-+91-9937148622 |

prerana_bgr@rediffmail.com |

  Thursday 2nd July 2026 |

| | | |

R.N.I. Regd No. ODIODI/2010/46693

Breaking News

ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ    (01-Jul-2026)       ||      ୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   (01-Jul-2026)       ||      *ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   (01-Jul-2026)       ||      ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   (01-Jul-2026)       ||      ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା    (01-Jul-2026)       ||      ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   (01-Jul-2026)       ||      ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା    (01-Jul-2026)       ||      ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ    (01-Jul-2026)       ||      ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   (01-Jul-2026)       ||      ଆଇନ ସଚେତନତା ଶିବିର    (01-Jul-2026)       ||      ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   (01-Jul-2026)       ||      କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   (01-Jul-2026)       ||      ୧୧୯ କଲୋନୀର ନର୍ଦ୍ଦମା ଅବରୋଧ,ଜଳ ନିଷ୍କାସନ ବାଧାପ୍ରାପ୍ତ    (01-Jul-2026)       ||      ବିନିକା ଅଞ୍ଚଳରେ ମଧ୍ୟରାତ୍ରରୁ ମୂଷଳଧାରାରେ ଲାଗି ରହିଛି ବର୍ଷା।   (01-Jul-2026)       ||      *ଜିଲ୍ଲା ସ୍ତରୀୟ ଆଲୋଚନା ଚକ୍ର* *ପାରମ୍ପରିକ ଲୋକକଳା: ସରମଙ୍ଗଲା*   (01-Jul-2026)       ||      ପରିବେଶ ଅନୁକୂଳ ଜୀବନ ପାଇଁ ସାମୂହିକ ପ୍ରୟାସ ଅପରିହାର୍ଯ୍ୟ   (01-Jul-2026)       ||      *ଓଡିଶା ଆଦିତ୍ୟ ବାହିନୀ ନୂତନ ଶାଖା ଗଠନ   (01-Jul-2026)       ||      ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା-୨୦୨୬ ପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରସ୍ତୁତି ବୈଠକ   (01-Jul-2026)       ||      କଣ୍ଟାବାଞ୍ଜିରେ ମଦ ଦୋକାନୀ ଗ୍ରାହକଙ୍କୁ ନିସ୍ତୁକ ମାଡ଼ ମାରିଲେ♦️ ଟଙ୍କାର ପ୍ରଲୋଭନ ଦେଖାଇ ଘଟଣା ଚାପି ଦେଲେ    (30-Jun-2026)       ||      ପୌର ପରିଷଦ, ବଲାଙ୍ଗୀରର ତିନି ଜଣ କର୍ମଚାରୀଙ୍କୁ ଅବସରକାଳୀନ ବିଦାୟୀ ସମ୍ବର୍ଦ୍ଧନା   (30-Jun-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ଆଇନ ସଚେତନତା ଶିବିର

31-Mar-2026



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ  ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଠାରେ ମହିଳା କମିଶନ ଓଡିଶା ସରକାର ତରଫରୁ ବ୍ଲକସ୍ତରୀୟ ଆଇନ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଅଛି । ସଚେତନତା ଶିବିରରେ ମୁଖ୍ୟ ଅତିଥି ଭାବରେ ମାନ୍ୟବର ମହିଳା କମିଶନ ଓଡିଶାର ସଦସ୍ୟା ଶ୍ରୀମତୀ ମୁକ୍ତା ସାହୁ  ଯୋଗ ଦେଇ ନାରୀ ମାନଙ୍କର ପାଇଁ ଉଦ୍ଦିଷ୍ଟ ସରକାରଙ୍କ ବିଭିନ୍ନ ଯୋଜନା ମାନଙ୍କ ଉପରେ ସବିଶେଷ ଆଲୋଚନା କରିଥିଲେ ଏବଂ ଓଡିଶାରେ ମହିଳା କମିଶନ ଦ୍ଵାରା କିପରି ମହିଳା ମାନେ ଲାଭ ପାଇପାରିବେ ତଥା ତାଙ୍କ ସମସ୍ୟାର ସମାଧାନ ହେବ ଏ ବିଷୟରେ ଆଲୋଚନା କରିଥିଲେ । ଶ୍ରୀମତୀ ସାହୁ POSH Act. , ବାଲ୍ୟ ବିବାହ ଓ ଘରୋଇ ହିଂସା ବିଷୟରେ ଆଲୋଚନା କରିଥିଲେ । ଅତିଥି ମାନଙ୍କ ମଧ୍ୟରେ ବଲାଙ୍ଗୀର ସାଂସଦଙ୍କ ପ୍ରତିନିଧି ଦିନେଶ ଶର୍ମା, ବଲାଙ୍ଗୀର ବିଧାୟକଙ୍କ ପ୍ରତିନିଧି ଶ୍ରୀମତୀ ଲିପକା ସାଏ, ପୂର୍ବତନ ବ୍ଲକ ଚେୟାରମେନ, ଆଗଲପୁର ଶ୍ରୀମତୀ ଭାରତୀ ମହାନନ୍ଦ, ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଅଧୀକ୍ଷକ ତରୁଣ ଭୋଇ, ବଲାଙ୍ଗୀର ଵି ଡି.ଓ ହୃଷୀକେଶ ଗଣ୍ଡ, ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ଅରବିନ୍ଦ ଓଝା ମଂଚାସୀନ ଥିଲେ। ପ୍ରଶିକ୍ଷକ ଭାବରେ ଯୁଧିଷ୍ଠିର ମିଶ୍ର ଆଇନ ମହାବିଦ୍ୟାଳୟର ସହ ଅଧ୍ୟକ୍ଷ ଚଣ୍ଡୀ ପ୍ରସାଦ ଖମାରି  ଏବଂ ଡି.ଏଲ.ଏସ.ଏ ସଭ୍ୟ ଜୟରାମ ମିଶ୍ର ଯୋଗ ଦେଇ ଥିଲେ। ପ୍ରଶିକ୍ଷଣ ଶିବିରରେ ବଲାଙ୍ଗିର ବ୍ଲକର ଆଶା, ଅଙ୍ଗନବାଡି କର୍ମୀ , ଶିକ୍ଷୟିତ୍ରୀ ବୃନ୍ଦ, ଏସ ଏଚ ଜି ମା ମାନଙ୍କ ସମେତ ଏ.ଏନ.ଏମ  ଏବଂ କଲେଜ ଛାତ୍ରୀ ମାନେ ଯୋଗଦାନ କରିଥିଲେ ।ପରବର୍ତ୍ତୀ ପର୍ଯ୍ୟାୟରେ ସମସ୍ତ ଅତିଥି ବୃନ୍ଦ ଏ କାର୍ଯ୍ୟକ୍ରମ ସମ୍ପର୍କରେ ମତାମତ ରଖିଥିଲେ । ପରେ ପରେ ପ୍ରଶିକ୍ଷକ ଶ୍ରୀ ଖମାରି L.C.C /I. C. C ଗଠନ , ଘରୋଇ ହିଂସା POSH Act. ବିଷୟରେ ସବିଶେଷ ବିବରଣୀ ଦେଇଥିଲେ । ପ୍ରଶିକ୍ଷକ ଶ୍ରୀଯୁକ୍ତ ମିଶ୍ର ଡାହାଣୀ ସନ୍ଦେହ ଜନିତ ହତ୍ୟା ର ସରକାରୀ ପ୍ରାବଧାନ ବିଷୟରେ ବୁଝାଇଥିଲେ । ପି ଓ- କମ-ପି ଓ ସୁଜାତା ଦୋରା ଧନ୍ୟବାଦ ଅର୍ପଣ କରିଥିଲେ। ମଞ୍ଚ ପରିଚାଳନା କରିଥିଲେ। ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜିକା ଶିବାନୀ ଠାକୁର ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତହସିଲ ଅଫିସ୍ ଭିତରକୁ ପ୍ରବେଶ କରିବା ପାଇଁ ଓକିଲଙ୍କୁ   ତହସିଲଦାରଙ୍କ ବାରଣ କରିବା ଘଟଣା♦️ ମାନବିକ ଅଧିକାରଙ୍କ ଦ୍ୱାରସ୍ଥ ହେଲେ ଓକିଲ, ଘଟଣାର ତଦନ୍ତ କରିବାକୁ ବଲାଙ୍ଗୀର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ   01-Jul-2026
  ଜିଲ୍ଲା  
୧୦ ଦଫା ଦାବୀ ନେଇ ଆଜିଠୁ ଡାକ୍ତରଖାନାରେ ଡ଼ାକ୍ତରଙ୍କ କାମ ବନ୍ଦ   01-Jul-2026
  ଜିଲ୍ଲା  
*ପୌର ପରିଷଦ ପକ୍ଷରୁ ଅଳିଆ ସଫା ପାଇଁ ଆଠ ଗୋଟି ଯାନ ର ଶୁଭାରମ୍ଭ*-   01-Jul-2026
  ଜିଲ୍ଲା  
ଡିଜିଟାଲ ଲର୍ନିଙ୍ଗ ସମ୍ପର୍କରେ ଜିଲ୍ଲା ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରଶିକ୍ଷଣ କାର୍ଯ୍ଯ କ୍ରମ   01-Jul-2026
  ଜିଲ୍ଲା  
ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା   01-Jul-2026
  ଜିଲ୍ଲା  
ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ   01-Jul-2026
  ଜିଲ୍ଲା  
ନିଶା ମୁକ୍ତ ଓଡ଼ିଶା ଅଭିଯାନ ରେ ଓଡ଼ିଶା ପୋଲିସକୁ ମିଳିଲା ଉଲ୍ଲେଖନୀୟ ସଫଳତା   01-Jul-2026
  ରାଜ୍ୟ  
ନିଶା ନିବାରଣ ଉପରେ ସଚେତନ କରିବା ପାଇଁ ବୁଦ୍ଧିଜୀବୀ ଓ ସଚେତନ ନାଗରିକ ଙ୍କ ସହଯୋଗ ଲୋଡ଼ିଲା ବଲାଙ୍ଗୀର ପୋଲିସ   01-Jul-2026
  ଜିଲ୍ଲା  
ବରପାଲି ପୋଲିସ ପକ୍ଷରୁ ନିଶା ମୁକ୍ତ ଭାରତ ଅଭିଯାନ   01-Jul-2026
  ଜିଲ୍ଲା  
ଆଇନ ସଚେତନତା ଶିବିର   01-Jul-2026
  ଜିଲ୍ଲା  
ଡାବୁଗାଁ ଠାରେ ପୁସ୍ତକ ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବୀ ରେ ୧୨ଘଣ୍ଟିଆ ବନ୍ଦ ପାଳନ   01-Jul-2026
  ଜିଲ୍ଲା  
କଟକସଦର ବ୍ଲକ୍ ଅଫିସରେ ସୂଚନାଅଧିକାର କର୍ମୀଙ୍କୁ ଦୁର୍ବ୍ୟବହାର ।ଅବସରପ୍ରାପ୍ତ କର୍ମଚାରୀଙ୍କ ନାମରେ ଥାନାରେ ଏତଲା !   01-Jul-2026

You Might Also Like