-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||     

HOME   ରାଜ୍ୟ

ପଲଶାଗୋରା ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବ ♦️ ଶିକ୍ଷା, ସଂସ୍କୃତି ଓ ଅନୁଶାସନ ରେ ଶିଶୁମନ୍ଦିର ର ଭୂମିକା ଅନନ୍ୟ

31-Mar-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ପଲଶାଗୋରା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ ଅନୁଷ୍ଠିତ ହୋଇଯାଇଛି l  ବିଦ୍ୟାଳୟ ସଭାପତି ଲୋକନାଥ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ କଣ୍ଟାମାଳ ବିଧାୟକ କହ୍ନାଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଓ  ଅବସରପ୍ରାପ୍ତ ଶିକ୍ଷକ ଚିତ୍ରସେନ ଖଟୁଆ ମୁଖ୍ୟ ବକ୍ତା ଏବଂ ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ପଦ୍ମାଳୟା ପ୍ରଧାନ, ସ୍ଥାନୀୟ ସରପଞ୍ଚ ସୁଶ୍ରୀ ସୌଦାମିନୀ ମଲ୍ଲିକ, ସମାଜସେବୀ ଶିତିକଣ୍ଠ ମିଶ୍ର, କଣ୍ଟାମାଳ ସଂକୁଳପ୍ରମୁଖ ସନ୍ତୋଷ କୁମାର 

ବିଶି, ବୌଦ୍ଧ ଜିଲ୍ଲା ପ୍ରମୁଖ କାର୍ତ୍ତିକେଶ୍ୱର ବେହେରା, ସମ୍ପାଦକ ସୁରେନ୍ଦ୍ର ନାଥ ପ୍ରଧାନ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇ ଶିକ୍ଷା, ସଂସ୍କୃତି, ଅନୁଶାସନ, ଆଚରଣ, ଆଧ୍ୟାତ୍ମିକତାରେ ଶିଶୁମନ୍ଦିରର ଭୂମିକା ଅତୁଳନୀୟ ବୋଲି କହିଥିଲେ। ପ୍ରଧାନ ଆଚାର୍ଯ୍ୟ ହେମନ୍ତ ପୁଟେଲ ବାର୍ଷିକ ବିବରଣୀ ପଠନ ଓ ଗୁରୁଜୀ ଶ୍ରୀପତି ଦୀପ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଆରମ୍ଭରେ ବିଦ୍ୟାଳୟ ଛାତ୍ରୀମାନେ ସ୍ୱାଗତ ସଂଗୀତ ପରିବେଷଣ କରିଥିଲେ। ଏହିଅବସରରେ ପୂର୍ବରୁ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତୀ ଭାଇ ଭଉଣୀ ମାନଙ୍କୁ ଅତିଥି ମାନେ

ପୁରସ୍କୃତ କରିଥିଲେ। ପରେ ବିଦ୍ୟାଳୟର ଭାଇ ଭଉଣୀ ମାନଙ୍କ ଦ୍ୱାରା ଅନୁଷ୍ଠିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସମଗ୍ର ବିଦ୍ୟାଳୟ ପରିବେଶକୁ ଉତ୍ସବମୁଖର କରିଥିଲା  ।  ଉତ୍ସବକୁ ବିଦ୍ୟାଳୟର ଶ୍ରୀପତି ଦୀପ, ରାଜେଶ ରଣା, ମୀନକେତନ ରଣା, ଲିପ୍ସା ଦାସ ,ଶାନ୍ତି ପ୍ରିୟ ଗୁରୁ, ସୌରୀ ପାଢ଼ୀ, ପଦ୍ମିନୀ ମିଶ୍ର ଆଦି ଗୁରୁଜୀ ଗୁରୁମାଙ୍କ ସମେତ ପରିଚାଳନା ସମିତି କାର୍ଯ୍ୟକର୍ତ୍ତା, ପୂର୍ବତନ ପରିଚାଳନା ସମିତି କାର୍ଯ୍ୟକର୍ତ୍ତା, ବନ୍ଧୁ ଭଗିନୀ,ମାତୃ ଭାରତୀ ,ବିଦ୍ୱତ ପରିଷଦ କାର୍ଯ୍ୟକର୍ତ୍ତା ପରିଚାଳନାରେ ସହଯୋଗ କରିଥିବାବେଳେ ବନ୍ଧୁ,ଅଭିଭାବକ, ଅଭିଭାବିକା ଓ ସ୍ଥାନୀୟ ଜନ ସାଧାରଣ ଉପସ୍ଥିତ ରହି ଉତ୍ସlହିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026

You Might Also Like