-+91-9937148622 |

prerana_bgr@rediffmail.com |

  Monday 30th March 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   (30-Mar-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   (30-Mar-2026)       ||      ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   (30-Mar-2026)       ||      ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   (30-Mar-2026)       ||      ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ    (30-Mar-2026)       ||      ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ    (30-Mar-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ   (30-Mar-2026)       ||      ବରପାଲି ଶ୍ରୀରାମ ମନ୍ଦିରରେ ବୈଦିକ ରୀତିରେ ସୀତା ବିବାହ ସଂପନ୍ନ   (30-Mar-2026)       ||      ଓଡ଼ିଶା ଖଦି ମେଳା – ୨୦୨୬ ଉଦ୍‌ଯାପିତ, ଗ୍ରାମୀଣ ରୋଜଗାରର ଶକ୍ତି ହେଉଛି ଖଦି ଓ ଗ୍ରାମୋଦ୍ୟୋଗ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ    (30-Mar-2026)       ||      "ସିନାପାଲି ବ୍ଲକ ଯାଦବ ସମାଜ ପକ୍ଷରୁ ମାନ୍ୟବର ବିଧାୟକଙ୍କୁ ଭବ୍ୟ ସ୍ୱାଗତସମ୍ବର୍ଦ୍ଧନା "   (30-Mar-2026)       ||      ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିରେ ଗରିମାମୟ ରାଜ୍ୟସ୍ତରୀୟ ସମାରୋହ ♦️ “ଜନଜାତି ଅସ୍ମିତା ଓ ଦେଶପ୍ରେମର ପ୍ରତୀକ ଶହୀଦ ଲକ୍ଷ୍ମଣ ନାଏକ”   (30-Mar-2026)       ||      ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   (29-Mar-2026)       ||      ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   (29-Mar-2026)       ||      *ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   (29-Mar-2026)       ||      ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   (29-Mar-2026)       ||      *ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   (29-Mar-2026)       ||      କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ    (29-Mar-2026)       ||      ଡାବୁଗାଁ ଠାରେ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ଆରମ୍ଭ   (29-Mar-2026)       ||      ସଂସଦରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରସଙ୍ଗ ଉଠାଇଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (29-Mar-2026)       ||     

HOME   ଜିଲ୍ଲା

ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ

30-Mar-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ଆସୁଛି, ୧୩ ଦିନିଆ ଦଣ୍ଡଯାତ୍ରା, ଏହି ପରିପ୍ରେକ୍ଷୀରେ ଚଳିତ ମାସ ୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ମା’କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡ଼ା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ ଏପ୍ରିଲ ୫ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ । ଏ ନେଇ ସମସ୍ତ କାର୍ଯ୍ୟ ଶେଷ ପର୍ଯ୍ୟାୟ ରେ ପହଞ୍ଚିସାରିଛି l ଏପ୍ରିଲ ୧ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ସହରରେ ଅଣ୍ଡା, ମାଛ, ମାଂସ, ଶୁଖୁଆ ପ୍ରଭୃତି ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ କରି ଆମକୁ ସହଯୋଗ କରିବା ସହିତ ମା’ କାଳୀଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି । ତେର ଦଣ୍ଡ ମିଳନର କାର୍ଯ୍ୟସୂଚୀ ପ୍ରକାରେ ୫ ତାରିଖ ରବିବାର ସକାଳ ୮ଘଣ୍ଟା ସମୟରେ ମା’ ପାଟ୍ଟଖଣ୍ଡା ମନ୍ଦିରରେ ୧୩ ଦଣ୍ଡ ଥଳର ବରଣ କରାଯିବ l ଦିବା ଘ.୧୧.୩୦ମି.ସମୟରେ ମେଇନ୍‌ରୋଡ଼ ରେ ଧୂଳିଦଣ୍ଡ ଅନୁଷ୍ଠିତ ହେବ l ଅପରାହ୍ନ ଘ.୦୪.୩୦ ମି.ସମୟରେ ବନ୍ଧପାଖରେ ପାଣିଦଣ୍ଡ ର ଆୟୋଜନ କରାଯିବ l ସନ୍ଧ୍ୟା ୦୫ ଘଟିକା ସମୟରେ ଟାଉନର ବଜାର ଛକ ନିକଟରେ ଅଞ୍ଚଳର ସବୁଠାରୁ ଆକର୍ଷଣୀୟ ୧୩ ଦଣ୍ଡର ମହାମିଳନ ଖୁବ ଯାକ ଜକମକରେ ଆୟୋଜନ କରାଯିବ l ରାତ୍ର ୮ ଘଣ୍ଟ ଠାରୁ ୧୨ ଘଣ୍ଟ  ପର୍ଯ୍ୟନ୍ତ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ସହ ରାତ୍ର ୧୧ ଘଣ୍ଟ ସମୟରେ ଝୁଣାଦଣ୍ଡ ର ଏକ ବିରାଟ ପଟୁଆର ହେବା ସହ ୬ ତାରିଖ ସକାଳ ୦୮ଘଣ୍ଟ ସମୟରେ ଯାତ୍ରା ସମାପ୍ତ ହେବ ଏଣୁ ଏହି କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟା ରେ ଯୋଗ ଦେବାପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   30-Mar-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   30-Mar-2026
  ଜିଲ୍ଲା  
ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   30-Mar-2026
  ଜିଲ୍ଲା  
ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   30-Mar-2026
  ଜିଲ୍ଲା  
ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ   30-Mar-2026
  ଜିଲ୍ଲା  
ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ   30-Mar-2026
  ରାଜ୍ୟ  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ   30-Mar-2026
  ଜିଲ୍ଲା  
ବରପାଲି ଶ୍ରୀରାମ ମନ୍ଦିରରେ ବୈଦିକ ରୀତିରେ ସୀତା ବିବାହ ସଂପନ୍ନ   30-Mar-2026
  ରାଜ୍ୟ  
ଓଡ଼ିଶା ଖଦି ମେଳା – ୨୦୨୬ ଉଦ୍‌ଯାପିତ, ଗ୍ରାମୀଣ ରୋଜଗାରର ଶକ୍ତି ହେଉଛି ଖଦି ଓ ଗ୍ରାମୋଦ୍ୟୋଗ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ   30-Mar-2026
  ଜିଲ୍ଲା  
"ସିନାପାଲି ବ୍ଲକ ଯାଦବ ସମାଜ ପକ୍ଷରୁ ମାନ୍ୟବର ବିଧାୟକଙ୍କୁ ଭବ୍ୟ ସ୍ୱାଗତସମ୍ବର୍ଦ୍ଧନା "   30-Mar-2026
  ରାଜ୍ୟ  
ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିରେ ଗରିମାମୟ ରାଜ୍ୟସ୍ତରୀୟ ସମାରୋହ ♦️ “ଜନଜାତି ଅସ୍ମିତା ଓ ଦେଶପ୍ରେମର ପ୍ରତୀକ ଶହୀଦ ଲକ୍ଷ୍ମଣ ନାଏକ”   30-Mar-2026

You Might Also Like