-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ    (03-Jul-2026)       ||      ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   (03-Jul-2026)       ||      କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   (03-Jul-2026)       ||      ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||     

HOME   ଜିଲ୍ଲା

ଧୂମଧାମରେ ସମ୍ପନ୍ନ ହେଲା ଡାବୁଗାଁରେ ନବ ଦିନାତ୍ମକ କୋଳସ ଯାତ୍ରା*

31-Mar-2026



ନବରଙ୍ଗପୁର  (ପ୍ରିୟଦର୍ଶିନୀ ପାତ୍ର)
ସଂପୂର୍ଣ୍ଣ ଧାର୍ମିକ ରୀତି ରେ ଆଜି ଡାବୁଗାଁ ଠାରେ ସମ୍ପନ୍ନ ହୋଇ ଯାଇଛି  ମାଁ ଠାକୁରାଣୀଙ୍କ ନବ ଦିନ ବ୍ୟାପୀ କଳସୀ ଯାତ୍ରା।ବିରାଟ ଶୋଭାଯାତ୍ରା ରେ ନିଜ ଆସ୍ଥାନ କୁ ଫେରିଲେ ମାଁ ଠାକୁରାଣୀ।ଇତି ମଧ୍ୟରେ  ନିଜ ଆସ୍ଥାନ କୁ ଫେରିବା ପୂର୍ବରୁ ମାଁ ଙ୍କ ସହ ଗ୍ରାମ୍ୟ ଦେବାଦେବୀ ଡାବୁଗାଁ ଓ ଡଙ୍ଗରିଗୁଡା ପଞ୍ଚାୟତର ବିଭିନ୍ନ ଅଞ୍ଚଳ ପରିଭ୍ରମଣ କରି ଗ୍ରାମବାସୀଙ୍କୁ ଅଭୟ ପ୍ରଦାନ କରିଛନ୍ତି ।

ମାଁ ଙ୍କ ପବିତ୍ର ଯାତ୍ରା ଉପଲକ୍ଷେ ଆସିଥିବା ମିନା ବଜାର ଗ୍ରାମବାସୀ ଙ୍କୁ ଅଧିକ ଆକର୍ଷିତ କରି ପାରିଛି । ମନସ୍କାମନା ପୂର୍ଣ୍ଣ ହେବା ପରେ ଭକ୍ତମାନେ ସ୍ବତନ୍ତ୍ର ଭାବେ ମାଁ ଙ୍କୁ କଳସ ଅର୍ପଣ କରିଛନ୍ତି। ଡାବୁଗାଁ ସରପଞ୍ଚ ବିନୋଦ ସୌରା, କମିଟି ସଭାପତି ସତ୍ୟ ରଞ୍ଜନ ପାତ୍ର, ଏମ୍ ଆପା ରାଓ, ଦେବରାଜ ପାତ୍ର, ବୁଲୁ ରାଓ, ସୂର୍ଯ୍ୟବଂଶୀ ଜୟନ୍ତ ପାତ୍ର, ବ୍ଲକ ଉପାଧ୍ୟକ୍ଷ ସଦାନନ୍ଦ ନାୟକ,  ସୁରେନ୍ଦ୍ର ମିଶ୍ର, ମନୋଜ କୁମାର ପାତ୍ର,ଜେ ରାଜଶେଖର ରାଓ, ଜି. ଭେଙ୍କଟ ରାଓ , ମଳୟ ବିଷୟୀ, କୈଳାସ ବିଷୟୀ,  ଆଇନଜୀବି ମିହିର ଶଙ୍କର ପାତ୍ର,  ବିଶ୍ବ ରଞ୍ଜନ ପାତ୍ର, ସମୀର କୁମାର ମିଞ୍ଜି, ସୁରେନ୍ଦ୍ର ରେଲି,  ଜି କିରଣ, ପାପନା ରେଲି, ମହେଶ ପାତ୍ର, ତଥା ଆଖପାଖ ଅଞ୍ଚଳର ଅନେକ ଗଣ୍ୟମାନ୍ୟ ବ୍ୟକ୍ତି ବିଶେଷ ଏବଂ ହଜାର ହଜାର ଶ୍ରଦ୍ଧାଳୁ ମାଁ ଙ୍କ କଳସ , ଲାଠି କୁରୁଚି ସହ ମାଁ ଠାକୁରାଣୀ ମନ୍ଦିର ପର୍ଯ୍ୟନ୍ତ ଏକ ବିଶାଳ ଶୋଭାଯାତ୍ରା ରେ ଯାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶାରେ ଭୋଟର ତାଲିକା ର ସ୍ୱତନ୍ତ୍ର ସଘନ ସଂଶୋଧନ ପାଇଁ ୧୦ ଜଣ ବରିଷ୍ଠ  ଆଇ ଏ ଏସ ଅଧିକାରୀ ଭୋଟର ତାଲିକା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ   03-Jul-2026
  ଜିଲ୍ଲା  
ଜାପାନୀ ସଂସ୍ଥା ସହ ଐତିହାସିକ ଚୁକ୍ତି, ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ   03-Jul-2026
  ଜିଲ୍ଲା  
କମଗାଁ ମହାବିଦ୍ୟାଳୟ ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରେମାନନ୍ଦ ପଟେଲଙ୍କ ସେବା ନିବୃତ୍ତ,   03-Jul-2026
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026

You Might Also Like