-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   (03-Jul-2026)       ||      ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   (03-Jul-2026)       ||      ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||      ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   (01-Jul-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ରକ୍ତଦାନ ଶିବିର, ୮୩ ୟୁନିଟ ରକ୍ତ ସଂଗ୍ରହ

31-Mar-2026



ବଲାଙ୍ଗୀର(ପ୍ରେରଣା ଖବର): ସ୍ବର୍ଗତ ମହାରାଜ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ତଥା ଓଡିଶାର ପୁରାତନ ମୁଖ୍ଯମନ୍ତ୍ରୀ ଙ୍କ ୧୧୪ତମ ଜନ୍ମ ଜୟନ୍ତୀ ଅବସରରେ ବଲାଙ୍ଗିର ଗାନ୍ଧି ଷ୍ଟାଡିୟମରେ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଏହି ଶିବିରଟି ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ ତାଙ୍କ ଅଜା ମହାରାଜଙ୍କ ସୃତିଁ ଉଦ୍ଦେଶ୍ଯ ଓ ଉଦ୍ୟମରେ ଆୟୋଜନ କରାଯାଇଥିଲା।
ଏହି ଶିବିରରେ ମୋଟ ୮୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇ ଥିଲା। ମୁଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଯୋଗଦେଇଥିଲେ। ପୌରପରିଷଦ ଅଧ୍ୟକ୍ଷା ଲିକା ସାହୁ, ବଲାଙ୍ଗିର ସଦର ବ୍ଲକ ଅଧ୍ୟକ୍ଷା ସରିତା ବାଗ ଏବଂ ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧୀ ଖମାରୀ ଅତିଥି ଭାବେ ଉପସ୍ଥିତ ଥିଲେ। ଏହି ଶିବିର କୁ ବଲାଙ୍ଗିର ଜିଲ୍ଲା ସ୍ବାସ୍ଥ୍ଯ ଅଧିକାରୀ ଶ୍ରୀମତୀ ପୁଷ୍ପାଞ୍ଜଳୀ ମିଶ୍ର ଯୋଗଦାନ କରି ସାଧାରଣ ଜନତାଙ୍କୁ ରକ୍ତଦାନ ପାଇଁ ଆହ୍ବାନ କରିଥିବାବେଳେ ଜିଲ୍ଲାର ରକ୍ତ ଅଭାବ କୁ ଦୁର କରିବା ପାଇଁ ସଚେତନତା ବାର୍ତ୍ତା ଦେଇଥିଲେ। 
ଏହି ରକ୍ତଦାନ ଶିବିରରେ ସ୍ଥାନୀୟ ଲୋକମାନଙ୍କ ଉତ୍ସାହଭରା ଅଂଶଗ୍ରହଣ ଦେଖିବାକୁ ମିଳିଥିଲା।
ଏହି ରକ୍ତଦାନ ଶିବିର ରେ ପ୍ରମୁଖ ଭାବରେ ବଲାଙ୍ଗିର  ବିଜୁ ଜନତା ଦଳର ଯୁବ ଛାତ୍ର ମହିଳା ତଥା ସାଧାରଣ ବର୍ଗର କର୍ମକର୍ତ୍ତାଙ୍କ ସହଯୋଗରେ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ଯ ଯୁବ ବିଜେଡି କାର୍ଯ୍ଯକାରୀ ସଭାପତି ରାଜେନ୍ଦ୍ର 

ପ୍ରସାଦ ହୋତା, ବଲାଙ୍ଗିର ନଗର ସଭାପତି ସମ୍ଭୁ ନାଗ, ବଲାଙ୍ଗିର ଜିଲ୍ଲା ଉପସଭାପତି ଧୁର୍ବ ଜୁଏଡ୍, ସାଧାରଣ ସମ୍ପାଦକ ଶୁଶିଲ ଚାନ୍ଦ, ଗୋଲାପ ବାଗ, ନରସିଂହ ବାଗ ସମ୍ପାଦକ ପ୍ରଦ୍ୟୁମ୍ନ ହୋତା ରାଜ୍ଯ  ଛାତ୍ର ସମ୍ପାଦକ ଗୁଞ୍ଜ ଖାନ, ପୁର୍ବତନ ଜୀବନ ବିନ୍ଦୁ ଜିଲ୍ଲା ସଂଯୋଜକ ସାଗର ସଂଗମ ଶତପଥି, ଜିଲ୍ଲା ଛାତ୍ର ସଭାପତି ସୁମନ ନନ୍ଦ, ସଦର ବ୍ଲକ ସଭାପତି ନିହାର ସ୍ବାଇଁ, ପୁର୍ବତନ ବ୍ଲକ ସଭାପତି କୁଲମଣୀ ମେହେର, ଦେଓଗାଁ ବ୍ଲକ ସଭାପତି ଅଚ୍ୟୁତାନନ୍ଦ ମିଶ୍ର, ଛାତ୍ର ସଭାପତି ଦିପକ ବାଗ, କାଉନସିଲର ଗଙ୍ଗାଧର ଚାନ୍ଦ, ଉପାଧ୍ୟକ୍ଷ ଗାୟତ୍ରୀ ଭୋଇ, ନନ୍ଦିନୀ ପୋଢ, ସଞ୍ଜୁଲତା ଦନ୍ତା, ଲଲାଟେନ୍ଦୁ ପଟ୍ଟନାୟକ, ଶତୃଘନ ବାଗ, ଇରସାଦ ଖାନ, ସତ୍ଯ ନାଏକ, ସନ୍ତୋଷ ଦନ୍ତା, ଚିଣ୍ଟୁ ରାଓ, ବଣ୍ଟି ଚାନ୍ଦ, ରମେଶ ବେହେରା, ରଞ୍ଜନ ମିଶ୍ର, ଦେବାଶିଷ ଲେଙ୍କା, ଆଶୀର୍ବାଦ ସାହୁ, ଅନ୍ତଯ୍ଯାମୀ ଭୋଇ, ନିଗମ ଦଲେଇ, ଆଲୋକ ସିଂନିନା, ଶଙ୍କର ମୁଦୁଲି, ସାନ୍ତନୁ ଭୋଇ, ରାମ ନାଏକ, ଲିପିଶ୍ରୀ ସାଏ, ସୁବ୍ରତ ଉପାଧ୍ୟାୟ ସହଯୋଗ କରିଥିବା ବେଳେ ମେଡିକାଲ ବ୍ଲଡବ୍ଯାଙ୍କ ର ଡାକ୍ତର ଅଶୋକ ମିଶ୍ର ଓ ତାଙ୍କ ସହଯୋଗୀ ଦଳ ରକ୍ତ ସଂଗ୍ରହ କରି ଥିଲେ। ସମସ୍ତ  ରକ୍ତଦାତା ଓ ସହଯୋଗ କରିଙ୍କୁ ବଲାଙ୍ଗିର  ଜିଲ୍ଲା ବିଜୁ ଜନତା ଦଳର ସୋସିଆଲ ମିଡିଆ ସଂଯୋଜକ ବିଭୁତି ଭୂଷଣ ମିଶ୍ର ଧନ୍ୟବାଦ ସହିତ କୃତଜ୍ଞତା ଜ୍ଞାପନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହ୍। ହାଇସ୍କୁଲରେ ଜାତୀୟ ବିଦ୍ୟୁତ୍ ସୁରକ୍ଷା ସପ୍ତାହ ପାଳିତ   03-Jul-2026
  ଜିଲ୍ଲା  
ଝରୀଗାଁ ତହସିଲଦାର ଙ୍କ ବିରଦ୍ଧରେ ଥାନରେ ଲିଖିତ ଅଭିଯୋଗ*   03-Jul-2026
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026
  ଜିଲ୍ଲା  
ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ   01-Jul-2026

You Might Also Like