-+91-9937148622 |

prerana_bgr@rediffmail.com |

  Friday 3rd July 2026 |

| | | |

R.N.I. Regd No. ODIODI/2010/46693

Breaking News

ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ    (02-Jul-2026)       ||      ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   (02-Jul-2026)       ||      ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   (02-Jul-2026)       ||      *ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   (02-Jul-2026)       ||      ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   (02-Jul-2026)       ||      ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   (02-Jul-2026)       ||      ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   (02-Jul-2026)       ||      ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   (02-Jul-2026)       ||      କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   (02-Jul-2026)       ||      ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||      ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   (01-Jul-2026)       ||      ଆଇନ ସଚେତନତା ଶିବିର    (01-Jul-2026)       ||      ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   (01-Jul-2026)       ||     

HOME   ଜିଲ୍ଲା

ସେବିକା ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

31-Mar-2026



ପଦ୍ମପୁର, (ପ୍ରେରଣା ଖବର )
 ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର କାର୍ଯ୍ୟରତ ସେବିକା ଶ୍ରୀମତୀ ଭଗବତୀ ଛଚାନ ଙ୍କୁ ଆଜି ଅବସର କାଳୀନ ସମ୍ବର୍ଦ୍ଧନା ଦିଆ ଯାଇଛି । ଏହି ଅବସରରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ସଭାପତି ଶ୍ରୀଯୁକ୍ତ ପୃଥ୍ଵୀରାଜ ସାହୁ ସଭାପତିତ୍ଵ କରିଥିବା ବେଳେ ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ମୂଖ୍ୟ ଅତିଥି ଭାବେ ଶିକ୍ଷା ବିକାଶ ସମିତି ବିଦ୍ବତ୍ ପରିଷଦର ସଭାପତି ଡ଼ଃ ବାଞ୍ଛାନିଧି ପଣ୍ଡା  ଯୋଗଦେଇ  ମାନବ ଜୀବନ ସହ ଜଡିତ ଅଙ୍ଗ ଗୁଡ଼ିକର କାର୍ଯ୍ୟ ସମ୍ପାଦନ ବିଷୟରେ ଆଲୋକପାତ କରିଥିଲେ I ନିମନ୍ତ୍ରିତ ଅତିଥି ଭାବେ ଶ୍ରୀଯୁକ୍ତ ଭକ୍ତଚରଣ ସାହୁ,ଉପ-ସଭାପତି  ଗୋପାଳ କୃଷ୍ଣ ମିଶ୍ର, ସଦସ୍ୟା ମୋନାଲିସା ସ୍ୱାଇଁ ମଞ୍ଚାସୀନ ହୋଇ ଅବସର ନେଉଥିବା ଶ୍ରୀମତୀ ଭଗବତୀ ଛଚାନ ମାଉସୀ ଙ୍କ ସମୟାନୁବର୍ତ୍ତିତା , ସ୍ନେହ ବତ୍ସଳତା ଆଦି ଅନେକ ସୁଗୁଣ ଉପରେ ଆଲୋକପାତ କରିଥିଲେ। ଅନ୍ୟତମ ଅତିଥି ଭାବରେ ଯୁଗ୍ମ ସମ୍ପାଦକ ଡ.ଟିକେଶ୍ଵର ନାଏକ ,ପୂର୍ବ ଛାତ୍ର ପରିଷଦ ସଦସ୍ୟ ସୁନୀଲ ଅଗ୍ରୱାଲ   ଉପସ୍ଥିତ ଥିଲେ । ପରେ ପରେ ପରିଚାଳନା ସମିତି, ମାତୃ ଭାରତୀ, ଶିଶୁ ବିଦ୍ୟାମନ୍ଦିର ସହକର୍ମୀ , ଗୁରୁଜୀ ଗୁରୁମା ଙ୍କ ତରଫରୁ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ । ଶେଷରେ ସମ୍ପାଦକ ଜନକଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ। ସମସ୍ତ ଗୁରୁଜୀ ଗୁରୁମା ଶୋଭାଯାତ୍ରାରେ ମାଉସୀ ଙ୍କୁ ତାଙ୍କର ଘରକୁ ଛାଡ଼ିବାକୁ  ଯାଇଥିଲେ । ସମସ୍ତଙ୍କ ସହଯୋଗରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭି.ବି.-ଜି ରାମ ଜି (VB-G RAM G) ଅଧିନିୟମ–୨୦୨୫’ର ସଫଳ କାର୍ଯ୍ୟକାରିତା ଏବଂ ଏହା ସମ୍ପର୍କରେ ବ୍ୟାପକ ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଶୁଭାରମ୍ଭ କାର୍ଯ୍ୟକ୍ରମ   02-Jul-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ସମ୍ପୂର୍ଣ ତ୍ରୁଟି ଶୂନ୍ୟ ନୂତନ ପାଠ୍ୟପୁସ୍ତକ ଯୋଗାଇ ଦେବା ପାଇଁ ସରକାରଙ୍କ ନିଷ୍ପତି” - ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଡ. ଏନ୍‌. ତିରୁମାଲା ନାୟକ   02-Jul-2026
  ଜିଲ୍ଲା  
ଫାର୍ମାସିଷ୍ଟ କଲେଜରେ ବିଶ୍ଵ ବନ ମହୋତ୍ସବ ସପ୍ତାହ   02-Jul-2026
  ଜିଲ୍ଲା  
*ସୋନପୁର ଠାରେ ଆନ୍ଧ୍ର ଭାରତ ସରକାରଙ୍କ ଦ୍ଵାରା ବିକଶିତ ଭାରତ ଜି ରାମ ଜି ୨୦୨୫ ର ଜାତୀୟ ସ୍ତର କାର୍ଯ୍ଯ କ୍ରମ ର ଶୁଭାରମ୍ଭ*-   02-Jul-2026
  ରାଜ୍ୟ  
ସଦରବ୍ଲକ ବିଡିଓ, ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ଓ ବରିଷ୍ଠ କିରାଣୀ ଙ୍କ ବିରୁଦ୍ଧରେ ପୋଲିସରେ ରିପୋର୍ଟ ଦୁର୍ନୀତିଖୋର ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଗୁହାରି   02-Jul-2026
  ଜିଲ୍ଲା  
ଶୁଭାରମ୍ଭ ହେଲା ବିକଶିତ ଭାରତ - ଜୀ ରାମ ଜୀ   02-Jul-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟା ମନ୍ଦିରରେ ୭୭ତମ ବନ ମହୋତ୍ସବ ସପ୍ତାହ ପାଳିତ, ବୃକ୍ଷରୋପଣ ଓ ପରିବେଶ ସୁରକ୍ଷାର ବାର୍ତ୍ତା   02-Jul-2026
  ଜିଲ୍ଲା  
ପୋଲିସ ପକ୍ଷରୁ ମାଦକ ଦ୍ରବ୍ୟ ନିଷ୍କାସନ ତଥା ମାଦକ ଦ୍ରବ୍ୟ ବିରୋଧୀ ସାମୁହିକ ସଂକଳ୍ପ କାର୍ଯ୍ୟକ୍ରମ ଅନ୍ତର୍ଭୁକ୍ତ "ନିଶାମୁକ୍ତ ଓଡ଼ିଶା ଅଭିଯାନ   02-Jul-2026
  ଜିଲ୍ଲା  
କେବେ ସରିବ ଆଗଲପୁର ବ୍ଲକ ଚାଷୀଙ୍କ ଦୁଃଖ   02-Jul-2026
  ଜିଲ୍ଲା  
ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ   01-Jul-2026
  ଜିଲ୍ଲା  
୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   01-Jul-2026
  ଜିଲ୍ଲା  
*ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   01-Jul-2026

You Might Also Like