-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||     

HOME   ରାଜ୍ୟ

ଏକ ଦିବସୀୟ ଜାତୀୟ କାର୍ଯ୍ୟଶାଳା ଅନୁଷ୍ଠିତ

31-Mar-2026



ବଲାଙ୍ଗୀର (ପ୍ରେରଣା ଖବର): ସରକାରୀ ମହିଳା ମହାବିଦ୍ୟାଳୟରେ ସ୍ନାତକୋତ୍ତର ସଂସ୍କୃତ ବିଭାଗ ତଥା ସଂସ୍କୃତ ଭାରତୀ, ଉତ୍କଳର ମିଳିତ ଆନୁକୂଲ୍ୟରେ 'ସରଳ ମାନକ ସଂସ୍କୃତ’ ଶୀର୍ଷକ ଏକ ଜାତୀୟ କାର୍ଯ୍ୟଶାଳା ଅନୁଷ୍ଠିତ ହୋଇଯାଇଛି I ଉକ୍ତ କାର୍ଯ୍ୟକ୍ରମଟି ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ ଅରବିନ୍ଦ କୁମାର ଓଝାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇ ଥିବାବେଳେ  ଅଧ୍ଯକ୍ଷ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ I ଏ ଅବସରରେ ଭାରତୀୟ ଭାଷା ସମିତିର ଅଧ୍ୟକ୍ଷ ପଦ୍ମଶ୍ରୀ ଚମୂକୃଷ୍ଣ ଶାସ୍ତ୍ରୀ ମୁଖ୍ୟ ଅତିଥି ଭାବରେ ଅନ୍ ଲାଇନ ଯୋଗଦେଇ ସରଳ ମାନକ ସଂସ୍କୃତର ଆବଶ୍ୟକତା ତଥା ମହତ୍ତ୍ୱ ପ୍ରତିପାଦନ କରିଥିଲେ ।  ବିଭାଗୀୟ ମୁଖ୍ୟ ଡଃ ସଦାଶିବ ମଲ୍ଲିକ ଅତିଥି ପରିଚୟ ପ୍ରଦାନ କରିଥିଲେ I ଶ୍ରୀ ଅଜିତ କୁମାର ପଣ୍ଡା ଉକ୍ତ କାର୍ଯ୍ୟଶାଳା ର ଉଦ୍ଦେଶ୍ୟ ଉପସ୍ଥାପନ କରିଥିଲେ । ମଞ୍ଚ ସଞ୍ଚାଳନ ଅଧ୍ଯାପକ ଡଃ ସମୀର ବିଶ୍ବାଳ,  ରଞ୍ଜିତ କୁମାର ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ I ଉକ୍ତ କାର୍ଯ୍ୟଶାଳାରେ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀ ସଦାଶିବ ପରିସର, ପୁରୀର ଶିକ୍ଷାଶାସ୍ତ୍ର ବିଭାଗର ସହାୟକ

ଅଧ୍ୟାପକ ଶ୍ରୀ ରମାକାନ୍ତ ସା ଏବଂ ସଂସ୍କୃତ ଭାରତୀ, ପଶ୍ଚିମୋତ୍କଳ ର ପ୍ରାନ୍ତ ସହସମ୍ପାଦକ ଡଃ ମାନସ ରଞ୍ଜନ ସାହୁ ବିଷୟ ବିଶେଷଜ୍ଞ ଭାବରେ ଯୋଗ ଦେଇଥିଲେ। ୪ଟି ସତ୍ରରେ ସରଳ ସଂସ୍କୃତ, ମାନକ ସଂସ୍କୃତ, ଭାଷା ଶିକ୍ଷଣର ୪ଟି କୌଶଳ, କୌଶଳ ଆଧାରିତ କ୍ରିୟାକଳାପ ଅନୁଷ୍ଠିତ ହୋଇଥିଲା ।  ଏହି କାର୍ଯଶାଳାରେ  ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ବଲାଙ୍ଗିର, ଡୁଙ୍ଗୁରିପାଲି ସ୍ନାତକ ମହାବିଦ୍ୟାଳୟ, ଡୁଙ୍ଗୁରିପାଲି,  ବିଦ୍ୟାଭୂଷଣ ସଂସ୍କୃତ ମହାବିଦ୍ୟାଳୟ, ବଲାଙ୍ଗିର, ପଞ୍ଚାୟତ ମହାବିଦ୍ୟାଳୟ, ବୌଦ୍ଧ ବଲାଙ୍ଗିରର ପ୍ରାୟ ୨୦୦ସଂଖ୍ୟକ  ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା   ପ୍ରମୁଖ ଯୋଗ ଦେଇଥିଲେ I   ଶେଷରେ ସରସ୍ୱତୀ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ I  ଅଧ୍ୟାପକ ଆଦର୍ଶ କୁମାର ମହାପାତ୍ର, ଦିନେଶ ସିଂହ, ଦେବଦତ୍ତ ପାଣିଗ୍ରାହୀ,  ସୁଚୀତା ଦୋରା, ପ୍ରଭଞ୍ଜନ ମିଶ୍ର, ଉର୍ମିଲା ମଟାରି ପ୍ରମୁଖ ସହଯୋଗ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026

You Might Also Like