-+91-9937148622 |

prerana_bgr@rediffmail.com |

  Tuesday 31st March 2026 |

| | | |

R.N.I. Regd No. ODIODI/2010/46693

Breaking News

ଶୋଚନୀୟ ହେଲାଣି ବରୁଆଁ-ବରୀ ରାସ୍ତା, ମରାମତି କରୁନାହିଁ ପୂର୍ତ୍ତ ବିଭାଗ   (31-Mar-2026)       ||      "ବୁଢାଦେଓଙ୍କ ଗାଦିଯାତ୍ରାରେ ଟିମନପୁର କାନ୍ଦିଉଠିଲା ଭକ୍ତିରେ—ଆଖିରେ ଆନନ୍ଦର ଲୁହ"   (31-Mar-2026)       ||      ଭବିଷ୍ୟ ଇଂରାଜୀ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ   (31-Mar-2026)       ||      ପଲଶାଗୋରା ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବ ♦️ ଶିକ୍ଷା, ସଂସ୍କୃତି ଓ ଅନୁଶାସନ ରେ ଶିଶୁମନ୍ଦିର ର ଭୂମିକା ଅନନ୍ୟ    (31-Mar-2026)       ||      ଖାଉଟି ଅଦାଲତର ରେ ଫ୍ଲିପକାର୍ଡ ଦଣ୍ଡିତ    (31-Mar-2026)       ||      ଲୁହୂରାମୁଣ୍ଡା ପଂଚାୟତ ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Mar-2026)       ||      କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ ବିଧେୟକ(ସାଧାରଣ ପ୍ରଶାସନ )ଉପରେ ସାଂସଦ ନିରଞ୍ଜନ ବିଶି ଙ୍କ କଡ଼ା ସମାଲୋଚନା   (31-Mar-2026)       ||      ବର୍ଷା ଅଭାବରୁ ଚିନାବାଦମ ଚାଷ କ୍ଷତିଗ୍ରସ୍ତ   (31-Mar-2026)       ||      ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   (30-Mar-2026)       ||      ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   (30-Mar-2026)       ||      ଟୁହିଲାମାଲ ରେ ସାମାଜିକ ଓ ସାଂସ୍କୃତିକ ସଚେତନତା କାର୍ଯ୍ୟକ୍ରମ    (30-Mar-2026)       ||      ରଜକ ସେବା ସଂଘର ବାର୍ଷିକ ସମ୍ମିଳନୀ: ଶିକ୍ଷା, ସଂକୃତି, ଅର୍ଥନୀତି ସୁଧାର ହେଲେ ସମାଜର ଉନ୍ନତି ହେବ   (30-Mar-2026)       ||      ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ   (30-Mar-2026)       ||      ଚର୍ଚ୍ଚାରେ ଗ୍ରାମସାଥୀଙ୍କ କୋଟି କୋଟି ଟଙ୍କାର ଫାର୍ମ♦️ ଏତେଟଙ୍କା ଆଣିଲେ କେଉଁଠୁ ?    (30-Mar-2026)       ||      ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   (30-Mar-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   (30-Mar-2026)       ||      ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   (30-Mar-2026)       ||      ଏକ୍ସପ୍ରେସ ଟ୍ରେନ ରହଣୀ ପାଇଁ ସ୍ଵାଭିମାନ ବିକାଶ ମଞ୍ଚ ପକ୍ଷରୁ ଷ୍ଟେସନ ମାଷ୍ଟର ଜରୀଆରେ DRM ଙ୍କୁ ଦାବିପତ୍ର ପ୍ରଦାନ   (30-Mar-2026)       ||      ରାମ ନବମୀ ପୂଜା ଅନୁ ସ୍ଥିତ ହୋଇଚି ପାରାୟଣ ସହିତ ରାମଙ୍କ ପ୍ରବଚନ ଓ ସଂସ୍କୁର୍ତ୍ତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-Mar-2026)       ||      ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦୁପତ୍ର କର୍ମଚାରୀଙ୍କ ଦୁଃଖ ଜଣାଇଲେ ବରଗଡ଼ ସାଂସଦ♦️ କେନ୍ଦୁପତ୍ର କର୍ମଚାରୀଙ୍କ ଅବସର ବୟସ ୬୫ ବର୍ଷକୁ ବୃଦ୍ଧି କରାଯାଉ: ପ୍ରଦୀପ ପୁରୋହିତ    (30-Mar-2026)       ||     

HOME   ଜିଲ୍ଲା

ଶୋଚନୀୟ ହେଲାଣି ବରୁଆଁ-ବରୀ ରାସ୍ତା, ମରାମତି କରୁନାହିଁ ପୂର୍ତ୍ତ ବିଭାଗ

31-Mar-2026



(ରଂଜିତ ମହାନ୍ତି )
ଶୋଚନୀୟ ହେଲାଣି ବରୁଆଁ-ବରୀ ରାସ୍ତା, ମରାମତି କରୁନାହିଁ ପୂର୍ତ୍ତ ବିଭାଗ
 ଜିଲ୍ଲାର ଅନ୍ୟତମ ପ୍ରମୁଖ ରାସ୍ତା ବରୁଆଁ-ବରୀ ରାସ୍ତା ଶୋଚନୀୟ ହୋଇ ପଡିଛି । ରାସ୍ତାର ବିଭିନ୍ନ ସ୍ଥାନରୁ ପିଚୁ ଉଠିଯାଇ ଖାଲଖମା ସୃଷ୍ଟି ହୋଇଛି । ଆଜକୁ ଦୀର୍ଘ ଦିନ ହେଲା ରାସ୍ତାର ଏହି ଅବସ୍ଥା ହୋଇଥିଲା ବେଳେ ପୂର୍ତ୍ତ ବିଭାଗ ଏହାକୁ ମରାମତି କରିବା ବଦଳରେ ଚୁପ ବସିଛି । ଏହି ରାସ୍ତା ଦେଇ ଦୈନିକ ହଜାର ହଜାର ସଂଖ୍ୟାର ବଡ଼ ଓ ଛୋଟ ଗାଡି ଗତାଗତ କରୁଥିଲା ବେଳେ ରାସ୍ତାର ଏହି ଅବସ୍ଥା ଫଳରେ ଦୁର୍ଘଟଣା ଘଟୁଛି । ଏଥିପ୍ରତି ତୁରନ୍ତ ଦୃଷ୍ଟି ଦେଇ ମରାମତି କରିବାକୁ “ଜାଗ୍ରତ ବରୀ” ପକ୍ଷରୁ ଦାବି ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶୋଚନୀୟ ହେଲାଣି ବରୁଆଁ-ବରୀ ରାସ୍ତା, ମରାମତି କରୁନାହିଁ ପୂର୍ତ୍ତ ବିଭାଗ   31-Mar-2026
  ଜିଲ୍ଲା  
"ବୁଢାଦେଓଙ୍କ ଗାଦିଯାତ୍ରାରେ ଟିମନପୁର କାନ୍ଦିଉଠିଲା ଭକ୍ତିରେ—ଆଖିରେ ଆନନ୍ଦର ଲୁହ"   31-Mar-2026
  ଜିଲ୍ଲା  
ଭବିଷ୍ୟ ଇଂରାଜୀ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ   31-Mar-2026
  ରାଜ୍ୟ  
ପଲଶାଗୋରା ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବ ♦️ ଶିକ୍ଷା, ସଂସ୍କୃତି ଓ ଅନୁଶାସନ ରେ ଶିଶୁମନ୍ଦିର ର ଭୂମିକା ଅନନ୍ୟ   31-Mar-2026
  ଜିଲ୍ଲା  
ଖାଉଟି ଅଦାଲତର ରେ ଫ୍ଲିପକାର୍ଡ ଦଣ୍ଡିତ    31-Mar-2026
  ଜିଲ୍ଲା  
ଲୁହୂରାମୁଣ୍ଡା ପଂଚାୟତ ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Mar-2026
  ଜିଲ୍ଲା  
କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ ବିଧେୟକ(ସାଧାରଣ ପ୍ରଶାସନ )ଉପରେ ସାଂସଦ ନିରଞ୍ଜନ ବିଶି ଙ୍କ କଡ଼ା ସମାଲୋଚନା   31-Mar-2026
  ଜିଲ୍ଲା  
ବର୍ଷା ଅଭାବରୁ ଚିନାବାଦମ ଚାଷ କ୍ଷତିଗ୍ରସ୍ତ   31-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   30-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   30-Mar-2026
  ଜିଲ୍ଲା  
ଟୁହିଲାମାଲ ରେ ସାମାଜିକ ଓ ସାଂସ୍କୃତିକ ସଚେତନତା କାର୍ଯ୍ୟକ୍ରମ   30-Mar-2026
  ଜିଲ୍ଲା  
ରଜକ ସେବା ସଂଘର ବାର୍ଷିକ ସମ୍ମିଳନୀ: ଶିକ୍ଷା, ସଂକୃତି, ଅର୍ଥନୀତି ସୁଧାର ହେଲେ ସମାଜର ଉନ୍ନତି ହେବ   30-Mar-2026

You Might Also Like