-+91-9937148622 |

prerana_bgr@rediffmail.com |

  Sunday 29th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   (29-Mar-2026)       ||      ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   (29-Mar-2026)       ||      *ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   (29-Mar-2026)       ||      ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   (29-Mar-2026)       ||      *ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   (29-Mar-2026)       ||      କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ    (29-Mar-2026)       ||      ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   (29-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (29-Mar-2026)       ||      ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   (29-Mar-2026)       ||      ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   (29-Mar-2026)       ||      ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   (29-Mar-2026)       ||      ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      ବରୀ ବାର ଓକିଲ ସଂଘ ର କର୍ମକର୍ତ୍ତା ନିର୍ବାଚନ   (29-Mar-2026)       ||      କୁସଙ୍ଗ କଲେଜ ଅଧ୍ୟକ୍ଷ ଙ୍କୁ ଗ୍ରାମବାସୀ ଙ୍କ ପକ୍ଷରୁ ସମ୍ବର୍ଦ୍ଧନା   (28-Mar-2026)       ||      *ପୌର ପରିଷଦ ଠାରେ ଅଗ୍ନି ନିରାପତ୍ତା ସଚେତନତା ଓ ତାଲିମ କାର୍ଯ୍ୟକ୍ରମ*- *ଡେମୋ ଦେଖାଇଲେ ଏ ଡି ଏମ୍ ଅଞ୍ଜଳୀନା ପଧାନ*-   (28-Mar-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ, ବାସୁଦେବ ସଭାପତି, ଅଶିତ ସଂପାଦକ    (28-Mar-2026)       ||      *ମା ଭଗବତୀ ପୀଠରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      *ସୁରେଶ୍ଵରୀ ମନ୍ଦିରରେ ଚଣ୍ଡୀଯଜ୍ଞ ଅନୁଷ୍ଠିତ*   (28-Mar-2026)       ||      ଭୂମିକା ପକ୍ଷରୁ ବିଶ୍ୱ ନାଟ୍ୟ ଦିବସ    (28-Mar-2026)       ||     

HOME   ଜିଲ୍ଲା

ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ

29-Mar-2026



(ରଂଜିତ ମହାନ୍ତି )
ବରୀ ବ୍ଳକ ଅନ୍ତର୍ଗତ  ଭଅଁରା ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟ ରାୟପୁର ୨୦୧୦ ମସିହା ମାଟ୍ରିକ ବ୍ୟାଚ ଛାତ୍ରଛାତ୍ରୀ ମାନଙ୍କର ବନ୍ଧୁମିଳନ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେଇଥିଲା l ଏଥିରେ ଦିବଂଗତ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ଅମର ଆତ୍ମାର ସଦଗତି ଲାଗି ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଏଥିରେ ଅବସରପ୍ରାପ୍ତ ଆଦର୍ଶ ଶିକ୍ଷକ ବସନ୍ତ କୁମାର ଜେନା, ବିଜୟ କୁମାର ଜେନା, ନରେନ୍ଦ୍ର କୁମାର ପଣ୍ଡା, ଅରୁଣ କୁମାର ବିଶ୍ୱାଳ, ସୁନୀତି କୁମାର ସେଠି, ମନମୋହନ ମିଶ୍ର, ତନ୍ମୟୀ  ଜେନା, ଶିକ୍ଷାକର୍ମଚାରୀ କୃପାସିନ୍ଧୁ ମଲ୍ଲିକ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ସମାଜ ରେ ସୁପ୍ରତିଷ୍ଠିତ ହେବା ପାଇଁ ଉଦବୋଧନ  ଦେଇଥିଲେ। ଆଦର୍ଶ ଶିକ୍ଷକ ମାନଙ୍କୁ ପୁରାତନ ଛାତ୍ରଛାତ୍ରୀ ମାନେ ଉପଢ଼ୈକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ l ଏଥିରେ ମନୋଜ କୁମାର ପଣ୍ଡା, ଅନନ୍ତ କୁମାର ଦାଶ, ରଞ୍ଜିତ ଜେନା, ମାଧବା ନନ୍ଦ ମଲ୍ଲିକ, ସଂଗ୍ରାମ କେଶରୀ ଜେନା, ସୁଶ୍ରୀ ସଂଗୀତା ଜେନା, ସ୍ନେହଲତା ପଣ୍ଡା, ଝିଲି ରାଣୀ ବେଉରିଆ, କାମିନୀ ବେହେରା, ପ୍ରଗତି ପାତ୍ର, ତାପସ କୁମାର ଷଡ଼ଙ୍ଗୀ, କାମିନୀ ବେହେରା, ସନ୍ଦୀପ କୁମାର ଓଝା, ସୁନିଲ କୁମାର ସ୍ୱାଇଁ, ଦିଲ୍ଲୀପ କୁମାର ସ୍ୱାଇଁ, ବିକାଶ ସ୍ୱାଇଁ, ରାକେଶ ଚନ୍ଦ୍ର ବାରିକ, ସତ୍ୟବ୍ରତ ଜେନା, ମଧୂସ୍ମିତା ବେହେରା, ମଧୂସ୍ମିତା କୁଣ୍ଡ, ଦୀପକ କୁମାର ଜେନା ପ୍ରମୁଖ ଛାତ୍ରଛାତ୍ରୀ ଯୋଗଦେଇ ବିଦ୍ୟାଳୟ ଜୀବନର ପୁରୁଣା ଅନୁଭୂତିକୁ ମନେପକାଇ ନିଜ ନିଜ ମଧ୍ୟରେ ଭାବର ଆଦାନ ପ୍ରଦାନ ବାଣ୍ଟିଥିଲେ l ପରେ ଏକ ଭୋଜି ର ଆୟେଜନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   29-Mar-2026
  ଜିଲ୍ଲା  
ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2026
  ଜିଲ୍ଲା  
*ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   29-Mar-2026
  ଜିଲ୍ଲା  
ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
*ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   29-Mar-2026
  ଜିଲ୍ଲା  
କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ   29-Mar-2026
  ଜିଲ୍ଲା  
ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   29-Mar-2026
  ଜିଲ୍ଲା  
ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   29-Mar-2026
  ଜିଲ୍ଲା  
ଚିତ୍ତ ଜ୍ଞାନୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମେଗା ସ୍ବାସ୍ଥ୍ୟ ଚିକିତ୍ସା ଶିବିର   29-Mar-2026
  ଜିଲ୍ଲା  
ମହିଳା ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ପଦୋନ୍ନତିରେ ବିଳମ୍ବ ଯୋଗୁଁ ଅସନ୍ତୋଷ ବୃଦ୍ଧି, ହାଇକୋର୍ଟ ରାୟକୁୁ ଅବମାନନା କରିଛନ୍ତି ଜିଲ୍ଲା ପ୍ରଶାସନ   29-Mar-2026
  ଜିଲ୍ଲା  
ସନରାଇଜ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ   29-Mar-2026
  ଜିଲ୍ଲା  
ଗାଡି ଧକ୍କାରେ ମୃତ୍ୟୁ , କ୍ଷତିପୂରଣ ଦାବିରେ ରାସ୍ତା ରୋକ୍   29-Mar-2026

You Might Also Like