-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   (04-Jul-2026)       ||      ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||     

HOME   ଜିଲ୍ଲା

କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ ବିଧେୟକ(ସାଧାରଣ ପ୍ରଶାସନ )ଉପରେ ସାଂସଦ ନିରଞ୍ଜନ ବିଶି ଙ୍କ କଡ଼ା ସମାଲୋଚନା

31-Mar-2026



ବଲାଙ୍ଗିର ନକ୍ସଲମୁକ୍ତିରେ ଓଡ଼ିଶା ପୁଲିସର ମୁଖ୍ୟ ଭୂମିକା: ସହଯୋଗୀ ଭୂମିକାରେ କେନ୍ଦ୍ରୀୟ ବଳ
 
କେନ୍ଦ୍ରୀକରଣ ବଢ଼ିଲେ ସମନ୍ୱୟ ନୁହେଁ, ସଂଘର୍ଷ ବଢ଼ିବ: ସାଂସଦ ଶ୍ରୀ ବିଶି ଙ୍କ  ଚେତାବନୀ


ସିଏପିଏଫ  ରେ ୯୩ ହଜାର ପଦ ଖାଲି, ମାନସିକ ସ୍ୱାସ୍ଥ୍ୟ ଅବହେଳିତ: ସରକାରକୁ ଘେରିଲେ ସାଂସଦ ଶ୍ରୀ ବିଶି

ନୂଆଦିଲ୍ଲୀ(ପ୍ରେରଣା ଖବର): ରାଜ୍ୟସଭା ସାଂସଦ ନିରଞ୍ଜନ  ବିଶି କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ (ସାଧାରଣ ପ୍ରଶାସନ) ବିଧେୟକ, ୨୦୨୬ ଉପରେ ଚର୍ଚ୍ଚା କରି ବିଲ୍‌ର ବିଭିନ୍ନ ପ୍ରସଙ୍ଗରେ କଡ଼ା ଆପତ୍ତି ଉଠାଇଛନ୍ତି।

ସେ କହିଛନ୍ତି ଯେ, ବିଧେୟକ ଟି କେନ୍ଦ୍ରୀୟ ରିଜର୍ଭ ପୁଲିସ ବଳ, ସୀମା ସୁରକ୍ଷା ବଳ, ଭାରତ-ତିବ୍ବତ ସୀମା ପୁଲିସ ଓ କେନ୍ଦ୍ରୀୟ ଔଦ୍ୟୋଗିକ ସୁରକ୍ଷା ବଳ ମଧ୍ୟରେ ସମନ୍ୱୟ ବୃଦ୍ଧି କରିବା  ଏବଂ ସରଲିକରଣ କରିବା ରେ  ଗୁରୁତର ତ୍ରୁଟି ରହିଛି।
ସାଂସଦ ଶ୍ରୀ ବିଶି ଉଲ୍ଲେଖ କରିଛନ୍ତି ଯେ ରାଜ୍ୟ ପୁଲିସ ସହ  ଅଭିଯାନ ସମୟରେ କମାଣ୍ଡ ଗଠନରେ ସ୍ପଷ୍ଟତା ନଥିବାରୁ  ସମସ୍ୟା ସୃଷ୍ଟି ହେବ। ବିଧେୟକ ରେ 
 ଆଧୁନିକ ସୁରକ୍ଷା ଚ୍ୟାଲେଞ୍ଜ ମାଓବାଦ, ଆତଙ୍କବାଦ ଓ ସୀମା ପରିଚାଳନା ପାଇଁ ପ୍ରଯୁକ୍ତି, ସାଇବର କ୍ଷମତା ଓ ଆଧୁନିକ ସାଧନରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଇ ନାହିଁ ।
ମାନବାଧିକାର ସୁରକ୍ଷା ପାଇଁ ସମ୍ବେଦନଶୀଳ ଅଞ୍ଚଳରେ ଉତ୍ତରଦାୟୀତ୍ୱ କ୍ଷମତା ରେ ସ୍ପଷ୍ଟ ବ୍ୟବସ୍ଥା ନାହିଁ।
କେନ୍ଦ୍ରୀକରଣ ବଢ଼ିବା ନେଇ ସେ କହିଲେ ଯେ ଏହା ସଂଘୀୟ ବ୍ୟବସ୍ଥା କୁ ଦୁର୍ବଳ କରିପାରେ l
ସେ ଆହୁରି କହିଲେ ଯେ ଭାରତୀୟ ପୁଲିସ ସେବା  ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି ଯାହା ଖୁଫିଆ ସୂଚନାରୁ ଆରମ୍ଭ କରି ତଦନ୍ତ ଓ ନ୍ୟାୟ ପ୍ରକ୍ରିୟା ପର୍ଯ୍ୟନ୍ତ ସମନ୍ୱୟ

 ଆଦିବାସୀ ଦଳିତ ବର୍ଗ ପ୍ରତିନିଧିତ୍ୱରେ ଅଭାବ, ବ୍ୟାକଲଗ୍‌ ପଦ ପୂରଣରେ ବିଳମ୍ବ ଉପରେ ଘୋର ଚିନ୍ତା ପ୍ରକଟ କଲେ ସାଂସଦ  ନିରଞ୍ଜନ

ରଖେ। ଏହାର ଭୂମିକା କମିଲେ ସମଗ୍ର ପ୍ରଣାଳୀ ପ୍ରଭାବିତ ହେବ ବୋଲି ସେ ସଚେତନ କରିଛନ୍ତି।ଓଡ଼ିଶାର ଉଦାହରଣ ଦେଇ ସେ କହିଛନ୍ତି ଯେ ବଲାଙ୍ଗିର ସହିତ ଅନେକ ଅଞ୍ଚଳ ନକ୍ସଲମୁକ୍ତ ହୋଇଛି, ଯେଉଁଠାରେ ରାଜ୍ୟ ପୁଲିସର ମୁଖ୍ୟ ଭୂମିକା ଥିଲା ଓ କେନ୍ଦ୍ରୀୟ ବଳ ସହଯୋଗ କରିଥିଲେ।

ସେ କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳରେ ୯୩,୦୦୦ ରୁ ଅଧିକ ଖାଲି ପଦ, କର୍ମଚାରୀଙ୍କ ସେବା ସୁବିଧା, ମାନସିକ ସ୍ୱାସ୍ଥ୍ୟ ଓ ଅଭିଯୋଗ ନିବାରଣ ବ୍ୟବସ୍ଥା ଉପରେ ଅଭାବ ନେଇ ସରକାରକୁ ଘେରିଥିଲେ।
ଏହା ସହିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ବର୍ଗର ପ୍ରତିନିଧିତ୍ୱ ଓ ବ୍ୟାକଲଗ୍‌ ପଦ ପୂରଣରେ ବିଳମ୍ବ ଉପରେ ସେ ଗଭୀର ଚିନ୍ତା ବ୍ୟକ୍ତ କରିଥିଲେ।
ଶେଷରେ, ସାଂସଦ ଶ୍ରୀ ବିଶି ସରକାରଙ୍କୁ ବିଲ୍‌ରେ ଆବଶ୍ୟକ ସଂଶୋଧନ କରି ସମନ୍ୱୟ ଓ ସଂଘୀୟ ବ୍ୟବସ୍ଥା  ସୁଦୃଢ଼ କରିବାକୁ ଦାବି କରିଥିଲେ।
ସେ  ଲୋକସଭା ସାଂସଦ ନିଶିକାନ୍ତ ଦୁବେଙ୍କ ଦ୍ୱାରା ଭାରତ, ଇଣ୍ଡୋନେସିଆ, ରୁଷିଆ ଦେଶର ଭୂମିପୁତ୍ର ବୈଶ୍ୱିକ ନେତା ତଥା ଆଧୁନିକ ଓଡିଶା ର ନିର୍ମାତା, ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଜୁ ପଟ୍ଟନାୟକଙ୍କ ବିରୋଧରେ କରାଯାଇଥିବା ଅପମାନଜନକ ମନ୍ତବ୍ୟ କୁ ମଧ୍ୟ ଘୋର ନିନ୍ଦା କରି ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବୀ କରିଥିଲେ l

 


News Comment




Photo in News

Advertisment
Lastest News
  ଜିଲ୍ଲା  
ସୌଭିକଙ୍କ ସପକ୍ଷରେ ବାହାରିଲା ଓଡ଼ିଶା କ୍ରାନ୍ତି ମଞ୍ଚ ନିମକ ହାରାମିକୁ ଉଚିତ ଜବାବ ଦିଆଯିବ ।   04-Jul-2026
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026

You Might Also Like