-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି    (03-Jul-2026)       ||      ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||     

HOME   ଜିଲ୍ଲା

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପାଟଣା ମହାରାଜା ରାଜେନ୍ଦ୍ରନାରାୟଣସିଂହଦଓ ୧୧୪ ତମ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି

31-Mar-2026



ବଂଶ ପରମ୍ପରାରେ ନୁହେଁ ,ବରଂ ଆପଣାର ବ୍ଯକ୍ତିତ୍ବ ବଳରେ ସେ ହୋଇଥିଲେ  ମହାରାଜା। କୋଟି ହୃଦୟର ମଣିଷ ଭାବରେ  ସେ ପ୍ରଜାନୁରଂଜନ ଧର୍ମକୁ  ଧାରଣ କରିଥିଲେ। କେବଳ ବଲାଙ୍ଗୀର ନୁହେଁ ସମଗ୍ର ଓଡିଶାର ତଥା ଭାରତୀୟ ରାଜନୀତିରେ ସେ ଥିଲେ ଅଜାତଶତ୍ରୁ ମଣିଷ। ତାଙ୍କ ପଦାଙ୍କ ଅନୁସରଣ  କରି ନିଜ ଅଂଚଳର  ବିକାଶରେ ବ୍ରତୀ ହେବା ପାଇଁ  ଆହ୍ବାନ ଦିଆଯାଇଛି 

ବଲାଙ୍ଗୀର (ପ୍ରେରଣା ଖବର):  ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଠାରେ ଆୟୋଜିତ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପାଟଣା ମହାରାଜା ରାଜେନ୍ଦ୍ର ନାରାୟଣ ସିଂହଦେଓ ଙ୍କ ୧୧୪ ତମ ଜନ୍ମ ଜୟନ୍ତୀ ସମାରୋହରେ ଅତିଥିଭାବରେ ଯୋଗ ଦେଇ ଥିଲେ  ଜିଲ୍ଲାପରିଷଦ ଅଧକ୍ଷା ଦେବକୀ ସାହୁ ,ପୌର ପରିଷଦ ଅଧ୍ୟକ୍ଷା ଲିକା ସାହୁ,ପୌର ପରିଷଦ ଉପାଧ୍ୟକ୍ଷ। ଗାୟିତ୍ରୀ ଭୋଇ, ନିର୍ବାହୀ ଅଧିକାରୀ, ପାର୍କ ପରିସରରେ ଥିବା ମହାରାଜାଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଦୀପ ପ୍ରଜ୍ବଳନ କରିଥିଲେ। ଅନ୍ୟମାନଙ୍କ ମଧ୍ୟ ରେ କାଉନସିଲର ନନ୍ଦିନୀ ପୋଢ଼, ଶମ୍ଭୁ ନାଗ, ମହେନ୍ଦ୍ର ବାଗ,ଶତ୍ରୁଘ୍ନ ବାଗ, ଲଲାଟେନ୍ଦୁ ପଟ୍ଟନାୟକ,ଗଙ୍ଗା ଚାନ୍ଦ, ସ୍ମୁତି କମିଟି ର ସନ୍ଦୀପ କୁମାର କୁଅଁର, ଶରତ ଚନ୍ଦ୍ର ମିଶ୍ର, ରାଜେନ୍ଦ୍ର ପାଣିଗ୍ରାହୀ, ବିଜେଡି ବରିଷ୍ଠ କର୍ମ କର୍ତ୍ତା ଲକ୍ଷ୍ମଣ କୁମାର ମେହେର , ରାଜେନ୍ଦ୍ର ହୋତା, ଦୁର୍ଗା ପ୍ରସାଦ ବେହେରା, ଭଗବାନ ବଗର୍ତ୍ତୀ, ଲେଙ୍କା ସାହୁ ଓ ସହର ର ବୁଦ୍ଧିଜୀବୀ  ସହିତ ବହୁ ଅନୁଷ୍ଠାନ ତରଫରୁ ପତିମୂର୍ତ୍ତି ଠାରେ ପୁଷ୍ପ ଦେଇ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରନେଲେ ମୁଖ୍ୟମନ୍ତ୍ରୀ ପୁରସ୍କାରପ୍ରାପ୍ତ ପ୍ରଧାନଶିକ୍ଷକ ଦିଲ୍ଲୀପ ମହାନ୍ତି   03-Jul-2026
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026

You Might Also Like