-+91-9937148622 |

prerana_bgr@rediffmail.com |

  Tuesday 31st March 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବିକା ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (31-Mar-2026)       ||      ପଦ୍ମଫୁଲ ବେଶରେ ଦର୍ଶନ ଦେଲେ ମା ପଟଖଣ୍ଡା    (31-Mar-2026)       ||      ବଲାଙ୍ଗୀରରେ ରକ୍ତଦାନ ଶିବିର, ୮୩ ୟୁନିଟ ରକ୍ତ ସଂଗ୍ରହ    (31-Mar-2026)       ||      ପଦ୍ମପୁର ରଜାପଡା ଠାରେ ମା ସମଲେଶ୍ୱରୀ ଝାରୀ,ଚଣ୍ଡୀ ଙ୍କ ପୂଜା ଅନୁଷ୍ଠିତ   (31-Mar-2026)       ||      ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପାଟଣା ମହାରାଜା ରାଜେନ୍ଦ୍ରନାରାୟଣସିଂହଦଓ ୧୧୪ ତମ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି   (31-Mar-2026)       ||      ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର   (31-Mar-2026)       ||      ଏକ ଦିବସୀୟ ଜାତୀୟ କାର୍ଯ୍ୟଶାଳା ଅନୁଷ୍ଠିତ   (31-Mar-2026)       ||      ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ    (31-Mar-2026)       ||      ଧୂମଧାମରେ ସମ୍ପନ୍ନ ହେଲା ଡାବୁଗାଁରେ ନବ ଦିନାତ୍ମକ କୋଳସ ଯାତ୍ରା*   (31-Mar-2026)       ||      ଘୁଷୁରାମୁଣ୍ଡା ମହିମାମଠ ରେ ବିଶ୍ୱଶାନ୍ତି ବାଲ୍ୟଳିଲା ବ୍ରହ୍ମଯଜ୍ଞ ଅନୁଷ୍ଠିତ   (31-Mar-2026)       ||      ଘୁଷୁରାମୁଣ୍ଡା ମହିମାମଠ ରେ ବିଶ୍ୱଶାନ୍ତି ବାଲ୍ୟଳିଲା ବ୍ରହ୍ମଯଜ୍ଞ ଅନୁଷ୍ଠିତ   (31-Mar-2026)       ||      ଆତ୍ମରକ୍ଷା ତାଲିମ୍ ଝିଅମାନଙ୍କ ପାଇଁଏକ କବଚ ସଦୃଶ? ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ    (31-Mar-2026)       ||      ଶୋଚନୀୟ ହେଲାଣି ବରୁଆଁ-ବରୀ ରାସ୍ତା, ମରାମତି କରୁନାହିଁ ପୂର୍ତ୍ତ ବିଭାଗ   (31-Mar-2026)       ||      "ବୁଢାଦେଓଙ୍କ ଗାଦିଯାତ୍ରାରେ ଟିମନପୁର କାନ୍ଦିଉଠିଲା ଭକ୍ତିରେ—ଆଖିରେ ଆନନ୍ଦର ଲୁହ"   (31-Mar-2026)       ||      ଭବିଷ୍ୟ ଇଂରାଜୀ ମିଡିୟମ ସ୍କୁଲର ବାର୍ଷିକ ଉତ୍ସବ   (31-Mar-2026)       ||      ପଲଶାଗୋରା ସରସ୍ଵତୀ ଶିଶୁ ମନ୍ଦିର ବାର୍ଷିକ ଉତ୍ସବ ♦️ ଶିକ୍ଷା, ସଂସ୍କୃତି ଓ ଅନୁଶାସନ ରେ ଶିଶୁମନ୍ଦିର ର ଭୂମିକା ଅନନ୍ୟ    (31-Mar-2026)       ||      ଖାଉଟି ଅଦାଲତର ରେ ଫ୍ଲିପକାର୍ଡ ଦଣ୍ଡିତ    (31-Mar-2026)       ||      ଲୁହୂରାମୁଣ୍ଡା ପଂଚାୟତ ରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Mar-2026)       ||      କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ବଳ ବିଧେୟକ(ସାଧାରଣ ପ୍ରଶାସନ )ଉପରେ ସାଂସଦ ନିରଞ୍ଜନ ବିଶି ଙ୍କ କଡ଼ା ସମାଲୋଚନା   (31-Mar-2026)       ||      ବର୍ଷା ଅଭାବରୁ ଚିନାବାଦମ ଚାଷ କ୍ଷତିଗ୍ରସ୍ତ   (31-Mar-2026)       ||     

HOME   ଜିଲ୍ଲା

ପଦ୍ମପୁର ରଜାପଡା ଠାରେ ମା ସମଲେଶ୍ୱରୀ ଝାରୀ,ଚଣ୍ଡୀ ଙ୍କ ପୂଜା ଅନୁଷ୍ଠିତ

31-Mar-2026



ପଦ୍ମପୁର (ପ୍ରେରଣା ଖବର )
 ମହା ଆଡମ୍ବର ସହିତ ମା ସମଲେଶ୍ଵରୀ ,ଝାରି ,ଚଣ୍ଡୀ  ଙ୍କ ପୂଜା ଅନୁଷ୍ଠିତ ହୋଇଯାଇଛି ।  ଗତ 30 ତାରିଖ ଦିନ ସନ୍ଧ୍ୟା ରେ  କଳସ ଯାତ୍ରା ସହିତ dj ବାଜା ଓ ଆକର୍ଷଣୀୟ ଗୌଡ ବାଡି ଖେଳ ସହିତ ସହର ପରିକ୍ରମା କରାଯାଇଥିଲା  । ଆଜି ମଙ୍ଗଳବାର ମା ଙ୍କ ପୂଜା ଧୁମ୍ ଧାମ ରେ ହୋଇ ଯାଇଛି ।ଏଥିରେ ମା ସମଲେଶ୍ଵରୀ କ୍ଲବ ଓ ପଡା ର ସମସ୍ତଙ୍କ ର ସହାୟୋଗ ରେ ମା ଙ୍କର ପୂଜା ଶାନ୍ତି ଶୃଙ୍ଖଳାର ସହିତ ହେଲା ।ମନ୍ଦିର ର ସଭାପତି ଜଗବନ୍ଧୁ ପୋଢ଼ ଓ ସମସ୍ତ     କମିଟି ଓ  କ୍ଲବ  ର ସଦସ୍ୟ ମନ୍ଦିର ର ପୂଜକ ଡିଲେଶ୍ଵର ବଗର୍ତ୍ତୀ, ଶ୍ୟାମ ବଗର୍ତ୍ତୀ,ନରହରି ବଗର୍ତ୍ତୀ ଙ୍କ ଦ୍ୱାରା ପୂଜାର୍ଚନା କରାଯାଇଥିଲା  ସନ୍ଧ୍ୟା ରେ କଳସ ବିସର୍ଜନ କରାଯାଇଥିଲା  ଏଥିରେ ବହୁଁଳ ସଂଖ୍ୟକ ଭକ୍ତ ମାନେ ଯୋଗଦାନ କରି ମା ଙ୍କର ଦର୍ଶନ ଲାଭ  କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସେବିକା ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   31-Mar-2026
  ଜିଲ୍ଲା  
ପଦ୍ମଫୁଲ ବେଶରେ ଦର୍ଶନ ଦେଲେ ମା ପଟଖଣ୍ଡା   31-Mar-2026
  ଜିଲ୍ଲା  
ବଲାଙ୍ଗୀରରେ ରକ୍ତଦାନ ଶିବିର, ୮୩ ୟୁନିଟ ରକ୍ତ ସଂଗ୍ରହ   31-Mar-2026
  ଜିଲ୍ଲା  
ପଦ୍ମପୁର ରଜାପଡା ଠାରେ ମା ସମଲେଶ୍ୱରୀ ଝାରୀ,ଚଣ୍ଡୀ ଙ୍କ ପୂଜା ଅନୁଷ୍ଠିତ   31-Mar-2026
  ଜିଲ୍ଲା  
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପାଟଣା ମହାରାଜା ରାଜେନ୍ଦ୍ରନାରାୟଣସିଂହଦଓ ୧୧୪ ତମ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି   31-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର   31-Mar-2026
  ରାଜ୍ୟ  
ଏକ ଦିବସୀୟ ଜାତୀୟ କାର୍ଯ୍ୟଶାଳା ଅନୁଷ୍ଠିତ   31-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ   31-Mar-2026
  ଜିଲ୍ଲା  
ଧୂମଧାମରେ ସମ୍ପନ୍ନ ହେଲା ଡାବୁଗାଁରେ ନବ ଦିନାତ୍ମକ କୋଳସ ଯାତ୍ରା*   31-Mar-2026
  ଜିଲ୍ଲା  
ଘୁଷୁରାମୁଣ୍ଡା ମହିମାମଠ ରେ ବିଶ୍ୱଶାନ୍ତି ବାଲ୍ୟଳିଲା ବ୍ରହ୍ମଯଜ୍ଞ ଅନୁଷ୍ଠିତ   31-Mar-2026
  ଜିଲ୍ଲା  
ଘୁଷୁରାମୁଣ୍ଡା ମହିମାମଠ ରେ ବିଶ୍ୱଶାନ୍ତି ବାଲ୍ୟଳିଲା ବ୍ରହ୍ମଯଜ୍ଞ ଅନୁଷ୍ଠିତ   31-Mar-2026
  ଜିଲ୍ଲା  
ଆତ୍ମରକ୍ଷା ତାଲିମ୍ ଝିଅମାନଙ୍କ ପାଇଁଏକ କବଚ ସଦୃଶ? ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ   31-Mar-2026

You Might Also Like