-+91-9937148622 |

prerana_bgr@rediffmail.com |

  Saturday 4th July 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା    (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   (03-Jul-2026)       ||      କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   (03-Jul-2026)       ||      ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ    (03-Jul-2026)       ||      ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   (03-Jul-2026)       ||      ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||     

HOME   ଜିଲ୍ଲା

ଭବିଷ୍ୟ ଇଂରାଜୀ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ

31-Mar-2026



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ବ୍ଲକ ଫୁଲମୁଠି ଠାରେ ଥିବା ଭବିଷ୍ୟ ଇଂରାଜୀ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ ସୋମବାର ସନ୍ଧ୍ୟାରେ ବିପୁଳ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି । ଭବିଷ୍ୟ ଚାରିଟେବୁଲ ଟ୍ରଷ୍ଟ ଚେୟାରମେନ ସଞ୍ଜୀବ କୁମାର ସୁବୁଦ୍ଧିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବାର୍ଷିକ ଉତ୍ସବରେ ବିନିକା ତହସିଲଦାର ରସନା ଭୋଇ ଯୋଗଦେଇ ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀଙ୍କ ଉଜ୍ଜଳ ଭବିଷ୍ୟତ ଗଠନ ନେଇ ଶିକ୍ଷାର ବିଭିନ୍ନ ଦିଗ ଉପରେ ଆଲୋକପାତ କରିବା ସହିତ ଛାତ୍ରଛାତ୍ରୀ ମାନେ ନିଜର ଲକ୍ଷ୍ୟ ହାସଲ ପାଇଁ କଠିନ ପରିଶ୍ରମ କରିବା ଦିଗରେ  ପରାମର୍ଶ ଦେଇଥିଲେ । ସେହିପରି ଅନ୍ୟ ମାନଙ୍କ ମଧ୍ୟରେ ଏହି ଉତ୍ସବରେ ଏକାଡେମୀ ମୁଖ୍ୟ ଡ ଭବାନୀ ଶଙ୍କର ମେହେର,ଭାଇସ ଚେୟାରମେନ ସଞ୍ଜୀବ ପାତ୍ର, ଆସିଷ୍ଟାଣ୍ଟ ମେନେଜିଙ୍ଗ ଡାଇରେକ୍ଟର ସୁନୀଲ କୁମାର ମେହେର,ସ୍କୁଲ ଅଧ୍ୟକ୍ଷା ସସ୍ମିତା ସାମନ୍ତରାୟ ପ୍ରମୁଖ ବକ୍ତବ୍ୟ ପ୍ରଦାନ କରିଥିଲେ।ଉତ୍ସବ ପ୍ରାରମ୍ଭରେ ସ୍କୁଲର ସ୍କୁଲ ଛାତ୍ରଛାତ୍ରୀଙ୍କ ଦ୍ବାରା ସଙ୍ଗୀତ ପରିବେଷଣ ହେବାପରେ ଟ୍ରଷ୍ଟ ଏଡମିଷ୍ଟେଟିଭ ମାନଗୋବିନ୍ଦ ବ୍ରହ୍ମଚାରୀଙ୍କ ଦ୍ଵାରା ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ,ମେନେଜୀଙ୍ଗ ଡାଇରେକ୍ଟର  ସୁଧାଂଶୁ ଶେଖର ଦାଶ ବାର୍ଷିକ ବିବରଣୀ ପଠନ କରିଥିଲେ।ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତାରେ ସଫଳ ହୋଇଥିବା ଛାତ୍ରଛାତ୍ରୀ,ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗନେଇଥିବା  କୁନି କଳାକାର,ଭବିଷ୍ୟ ସମ୍ମାନ ହାସଲ କରିଥିବା ଡ଼ ଅର୍ଚିତେସ ପଣ୍ଡାଙ୍କୁ ଅତିଥି ମାନେ ମାନପତ୍ର,ମୋମେଣ୍ଟୋ ଦେଇ ସମ୍ମାନିତ କରିଥିଲେ ।ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ନାଚ,ଗୀତ ପରିବେଷଣ ଅଭିଭାବକ/ଅଭିଭାବିକାଙ୍କୁ ମୁଗ୍ଧ କରିଥିଲା ।ଶେଷରେ ଏକାଡେମୀ ମୁଖ୍ୟ ଡ଼ ଭବାନୀ ଶଙ୍କର ମେହେର  ଧନ୍ୟବାଦ ଅର୍ପଣ କରିଥିଲେ।ଉତ୍ସବ ପରିଚାଳନାରେ ସ୍କୁଲର ସମସ୍ତ ଶିକ୍ଷକ/ଶିକ୍ଷୟତ୍ରୀ,ପରିଚାଳନା କମିଟି ସଦସ୍ୟ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଜାତୀୟ ବିଦ୍ୟୁତ ସୁରକ୍ଷା ସପ୍ତାହ ପାଳିତ:ଶପଥ ପାଠ ଓ କୁଇଜ ମାଧ୍ୟମରେ ସଚେତନତା   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
ମାୟାବର୍ହ୍। ଉଚ୍ଚ ବିଦ୍ୟାଳୟ ଠାରେ ବନମହୋତ୍ସବ ସପ୍ତାହ ପାଳିତ ପ୍ରକୃତି ମିତ୍ର ସ୍କୁଲ ଭାବରେ ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଗର୍ବିତ   03-Jul-2026
  ଜିଲ୍ଲା  
କୁତୁର୍ଲା ପେକ୍ସ ପରିଦର୍ଶନ କଲେ ନରସିଂହ♦️ ଧାନ ବିକ୍ରିର ଶେଷ ଦିନରେ ମଧ୍ୟ ଉଠିପାରୁନାହିଁ ଚାଷୀଙ୍କ ଧାନ♦️୧୮ ଜଣ ଚାଷୀଙ୍କ ଆସିନାହିଁ ଟୋକନ, ଚାଷୀ ହତାଶ   03-Jul-2026
  ଜିଲ୍ଲା  
ଭାରତ ନିର୍ବାଚନ ଆୟୋଗଙ୍କ ଦ୍ଵାରା ଗଣମାଧ୍ୟମ ଏବଂ ସମ୍ପର୍କିତ ସମ୍ମିଳନୀ♦️ ଓଡ଼ିଶାରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ୧୩ଜଣ ଡିଆଇପିଆରଓ ଙ୍କ ଯୋଗଦାନ   03-Jul-2026
  ଜିଲ୍ଲା  
ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା ଏବଂ ୨୫ରେ ବାହୁଡା଼ ଯାତ୍ରା   03-Jul-2026
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026

You Might Also Like