-+91-9937148622 |
prerana_bgr@rediffmail.com |
Sunday 10th May 2026 |
R.N.I. Regd No. ODIODI/2010/46693
Breaking News
05-Feb-2021
ଅନୁଗୁଳ (ପ୍ରେରଣା ଖବର) : ଅନୁଗୁଳ ଜିଲ୍ଲାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବିଛନ୍ଦ ଚରଣ ପ୍ରଧାନଙ୍କ ର 103 ବର୍ଷ ବୟସରେ ପରଲୋକ ହୋଇଯାଇଛି l 1918 ମସିହା ଫେବୃଆରୀ 20ରେ ଜନ୍ମ ଗ୍ରହଣ କରିଥିବା ସ୍ୱର୍ଗତ ପ୍ରଧାନଙ୍କ ନିଧନରେ ସମଗ୍ର ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି ।