-+91-9937148622 |

prerana_bgr@rediffmail.com |

  Tuesday 31st March 2026 |

| | | |

R.N.I. Regd No. ODIODI/2010/46693

Breaking News

ଖାଉଟି ଅଦାଲତର ରେ ଫ୍ଲିପକାର୍ଡ ଦଣ୍ଡିତ    (31-Mar-2026)       ||      ଲୁହୂରାମୁଣ୍ଡା ପଂଚାୟତ ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Mar-2026)       ||      କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ ବିଧେୟକ(ସାଧାରଣ ପ୍ରଶାସନ )ଉପରେ ସାଂସଦ ନିରଞ୍ଜନ ବିଶି ଙ୍କ କଡ଼ା ସମାଲୋଚନା   (31-Mar-2026)       ||      ବର୍ଷା ଅଭାବରୁ ଚିନାବାଦମ ଚାଷ କ୍ଷତିଗ୍ରସ୍ତ   (31-Mar-2026)       ||      ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   (30-Mar-2026)       ||      ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   (30-Mar-2026)       ||      ଟୁହିଲାମାଲ ରେ ସାମାଜିକ ଓ ସାଂସ୍କୃତିକ ସଚେତନତା କାର୍ଯ୍ୟକ୍ରମ    (30-Mar-2026)       ||      ରଜକ ସେବା ସଂଘର ବାର୍ଷିକ ସମ୍ମିଳନୀ: ଶିକ୍ଷା, ସଂକୃତି, ଅର୍ଥନୀତି ସୁଧାର ହେଲେ ସମାଜର ଉନ୍ନତି ହେବ   (30-Mar-2026)       ||      ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ   (30-Mar-2026)       ||      ଚର୍ଚ୍ଚାରେ ଗ୍ରାମସାଥୀଙ୍କ କୋଟି କୋଟି ଟଙ୍କାର ଫାର୍ମ♦️ ଏତେଟଙ୍କା ଆଣିଲେ କେଉଁଠୁ ?    (30-Mar-2026)       ||      ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   (30-Mar-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   (30-Mar-2026)       ||      ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   (30-Mar-2026)       ||      ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   (30-Mar-2026)       ||      ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ    (30-Mar-2026)       ||      ଏପ୍ରିଲ ୫ ରେ ୩୭ ତମ ବାର୍ଷିକ ତେର ଶମ୍ଭୁ ମିଳନ ସମାରୋହ : ୧ରୁ ଆମିଷ ବିକ୍ରି ଓ ସେବନ ବନ୍ଦ    (30-Mar-2026)       ||      ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ   (30-Mar-2026)       ||      ବରପାଲି ଶ୍ରୀରାମ ମନ୍ଦିରରେ ବୈଦିକ ରୀତିରେ ସୀତା ବିବାହ ସଂପନ୍ନ   (30-Mar-2026)       ||      ଓଡ଼ିଶା ଖଦି ମେଳା – ୨୦୨୬ ଉଦ୍‌ଯାପିତ, ଗ୍ରାମୀଣ ରୋଜଗାରର ଶକ୍ତି ହେଉଛି ଖଦି ଓ ଗ୍ରାମୋଦ୍ୟୋଗ : ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ    (30-Mar-2026)       ||     

HOME   ଜିଲ୍ଲା

ଲୁହୂରାମୁଣ୍ଡା ପଂଚାୟତ ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

31-Mar-2026



ଆଗଲପୁର, (ପ୍ରେରଣା ଖବର) ଆଗଲପୁର ବ୍ଲକ ଲୁହୂରମୁଣ୍ଡା ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଶିବିର ଟି ସରପଞ୍ଚ ଶ୍ରୀମତୀ ଲୀନାକ୍ଷୀ ନାୟକ ଙ୍କ ତତ୍ୱାବଧାନ ରେ ଆଗଲପୁର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି ଯୋଗ ଦେଇଥିଲେ l ଏହାସହ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ମିଶ୍ର ମଧ୍ୟ ଶିବିର ରେ ଉପସ୍ଥିତ ରହି ଅଭିଯୋଗ ଗ୍ରହଣ କରିଥିଲେ l ଜିପିଓ ଶ୍ରୀ ଦେବରାଜ ତାଣ୍ଡି, ଅଂଶୁମାନ ଦେବ ବାବୁ, ସୁଶାନ୍ତ ମହାକୁର, ଜ୍ଞାନରଞ୍ଜନ ସା, ସର୍ବେଶ୍ୱର ପୁଟେଲ, ଅମିତ କୁମାର ସାହୁ, ଅମିତ ପଟେଲ, ଅଭି ସାହୁ, ରୋହିତ କୁମାର ପଧାନ, ଆଲୋକ ରଞ୍ଜନ ମିଶ୍ର, ପିଇଓ ଗୁଣନିଧି ଦଣ୍ଡସେନା, ଏଡିଈଓ ଚିତ୍ତରଞ୍ଜନ ଭୋଇ ପ୍ରଭୃତି  ଶିବିର ରେ ଉପସ୍ଥିତ ରହି ନିଜ ନିଜ ବିଭାଗର ଅଭିଯୋଗ ଗୁଡିକ ଗ୍ରହଣ କରିଥିଲେ l ଆଜିର ଜନ ଶୁଣାଣି ଶିବିର ରେ ସର୍ବ ମୋଟ 12 ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିବା ପଞ୍ଜିକରଣ ଅଧିକାରୀ ସୂଚନା ଦେଇଛନ୍ତି l ବିଭିନ୍ନ ପ୍ରକାର  ଯଥା  ଆବାସଗୃହ, ଭତ୍ତା, ରାସନ କାର୍ଡଉପରେ ଅଭିଯୋଗ ଆସିଥିଲା l ଏହି ଶିବିର ଟି ଶାନ୍ତି ଓ ଶୃଙ୍ଖଳା ସହ ଶେଷ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଖାଉଟି ଅଦାଲତର ରେ ଫ୍ଲିପକାର୍ଡ ଦଣ୍ଡିତ    31-Mar-2026
  ଜିଲ୍ଲା  
ଲୁହୂରାମୁଣ୍ଡା ପଂଚାୟତ ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Mar-2026
  ଜିଲ୍ଲା  
କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ ବିଧେୟକ(ସାଧାରଣ ପ୍ରଶାସନ )ଉପରେ ସାଂସଦ ନିରଞ୍ଜନ ବିଶି ଙ୍କ କଡ଼ା ସମାଲୋଚନା   31-Mar-2026
  ଜିଲ୍ଲା  
ବର୍ଷା ଅଭାବରୁ ଚିନାବାଦମ ଚାଷ କ୍ଷତିଗ୍ରସ୍ତ   31-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   30-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   30-Mar-2026
  ଜିଲ୍ଲା  
ଟୁହିଲାମାଲ ରେ ସାମାଜିକ ଓ ସାଂସ୍କୃତିକ ସଚେତନତା କାର୍ଯ୍ୟକ୍ରମ   30-Mar-2026
  ଜିଲ୍ଲା  
ରଜକ ସେବା ସଂଘର ବାର୍ଷିକ ସମ୍ମିଳନୀ: ଶିକ୍ଷା, ସଂକୃତି, ଅର୍ଥନୀତି ସୁଧାର ହେଲେ ସମାଜର ଉନ୍ନତି ହେବ   30-Mar-2026
  ରାଜ୍ୟ  
ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ   30-Mar-2026
  ରାଜ୍ୟ  
ଚର୍ଚ୍ଚାରେ ଗ୍ରାମସାଥୀଙ୍କ କୋଟି କୋଟି ଟଙ୍କାର ଫାର୍ମ♦️ ଏତେଟଙ୍କା ଆଣିଲେ କେଉଁଠୁ ?   30-Mar-2026
  ଜିଲ୍ଲା  
ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   30-Mar-2026
  ଜିଲ୍ଲା  
*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   30-Mar-2026

You Might Also Like