-+91-9937148622 |

prerana_bgr@rediffmail.com |

  Monday 30th March 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ   (30-Mar-2026)       ||      ଚର୍ଚ୍ଚାରେ ଗ୍ରାମସାଥୀଙ୍କ କୋଟି କୋଟି ଟଙ୍କାର ଫାର୍ମ♦️ ଏତେଟଙ୍କା ଆଣିଲେ କେଉଁଠୁ ?    (30-Mar-2026)       ||      ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   (30-Mar-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   (30-Mar-2026)       ||      ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   (30-Mar-2026)       ||      ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   (30-Mar-2026)       ||      ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ    (30-Mar-2026)       ||      ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ    (30-Mar-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ   (30-Mar-2026)       ||      ବରପାଲି ଶ୍ରୀରାମ ମନ୍ଦିରରେ ବୈଦିକ ରୀତିରେ ସୀତା ବିବାହ ସଂପନ୍ନ   (30-Mar-2026)       ||      ଓଡ଼ିଶା ଖଦି ମେଳା – ୨୦୨୬ ଉଦ୍‌ଯାପିତ, ଗ୍ରାମୀଣ ରୋଜଗାରର ଶକ୍ତି ହେଉଛି ଖଦି ଓ ଗ୍ରାମୋଦ୍ୟୋଗ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ    (30-Mar-2026)       ||      "ସିନାପାଲି ବ୍ଲକ ଯାଦବ ସମାଜ ପକ୍ଷରୁ ମାନ୍ୟବର ବିଧାୟକଙ୍କୁ ଭବ୍ୟ ସ୍ୱାଗତସମ୍ବର୍ଦ୍ଧନା "   (30-Mar-2026)       ||      ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିରେ ଗରିମାମୟ ରାଜ୍ୟସ୍ତରୀୟ ସମାରୋହ ♦️ “ଜନଜାତି ଅସ୍ମିତା ଓ ଦେଶପ୍ରେମର ପ୍ରତୀକ ଶହୀଦ ଲକ୍ଷ୍ମଣ ନାଏକ”   (30-Mar-2026)       ||      ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   (29-Mar-2026)       ||      ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   (29-Mar-2026)       ||      *ଦେଓଲା ଗ୍ରାମରେ ସହିଦ୍ ଲକ୍ଷ୍ମଣ ନାୟଙ୍କ ବଳିଦାନ୍ ଦିବସ ପାଳନ*   (29-Mar-2026)       ||      ଶିଶୁ ବିକାଶ ବିଦ୍ୟା ମନ୍ଦିରର ନବମ ବାର୍ଷିକ ଉତ୍ସବ   (29-Mar-2026)       ||      *ଡ଼. ନୃପ ରାଜ ସାହୁ ଙ୍କ ରଚିତ ବହୁ ଚର୍ଚ୍ଚିତ ନାଟକ ବୃତ୍ତି ପରିବେଷିତ*- *ସୁବର୍ଣ୍ଣପୁର ଠାରେ ବିଶ୍ୱ ନାଟ୍ୟ ଦିବସ ପାଳିତ*-   (29-Mar-2026)       ||      କଣ୍ଟାମାଳରେ ବିଶ୍ଵନାଟ୍ୟ ଦିବସ ପାଳିତ    (29-Mar-2026)       ||     

HOME   ଜିଲ୍ଲା

ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ

30-Mar-2026



ବରପାଲି (ସୁଦାମ ଦୀପ)ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଜାରିଂ ଗ୍ରାମର ସରୋଜ ସାହୁ ଓ ରୀନା ସାହୁଙ୍କ ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଆୟୋଜିତ ହେବାକୁ ଥିବା ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପ୍ରତିଯୋଗିତା ପାଇଁ ଚୟନ ହୋଇ ଅଞ୍ଚଳର ଗର୍ବ ବଢ଼ାଇଛନ୍ତି। ତାଙ୍କ ଏହି ସଫଳତା ପଶ୍ଚିମ ଓଡ଼ିଶା ପାଇଁ ଗୌରବର ବିଷୟ ହୋଇଥିବା ସହ ସ୍ଥାନୀୟ ଅଞ୍ଚଳରେ ଆନନ୍ଦର ଲହରୀ ସୃଷ୍ଟି କରିଛି।ପବିତ୍ର ପୀଠ ନୃସିଂହନାଥ ମନ୍ଦିର ପରିସରରେ ସହିଦ ମାଧୋସିଂ ଭୂତପୂର୍ବ ସୈନିକ ସଂଘ ପକ୍ଷରୁ ଆୟୋଜିତ ଏକ ବୈଠକ ଅବସରରେ ତ୍ରିସ୍ନାଙ୍କୁ ବିଶେଷ ସମ୍ବର୍ଦ୍ଧନା ଦିଆଯାଇଥିଲା। ସଂଘ ପକ୍ଷରୁ ତାଙ୍କୁ ପୁଷ୍ପାଗୁଚ୍ଛ ଓ ଉପଢ଼ୌକଣ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ଏହି ସମ୍ମାନ ଅବସରରେ ଉପସ୍ଥିତ ଅତିଥିମାନେ ତାଙ୍କ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ।ଏହି ବୈଠକରେ ତାଳପଦର ଗ୍ରାମର ଅନରାରୀ କ୍ୟାପଟେନ ନବୀନ ପଧାନ କହିଥିଲେ ଯେ, “ତ୍ରିସ୍ନାଙ୍କ ଏହି ସଫଳତା ଅଞ୍ଚଳର ଅନ୍ୟ ଯୁବପିଢ଼ିଙ୍କ ପାଇଁ ପ୍ରେରଣା ସୃଷ୍ଟି କରିବ। ଏପରି ପ୍ରତିଭାମାନଙ୍କୁ ଆଗକୁ ଆଣିବା ପାଇଁ ସମାଜର ସମସ୍ତଙ୍କ ମିଳିତ ପ୍ରୟାସ ଆବଶ୍ୟକ।” ସେ ଆହୁରି କହିଥିଲେ ଯେ ଦେଶର ଗୌରବ ବଢ଼ାଇବା ପାଇଁ ଯୁବମାନେ ଖେଳ ଓ ଶିକ୍ଷା କ୍ଷେତ୍ରରେ ଆଗକୁ ଆସିବା ଉଚିତ।ବୈଠକରେ ଉପସ୍ଥିତ ଭୂତପୂର୍ବ ସୈନିକମାନେ ମଧ୍ୟ ତ୍ରିସ୍ନାଙ୍କ ସଫଳତାକୁ ଅଭିନନ୍ଦନ ଜଣାଇଥିଲେ ଏବଂ ତାଙ୍କୁ ଆଗାମୀ ଦିନରେ ଆହୁରି ସଫଳତା ଅର୍ଜନ କରିବାକୁ ଶୁଭକାମନା ଜଣାଇଥିଲେ।ସେମାନେ କହିଥିଲେ ଯେ ଏପରି ସଫଳତା ଅଞ୍ଚଳର ନାମକୁ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଉଜାଗର କରେ।ତ୍ରିସ୍ନାଙ୍କ ବାପା କହିଛନ୍ତି ସେ ଏପ୍ରିଲ ୧୩ ତାରିଖରେ ଚେନ୍ନାଇକୁ ପ୍ରସ୍ଥାନ କରିବେ ଏବଂ ସେଠାରେ ୧୦ ଦିନ ପର୍ଯ୍ୟନ୍ତ ପ୍ରଶିକ୍ଷଣ ନେବେ। ପରେ ଏପ୍ରିଲ ୨୩ ତାରିଖରେ ସେ ଶ୍ରୀଲଙ୍କା ପ୍ରସ୍ଥାନ କରିବେ। ଏପ୍ରିଲ ୨୪ ରୁ ୨୮ ପର୍ଯ୍ୟନ୍ତ ଶ୍ରୀଲଙ୍କାରେ ପାଞ୍ଚଦିନିଆ ମ୍ୟାଚ୍ ଆୟୋଜିତ ହେବାକୁ ଥିବା ଜଣାପଡ଼ିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ   30-Mar-2026
  ରାଜ୍ୟ  
ଚର୍ଚ୍ଚାରେ ଗ୍ରାମସାଥୀଙ୍କ କୋଟି କୋଟି ଟଙ୍କାର ଫାର୍ମ♦️ ଏତେଟଙ୍କା ଆଣିଲେ କେଉଁଠୁ ?   30-Mar-2026
  ଜିଲ୍ଲା  
ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   30-Mar-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   30-Mar-2026
  ଜିଲ୍ଲା  
ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   30-Mar-2026
  ଜିଲ୍ଲା  
ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   30-Mar-2026
  ଜିଲ୍ଲା  
ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ   30-Mar-2026
  ଜିଲ୍ଲା  
ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ   30-Mar-2026
  ରାଜ୍ୟ  
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ   30-Mar-2026
  ଜିଲ୍ଲା  
ବରପାଲି ଶ୍ରୀରାମ ମନ୍ଦିରରେ ବୈଦିକ ରୀତିରେ ସୀତା ବିବାହ ସଂପନ୍ନ   30-Mar-2026
  ରାଜ୍ୟ  
ଓଡ଼ିଶା ଖଦି ମେଳା – ୨୦୨୬ ଉଦ୍‌ଯାପିତ, ଗ୍ରାମୀଣ ରୋଜଗାରର ଶକ୍ତି ହେଉଛି ଖଦି ଓ ଗ୍ରାମୋଦ୍ୟୋଗ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ   30-Mar-2026

You Might Also Like