଶା ଏମ.ଏସ.ଏମ.ଇ କାର୍ଯ୍ୟକ୍ରମ- ୨୦୨୬″ ସୁବର୍ଣ୍ଣପୁରରେ ସଫଳତାର ସହ ଉଦଯାପିତ*-   05-Jul-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟ କଦଳୀପାଲିରେ ବନମହୋତ୍ସବ ପାଳିତ   05-Jul-2026
  ଜିଲ୍ଲା  
ଉଚ୍ଚ ବିଦ୍ୟାଳୟ ମନହିରା ଛାତ୍ର ଛାତ୍ରୀ ମେଧାବୃତ୍ତି ରେ ବ୍ଲକ ଟପର ହେବାସହ 2025-26 ଶିକ୍ଷା ବର୍ଷ ରେ ଏନ ଏମ ଏମ ଏସ ଜାତୀୟ ମେଧାବୃତ୍ତି ପରୀକ୍ଷା ରେ ଯୋଗ୍ୟ ବିବେଚିତ   05-Jul-2026

You Might Also Like