-+91-9937148622 |

prerana_bgr@rediffmail.com |

  Tuesday 31st March 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   (30-Mar-2026)       ||      ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   (30-Mar-2026)       ||      ଟୁହିଲାମାଲ ରେ ସାମାଜିକ ଓ ସାଂସ୍କୃତିକ ସଚେତନତା କାର୍ଯ୍ୟକ୍ରମ    (30-Mar-2026)       ||      ରଜକ ସେବା ସଂଘର ବାର୍ଷିକ ସମ୍ମିଳନୀ: ଶିକ୍ଷା, ସଂକୃତି, ଅର୍ଥନୀତି ସୁଧାର ହେଲେ ସମାଜର ଉନ୍ନତି ହେବ   (30-Mar-2026)       ||      ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ   (30-Mar-2026)       ||      ଚର୍ଚ୍ଚାରେ ଗ୍ରାମସାଥୀଙ୍କ କୋଟି କୋଟି ଟଙ୍କାର ଫାର୍ମ♦️ ଏତେଟଙ୍କା ଆଣିଲେ କେଉଁଠୁ ?    (30-Mar-2026)       ||      ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   (30-Mar-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   (30-Mar-2026)       ||      ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   (30-Mar-2026)       ||      ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   (30-Mar-2026)       ||      ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ    (30-Mar-2026)       ||      ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ    (30-Mar-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ   (30-Mar-2026)       ||      ବରପାଲି ଶ୍ରୀରାମ ମନ୍ଦିରରେ ବୈଦିକ ରୀତିରେ ସୀତା ବିବାହ ସଂପନ୍ନ   (30-Mar-2026)       ||      ଓଡ଼ିଶା ଖଦି ମେଳା – ୨୦୨୬ ଉଦ୍‌ଯାପିତ, ଗ୍ରାମୀଣ ରୋଜଗାରର ଶକ୍ତି ହେଉଛି ଖଦି ଓ ଗ୍ରାମୋଦ୍ୟୋଗ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ    (30-Mar-2026)       ||      "ସିନାପାଲି ବ୍ଲକ ଯାଦବ ସମାଜ ପକ୍ଷରୁ ମାନ୍ୟବର ବିଧାୟକଙ୍କୁ ଭବ୍ୟ ସ୍ୱାଗତସମ୍ବର୍ଦ୍ଧନା "   (30-Mar-2026)       ||      ଶହୀଦ ଲକ୍ଷ୍ମଣ ନାଏକଙ୍କ ସ୍ମୃତିରେ ଗରିମାମୟ ରାଜ୍ୟସ୍ତରୀୟ ସମାରୋହ ♦️ “ଜନଜାତି ଅସ୍ମିତା ଓ ଦେଶପ୍ରେମର ପ୍ରତୀକ ଶହୀଦ ଲକ୍ଷ୍ମଣ ନାଏକ”   (30-Mar-2026)       ||      ରାମପୁର ଓକିଲ ସଂଘ ନିର୍ବଚନ♦️ ସଭାପତି ଭାବେ ଆନନ୍ଦ କୁମାର ପାଢ଼ୀ, ଉପସଭାପତି ଫ୍ରଫୁଲ୍ଲ ମେହେର ଏବଂ ସମ୍ପାଦକ ଭାବେ ନାରାୟଣ ଭୋଇ ନିର୍ବାଚିତ   (29-Mar-2026)       ||      ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   (29-Mar-2026)       ||     

HOME   ଜିଲ୍ଲା

ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ

30-Mar-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ଠାରେ ଦେୱାନି ଓ ଫୌଜଦାରୀ କୋର୍ଟ ର ଶୁଭ ଉଦଘାଟନ ହୋଇଯାଇଛି। ଏହା ଭରଚୁଆଲ ମାଧ୍ୟମ ରେ ଅନୁଷ୍ଠିତ ହୋଇ ଯାଇଛି l ଓଡ଼ିଶା ହାଇକୋର୍ଟ ର ମୁଖ୍ୟ ବିଚାରପତି ହରିଶ ଟନଦନ ଓ ମୁଗଙ୍ଗ ଶେଖର ସାହୁ ଭିଡିଓ ବାର୍ତ୍ତା ମାଧ୍ୟମ ରେ ଉଦ୍ଘାଟନ କରିଥିଲେ । ଆଗଲପୁର କୋର୍ଟର  ବିଚାରପତି ଭାବେ ଦିପ୍ତିମୟି ସାହୁ ଙ୍କୁ ନିଯୁକ୍ତି ଦିଆଯାଇଛି।ଏହି ଅବସର ରେ ପ୍ରଥମ ଶ୍ରେଣୀ ବିଚାରପତି ଦୀପ୍ତିମୟି ସାହୁ  ଆଜି 2 ଟି କେସ ରେ 6 ଜଣ ସାକ୍ଷ୍ୟ ପ୍ରମାଣ ସହ ଶୁଣାଣି କରିଥିଲେ । ଏବଂ 1354 ଟି କେସ ଲୋଇସିଂହା ଜେ ଏମ ଏଫ୍ ସି କୋର୍ଟ ରୁ ଆଗଲପୁର ନୂତନ କୋର୍ଟ କୁ ସ୍ଥାନାନ୍ତରିତ କରାଯାଇ ଥିବା ସରକାରୀ ଓକିଲ ରମାକାନ୍ତ ନାଏକ ଓ ରଘୁମଣି ସେଟ୍ ସୂଚନା ଦେଇଛନ୍ତି । ଏହି କାର୍ଯ୍ୟ କ୍ରମ ରେ ବଲାଙ୍ଗୀର ରେଜିଷ୍ଟ।ର ସିଦିପ ମିଶ୍ର , ବରିଷ୍ଟ ଆଇନଜୀବୀ ପ୍ରହଲ୍ଲାଦ ଅଗ୍ରୱାଲ, ଜିଲ୍ଲା ପରିଷଦ ଅଧ୍ୟକ୍ଷ। ଦେବକୀ ସାହୁ , ଏ ବି ଡି ଓ ରୁଦ୍ର ପ୍ରସାଦ ସୁନା , ତହସିଲଦାର ନବୀନ କିଶୋର ପାଢ଼ୀ , ଡ୍ ଧୀରେନ୍ଦ୍ର ମେହେର , ଅତିରିକ୍ତ ଏସ ପି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ ।ଏହା ବ୍ୟତୀତ ଓକିଲ ସଂଘର ରମାକାନ୍ତ ନାଏକ , ରଘୁମଣି ସେଟ୍ , ଦିଲ୍ଲୀପ ବେହେରା , ରାଜକିଶୋର ମିଶ୍ର , ଶଶାଙ୍କ ଭୋଇ , ପ୍ରବୀଣ ତ୍ରିପାଠୀ , ପ୍ରଦୀପ ତ୍ରିପାଠୀ , ଅମିତ୍ ତ୍ରିପାଠୀ , ସ୍ମିତାଞ୍ଜଳି ମିଶ୍ର ପ୍ରମୁଖ ଶତାଧିକ ଆଇନଜୀବୀ ଯୋଗଦାନ କରି ଥିବା ବେଳେ ବୁଦ୍ଧିଜୀବୀ ,ନାଗରିକ କମିଟି ,ଜନସାଧାରଣ ଯୋଗଦାନ କରିଥିଲେ । ଏହି କୋର୍ଟ ହେବା ଯୋଗୁ  ଲୋକେ ଅତି ନିକଟରୁ ନ୍ୟାୟ ପାଇବା ସହ ସହଜ ,ସୁବିଧାରେ ଯିବା ଆସିବା କରିବେ ବୋଲି ଜନମତ ରେ ପ୍ରକାଶ ପାଇଛି l ଆଗଲପୁର ଅଞ୍ଚଳ ରେ କୋର୍ଟ ହେବା ଯୋଗୁଁ ବହୁ ଦିନର ସ୍ବପ୍ନ ସାକାର ହୋଇ ଥିବା ବେଳେ ଖୁସିରଲହରୀ ଖେଳିଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   30-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   30-Mar-2026
  ଜିଲ୍ଲା  
ଟୁହିଲାମାଲ ରେ ସାମାଜିକ ଓ ସାଂସ୍କୃତିକ ସଚେତନତା କାର୍ଯ୍ୟକ୍ରମ   30-Mar-2026
  ଜିଲ୍ଲା  
ରଜକ ସେବା ସଂଘର ବାର୍ଷିକ ସମ୍ମିଳନୀ: ଶିକ୍ଷା, ସଂକୃତି, ଅର୍ଥନୀତି ସୁଧାର ହେଲେ ସମାଜର ଉନ୍ନତି ହେବ   30-Mar-2026
  ରାଜ୍ୟ  
ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ   30-Mar-2026
  ରାଜ୍ୟ  
ଚର୍ଚ୍ଚାରେ ଗ୍ରାମସାଥୀଙ୍କ କୋଟି କୋଟି ଟଙ୍କାର ଫାର୍ମ♦️ ଏତେଟଙ୍କା ଆଣିଲେ କେଉଁଠୁ ?   30-Mar-2026
  ଜିଲ୍ଲା  
ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   30-Mar-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   30-Mar-2026
  ଜିଲ୍ଲା  
ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   30-Mar-2026
  ଜିଲ୍ଲା  
ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   30-Mar-2026
  ଜିଲ୍ଲା  
ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-Mar-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ   30-Mar-2026

You Might Also Like