-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର

31-Mar-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର ): ଡୁଙ୍ଗୁରିପାଲି ବ୍ଲକ ସଭାଗୃହ ରେ ୨୦୨୫-୨୬ ଆର୍ଥିକ ବର୍ଷର ଦ୍ବିତୀୟ ଚକ୍ର ସାମାଜିକ ସମୀକ୍ଷା ର ବ୍ଲକ ସ୍ତରୀୟ ଜନଶୁଣାଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳଙ୍କ ପ୍ରତିନିଧି ରୂପେ ଅତିରିକ୍ତ କାର୍ଯ୍ୟନିର୍ବାହି ଅଧିକାରୀ ଜିଲ୍ଲା ପରିଷଦ ସୁବର୍ଣ୍ଣପୁର ଶ୍ରୀ କାଳିଆ ମଳିକ ନୋଡାଲ ଅଧିକାରୀ ଭାବେ ଯୋଗ ଦେଇଥିଲେ
ଏହି ଜନ ଶୁଣାଣି କାର୍ଯ୍ୟକ୍ରମକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷା, ଅତିରିକ୍ତ କାର୍ଯ୍ୟନିର୍ବାହି ଅଧିକାରୀ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଫୋଟୋ ଚିତ୍ରରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମ କୁ ଉଦ୍ଘାଟନ କରିଥିଲେ ।  ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧକ୍ଷା ଶ୍ରୀମତୀ ସୁପାର ଠେଲା, ବ୍ଲକ ଉପାଧକ୍ଷ ମକରଧ୍ୱଜ ସାହୁ, ସହକାରୀ  ନିର୍ବାହୀ ଯନ୍ତ୍ରୀ ସ୍ୱାଧୀନ କୁମାର ଦାସ , ଗ୍ରାମ ପଞ୍ଚାୟତ ଡେବେଳପମେଣ୍ଟ ଅଫିସର ଦେବାଶିଷ ମହାନନ୍ଦ, ଜିଲ୍ଲା ସାମାଜିକ ସମୀକ୍ଷକ ହୃଷିକେଶ ମହାକୁର, ଜନ ଶୁଣାଣି କମିଟି ସଦଶ୍ୟ ପ୍ରମୁଖ ଯୋଗ  ଦେଇଦେଇଥିଲେ ।

ଏହି ଜନ ଶୁଣାଣି କାର୍ଯ୍ୟକ୍ରମ ରେ ମହାତ୍ମା ଗାନ୍ଧୀ  ଜାତୀୟ ଗ୍ରାମୀଣ ନିଶ୍ଚିତ ରୋଜଗାର ଯୋଜନା  ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି ବୈଠକରେ
ସାମାଜିକ ସମୀକ୍ଷକ ସଞ୍ଜୟ କୁମାର ବଡମାଲି ସମୀକ୍ଷା ସମୟରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଅଧୀନରେ ୫୪ ଗୋଟି ତ୍ରୁଟି ଉପସ୍ଥାପନ କରିଥିଲେ। ଏହାସହ  ମନରେଗା ଯୋଜନାରେ ଟ. 24000/- ଆର୍ଥିକ ଅନିୟମିତତା ଉପସ୍ଥାପନ କରିଥିଲେ। ଏହି ବୈଠକରେ ଲାଇନ ଡିପାର୍ଟମେଣ୍ଟ ଯଥା ଉଦ୍ୟାନ ବିଭାଗ , ମୃତିକା ସରକ୍ଷଣ, ବନ ବିଭାଗର ଏବଂ କେନାଲ ଡିଭିଜନ ବିଭାଗର ଅଧିକାରୀ ମାନେ ନିଜ ବିଭାଗର ବିବରଣୀ ଉପସ୍ଥାପନ କରିଥିଲେ । 

ଏହି ସମ୍ପର୍କରେ ନୋଡାଲ ଅଧିକାରୀ ଉପରୋକ୍ତ ଅଭିଯୋଗ ଗୁଡିକ ଯଥା ପଞ୍ଚାୟତ ଅଧିକାରୀ ମାନେ ସାମାଜିକ ସମୀକ୍ଷା ସମୟରେ ଆବଶ୍ୟକ କାଗଜପତ୍ର ପ୍ରଦାନ ରେ ବିଳମ୍ବ କୁ ଏକ ସାଙ୍ଘାତିକ ଅବହେଳା ଦର୍ଶାଇ ଥିଲେ ଏବଂ ସମ୍ପୃକ୍ତ ଅଧିକାରୀ ମାନଙ୍କୁ ୭ ଦିନ ମଧ୍ୟରେ ଆବଶ୍ୟକୀୟ କାଗଜାତ ପ୍ରସ୍ତୁତ କରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଙ୍କୁ ପ୍ରଦାନ କରିବାକୁ ନିର୍ଦେଶ ଦେଇଥିଲେ। ଏହି କ୍ରମରେ ଜିଲ୍ଲା ସାମାଜିକ ସମୀକ୍ଷକ ଏହି ଯୋଜନା ର ଗୁରୁତ୍ୱ ତଥା ଆବଶ୍ୟକତା  ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ କହିଥିଲେ। ସଠିକ କାର୍ଯ୍ୟ ଚୟନ ଏବଂ ସଠିକ ହିତାଧିକାରୀ ଚୟନ ପାଇଁ ଜନପ୍ରତିନିଧି ଏବଂ ସଂପୃକ୍ତ ଅଧିକାରୀ ଙ୍କୁ ପରାମର୍ଶ ଦେଇଥିଲେ।
ମନୋଜ ପୁରୋହିତ ରାମପୁର ସରପଞ୍ଚ  ଆବଶ୍ୟକ କର୍ମଚାରୀ ନଥବାରୁ  ଏବଂ ସେମାନଙ୍କ କାର୍ଯ୍ୟ ଅବହେଳା ପାଇଁ ଅନେକ ବିକାଶ ମୂଳକ ଯୋଜନା ଲୋକଙ୍କ ନିକଟରେ ପହଞ୍ଚି ପାରୁନଥିବାରୁ ଅସନ୍ତୋଷ ପ୍ରକାଶ କରିଥିଲେ। ଏହା ସହ ସରପଞ୍ଚ ଇଚ୍ଛାପୁର ପ୍ରଶାନ୍ତ ସାହୁ ଏବଂ ସରପଂଚ ଚେରୁପାଲି ଦିଲ୍ଲୀପ ଶତପଥୀ ଟେକନିକାଲ ଷ୍ଟାଫ ର ଅଭାଵ ପାଇଁ ପ୍ଲାନ

ଏଷ୍ଟିମେଟ ହେଇ ପାରୁ ନଥିବାରୁ  ଅନେକ ବିକାଶ ମୂଳକ କାମ ନ ହେବା  ଓ ହିତାଧିକାରୀ ମାନେ ଲାଭାନ୍ୱିତ ହେଉନଥିବାର ପ୍ରକାଶ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ୧୦ଜଣ ଜବ କାର୍ଡଧାରିଙ୍କୁ  ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ 100 ଦିନର କାମ ସମ୍ପୂର୍ଣ କରିଥିବା ହେତୁ ସେମାନଙ୍କୁ ଉତ୍ସାହିତ କରିବା ପାଇଁ ସେମାନଙ୍କୁ ଗାମୁଛା ଦେଈ ସମ୍ମାନିତ କରାଯାଇଥିଲା।

ନୋଡାଲ ଅଧିକାରୀ  ଜୀବନ ଜୀବିକାର ସୁରକ୍ଷାକୁ ନିଶ୍ଚିତ କରିବା ପାଇଁ ମହାତ୍ମା ଗାନ୍ଧୀ ନରେଗା ଯୋଜନା ସୁପରିଚାଳନା ପାଇଁ  ସମ୍ପର୍କରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସଫଳ ରୂପାୟନ ପାଇଁ ଜନସାଧାରଣ, ଜନପ୍ରତିନିଧି, ଵିଭାଗୀୟ ଅଧିକାରୀଙ୍କ ମିଳିତ ପ୍ରଚେଷ୍ଟା ଅତ୍ୟନ୍ତ ଆବଶ୍ୟକ ବୋଲି ପ୍ରକାଶ କରିଥିଲେ।  ଏହା ସହିତ ଅଭିଯୋଗ ଶୁଣାଣି ରେ ଅନେକ ଗଠନମୂଳକ ପ୍ରସ୍ତାବ ସହ ଗ୍ରାମୀଣ । ଏହି କାର୍ଯ୍ୟକ୍ରମ ରେ ବ୍ଲକର ସମସ୍ତ କର୍ମଚାରୀ, ବନବିଭାଗ ଅଧିକାରୀ , ଜଳଛାୟା ବିଭାଗ ଅଧିକାରୀ, କେନାଲ ବିଭାଗୀୟ ଯନ୍ତ୍ରୀ, ସମସ୍ତ ସରପଂଚ, ସମିତି ସ୍ଵଭ୍ୟ/ସଭ୍ୟା, ସମସ୍ତପଞ୍ଚାୟତ ନିର୍ବାହୀ ଅଧିକାରୀ, ଏଡିଓ, ଜିଆରଏସ, ଭିଆରପି, ମେଟ, ଗଣମାଧ୍ୟମ ପ୍ରତିନିଧିଙ୍କ ସମେତ ଶତାଧିକ ହିତାଧିକାରୀ ଯୋଗ ଦେଇଥିଲେ।  ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ ପ୍ରଦ୍ୟୁମ୍ନ ସାହୁ ପରିଚାଳନା କରିଥିଲେ ଏବଂ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026

You Might Also Like