-+91-9937148622 |

prerana_bgr@rediffmail.com |

  Tuesday 31st March 2026 |

| | | |

R.N.I. Regd No. ODIODI/2010/46693

Breaking News

ଘୁଷୁରାମୁଣ୍ଡା ମହିମାମଠ ରେ ବିଶ୍ୱଶାନ୍ତି ବାଲ୍ୟଳିଲା ବ୍ରହ୍ମଯଜ୍ଞ ଅନୁଷ୍ଠିତ   (31-Mar-2026)       ||      ଘୁଷୁରାମୁଣ୍ଡା ମହିମାମଠ ରେ ବିଶ୍ୱଶାନ୍ତି ବାଲ୍ୟଳିଲା ବ୍ରହ୍ମଯଜ୍ଞ ଅନୁଷ୍ଠିତ   (31-Mar-2026)       ||      ଆତ୍ମରକ୍ଷା ତାଲିମ୍ ଝିଅମାନଙ୍କ ପାଇଁଏକ କବଚ ସଦୃଶ? ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ    (31-Mar-2026)       ||      ଶୋଚନୀୟ ହେଲାଣି ବରୁଆଁ-ବରୀ ରାସ୍ତା, ମରାମତି କରୁନାହିଁ ପୂର୍ତ୍ତ ବିଭାଗ   (31-Mar-2026)       ||      "ବୁଢାଦେଓଙ୍କ ଗାଦିଯାତ୍ରାରେ ଟିମନପୁର କାନ୍ଦିଉଠିଲା ଭକ୍ତିରେ—ଆଖିରେ ଆନନ୍ଦର ଲୁହ"   (31-Mar-2026)       ||      ଭବିଷ୍ୟ ଇଂରାଜୀ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ   (31-Mar-2026)       ||      ପଲଶାଗୋରା ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବ ♦️ ଶିକ୍ଷା, ସଂସ୍କୃତି ଓ ଅନୁଶାସନ ରେ ଶିଶୁମନ୍ଦିର ର ଭୂମିକା ଅନନ୍ୟ    (31-Mar-2026)       ||      ଖାଉଟି ଅଦାଲତର ରେ ଫ୍ଲିପକାର୍ଡ ଦଣ୍ଡିତ    (31-Mar-2026)       ||      ଲୁହୂରାମୁଣ୍ଡା ପଂଚାୟତ ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Mar-2026)       ||      କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ ବିଧେୟକ(ସାଧାରଣ ପ୍ରଶାସନ )ଉପରେ ସାଂସଦ ନିରଞ୍ଜନ ବିଶି ଙ୍କ କଡ଼ା ସମାଲୋଚନା   (31-Mar-2026)       ||      ବର୍ଷା ଅଭାବରୁ ଚିନାବାଦମ ଚାଷ କ୍ଷତିଗ୍ରସ୍ତ   (31-Mar-2026)       ||      ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   (30-Mar-2026)       ||      ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   (30-Mar-2026)       ||      ଟୁହିଲାମାଲ ରେ ସାମାଜିକ ଓ ସାଂସ୍କୃତିକ ସଚେତନତା କାର୍ଯ୍ୟକ୍ରମ    (30-Mar-2026)       ||      ରଜକ ସେବା ସଂଘର ବାର୍ଷିକ ସମ୍ମିଳନୀ: ଶିକ୍ଷା, ସଂକୃତି, ଅର୍ଥନୀତି ସୁଧାର ହେଲେ ସମାଜର ଉନ୍ନତି ହେବ   (30-Mar-2026)       ||      ମାନ୍ୟବର ବିଚାରପତି ଶ୍ରୀ ଶତ୍ରୁଘନ ପୂଜାହାରୀ ଓଡ଼ିଶା ମାନବ ଅଧିକାର ଆୟୋଗର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ   (30-Mar-2026)       ||      ଚର୍ଚ୍ଚାରେ ଗ୍ରାମସାଥୀଙ୍କ କୋଟି କୋଟି ଟଙ୍କାର ଫାର୍ମ♦️ ଏତେଟଙ୍କା ଆଣିଲେ କେଉଁଠୁ ?    (30-Mar-2026)       ||      ଜାରିଂର ଝିଅ ତ୍ରିସ୍ନା ସାହୁ ଶ୍ରୀଲଙ୍କାରେ ଅଣ୍ଡର-୧୭ ହ୍ୟାଣ୍ଡବଲ୍ ପାଇଁ ଚୟନ   (30-Mar-2026)       ||      *ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଆଇସିୟୁ ଓ ଭେଣ୍ଟିଲେଟର*- *ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡିଲେ ବରିଷ୍ଠ ଆଇନଜୀବୀ ବଳଦେବ ବେଦବାକ୍*   (30-Mar-2026)       ||      ତହସିଲଦାର ଙ୍କୁ ବିଜେଡ଼ି ବିଧାୟିକା ଙ୍କ ସ୍ୱାମୀ ହତ୍ୟା ଧମକ ପ୍ରତିବାଦ ରେ ବିଜେପି ର ବିକ୍ଷୋଭ   (30-Mar-2026)       ||     

HOME   ଜିଲ୍ଲା

ଆତ୍ମରକ୍ଷା ତାଲିମ୍ ଝିଅମାନଙ୍କ ପାଇଁଏକ କବଚ ସଦୃଶ? ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ

31-Mar-2026



ବଲାଙ୍ଗୀର (ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିର ଠାରେ ଆଜି ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି | ଛାତ୍ରୀମାନଙ୍କ ପାଇଁ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଏକ ଉଚିତ୍ ପଦକ୍ଷେପ ଓ କବଚ ସଦୃଶ ବୋଲି ବକ୍ତାମାନେ କହିଥିଲେ | ଏଭଳି ପ୍ରଶିକ୍ଷଣ ଆମମାନଙ୍କ ସକାଶେ ଏକ ଫଳପ୍ରଦ ଶିକ୍ଷା ବୋଲି ଅଂଶ ଗ୍ରହଣକାରୀ ଛାତ୍ରୀମାନେ କହିଥିଲେ | ସରକାରଙ୍କ ତରଫରୁ ନିର୍ଦ୍ଦେଶିତ ଏ ପ୍ରଶିକ୍ଷଣ ଶିବିର ଗତ ଫେବୃଆରୀ ୧୦ ତାରିଖରୁ ଆରମ୍ଭ ହୋଇ ୩୧ ମାର୍ଚ୍ଚ ୨୦୨୬ ପର୍ଯ୍ୟନ୍ତ ସପ୍ତାହକୁ ଥରେ ଅନୁଷ୍ଠିତ ହେଉଥିଲା |  ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼. କୌତୁକ ପନ୍ଦର ଏଥିରେ ସଭାପତିତ୍ୱ କରିଥିଲେ |ଶକ୍ତିଶ୍ରୀ ସଂଯୋଜିକା ପ୍ରାଧ୍ୟାପିକା ବନ୍ଦନା ବାର୍ ଏହାର ଦାୟିତ୍ବକୁ ସୁଚାରୁ ରୂପେ ପରିସମାପ୍ତି କରିଥିବାବେଳେ ଡ଼.ରମଣୀ ନାଏକ, ଡ଼. ବିଜୟ ବେହେରା, ଲିଲିମା ଗର୍ଡିଆ, କଲ୍ୟାଣୀ ମିଶ୍ର, କମଳାକାନ୍ତ କରାଲି ପ୍ରମୁଖ ସାହାଯ୍ୟ ସହଯୋଗ କରିଥିଲେ | ଏଥିରେ ପ୍ରଶିକ୍ଷିକା ଲିପ୍ସାରାଣୀ ଡାଙ୍ଗ ଓ ସୁବାସିନୀ ମଲ୍ଲିକ ଉପସ୍ଥିତ ରହି ନିଜ ନିଜ ମତ ଉପସ୍ଥାପନ କରିଥିଲେ |ଶେଷରେ ଛାତ୍ରୀମାନଙ୍କୁ ପ୍ରମାଣ ପତ୍ର ବଣ୍ଟନ କରାଯାଇଥିଲା | ଶେଷରେ ଅଧ୍ୟାପକ ହୃଷୀକେଶ ଦାସ ଧନ୍ୟବାଦ୍ ଦେଇଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଘୁଷୁରାମୁଣ୍ଡା ମହିମାମଠ ରେ ବିଶ୍ୱଶାନ୍ତି ବାଲ୍ୟଳିଲା ବ୍ରହ୍ମଯଜ୍ଞ ଅନୁଷ୍ଠିତ   31-Mar-2026
  ଜିଲ୍ଲା  
ଘୁଷୁରାମୁଣ୍ଡା ମହିମାମଠ ରେ ବିଶ୍ୱଶାନ୍ତି ବାଲ୍ୟଳିଲା ବ୍ରହ୍ମଯଜ୍ଞ ଅନୁଷ୍ଠିତ   31-Mar-2026
  ଜିଲ୍ଲା  
ଆତ୍ମରକ୍ଷା ତାଲିମ୍ ଝିଅମାନଙ୍କ ପାଇଁଏକ କବଚ ସଦୃଶ? ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ   31-Mar-2026
  ଜିଲ୍ଲା  
ଶୋଚନୀୟ ହେଲାଣି ବରୁଆଁ-ବରୀ ରାସ୍ତା, ମରାମତି କରୁନାହିଁ ପୂର୍ତ୍ତ ବିଭାଗ   31-Mar-2026
  ଜିଲ୍ଲା  
"ବୁଢାଦେଓଙ୍କ ଗାଦିଯାତ୍ରାରେ ଟିମନପୁର କାନ୍ଦିଉଠିଲା ଭକ୍ତିରେ—ଆଖିରେ ଆନନ୍ଦର ଲୁହ"   31-Mar-2026
  ଜିଲ୍ଲା  
ଭବିଷ୍ୟ ଇଂରାଜୀ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ   31-Mar-2026
  ରାଜ୍ୟ  
ପଲଶାଗୋରା ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବ ♦️ ଶିକ୍ଷା, ସଂସ୍କୃତି ଓ ଅନୁଶାସନ ରେ ଶିଶୁମନ୍ଦିର ର ଭୂମିକା ଅନନ୍ୟ   31-Mar-2026
  ଜିଲ୍ଲା  
ଖାଉଟି ଅଦାଲତର ରେ ଫ୍ଲିପକାର୍ଡ ଦଣ୍ଡିତ    31-Mar-2026
  ଜିଲ୍ଲା  
ଲୁହୂରାମୁଣ୍ଡା ପଂଚାୟତ ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Mar-2026
  ଜିଲ୍ଲା  
କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ ବିଧେୟକ(ସାଧାରଣ ପ୍ରଶାସନ )ଉପରେ ସାଂସଦ ନିରଞ୍ଜନ ବିଶି ଙ୍କ କଡ଼ା ସମାଲୋଚନା   31-Mar-2026
  ଜିଲ୍ଲା  
ବର୍ଷା ଅଭାବରୁ ଚିନାବାଦମ ଚାଷ କ୍ଷତିଗ୍ରସ୍ତ   31-Mar-2026
  ଜିଲ୍ଲା  
ଆଗଲପୁର ରେ ନୂତନ ଦେୱାନି ଓ ଫୌଜଦାରୀ କୋର୍ଟ ଉଦଘାଟିତ   30-Mar-2026

You Might Also Like