-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   (30-Jun-2026)       ||      ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   (30-Jun-2026)       ||      ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   (30-Jun-2026)       ||      ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||     

HOME   ରାଜ୍ୟ

ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌କୁ ୨୪ ଘଣ୍ଟିଆ ଆକ୍ସନ୍ ମୋଡ୍‌ରେ ରଖନ୍ତୁ

01-Apr-2026



ପଶ୍ଚିମ ଏସିଆ ପରିସ୍ଥିତି ପରିପ୍ରେକ୍ଷୀରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ଉପରେ ଜିଲ୍ଲାପାଳମାନଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର(ପ୍ରେରଣା ଖବର): ପଶ୍ଚିମ ଏସିଆ ଯୁଦ୍ଧ ସଂକଟ ପରିପ୍ରେକ୍ଷୀରେ ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ସମ୍ପର୍କରେ ଜିଲ୍ଳାପାଳମାନଙ୍କ ସହିତ ଆଭାସୀ ମାଧ୍ୟମରେ ଆଲୋଚନା କରି ଜିଲ୍ଲାସ୍ତରୀୟ ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌କୁ ୨୪ ଘଣ୍ଟିଆ ଆକ୍ସନ୍ ମୋଡ୍‌ରେ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । 

ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ ଜିଲ୍ଲାସ୍ତରରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ପଚାରି ବୁଝିବା ସହିତ କଳାବଜାରୀ, ବେଆଇନ ମହଜୁଦକାରୀ ଦରଦାମ୍ ବୃଦ୍ଧି ପ୍ରତି ଜିଲ୍ଲାପାଳମାନେ ନିୟମିତ ଭାବେ ବିଭିନ୍ନ ମାର୍କେଟର ସ୍ଥିତି ଅନୁଧ୍ୟାନ କରି ଅସାଧୁ ବେପାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ । 

ଟିମ୍ ସ୍ପିରିଟ୍‌ରେ ସମନ୍ୱୟ ରକ୍ଷା କରି କାମ କରନ୍ତୁ

ଜିଲ୍ଲାପାଳମାନେ ମାର୍କେଟ ସ୍ଥିତି ଅନୁଧ୍ୟାନ କରନ୍ତୁ,
 ଅସାଧୁ ବେପାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଅନ୍ତୁ

ଗତ ୨୭ ମାର୍ଚ୍ଚର ବୈଠକରେ ମାନ୍ୟବର ପ୍ରଧାନମନ୍ତ୍ରୀ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଆଲୋଚନା କରି ସମସ୍ତଙ୍କୁ ଟିମ୍ ଇଣ୍ଡିଆ ସ୍ପିରିଟ୍‌ରେ କାମ କରିବାକୁ ପରାମର୍ଶ ଦେଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ପରିସ୍ଥିତିରେ ସମସ୍ତେ ଗୋଟିଏ ଟିମ୍‌ ମନୋଭାବ ନେଇ କୋ-ଅର୍ଡିନେଟେଡ୍ ମ୍ୟାନରରେ କାମ କରିବା ଅତ୍ୟନ୍ତ ଜରୁରୀ । 

ଗୁଜବ ସୃଷ୍ଟି କରି ଭୟର ବାତାବରଣ ସୃଷ୍ଟି କରୁଥିବା ଲୋକମାନଙ୍କ ବିରୁଦ୍ଧରେ ଦୃଢ଼ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବିଶେଷକରି ସୋସିଆଲ ମିଡିଆ ଉପରେ ସ୍ୱତନ୍ତ୍ର ଧ୍ୟାନ ରଖିବା ପାଇଁ ସେ କହିଥିଲେ । ଉଭୟ ରାଜ୍ୟ ଓ ଜିଲ୍ଲା ସ୍ତରରେ କ୍ରାଇସିସ୍ ମ୍ୟାନେଜ୍‌ମେଣ୍ଟ ଗ୍ରୁପ୍‌ ଗଠନ କରାଯାଇଛି, ଉପଯୁକ୍ତ ସମନ୍ୱୟ ରଖି ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଯେପରି ନିୟମିତ ଭାବେ ଉପଲବ୍‌ଧ ହେବ, ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ ।

ଜିଲ୍ଲାରେ ପେଟ୍ରୋଲ, ଡିଜେଲ, ଗ୍ୟାସ୍, ସାର ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀର ଉପଲବ୍‌ଧତା ସମ୍ପର୍କରେ ନିୟମିତ ମନିଟରିଂ କରିବା ପାଇଁ ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଜନସାଧାରଣ ଭୟଭୀତ ନ ହେବା ପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ । 

ଅତ୍ୟାବଶ୍ୟକୀୟ ସାମଗ୍ରୀର ଉପଲବ୍‌ଧତା ସମ୍ପର୍କରେ 
ନିୟମିତ ମନିଟରିଂ କରନ୍ତୁ

ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ ସିଂହ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଉପସ୍ଥାପନା ରଖିଥିଲେ । ଜିଲ୍ଲାପାଳମାନେ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ । ବୈଠକରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଶ୍ରୀ ଡି.କେ ସିଂହ, ଗୃହ ଏବଂ ସୂଚନା ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ. ୱାଇ.ବି. ଖୁରାନିଆ, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ, ଶ୍ରମ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଚିତ୍ରା ଅରୁମୁଗମ୍, ଏବଂ ବିଭିନ୍ନ ବିଭାଗର ଶାସନ ସଚିବମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ରସରର ନିର୍ଗତ ପ୍ରଦୂଷଣ ଓ ଧୂଳିଗୁଣ୍ଡ ସମସ୍ୟାକୁ ନେଇ ଭାଲୁପାଳି ଗ୍ରାମବାସୀଙ୍କ ଜିଲ୍ଲାପାଳଙ୍କୁ ଦାବିପତ୍ର(ବନ୍ଦ ନହେଲେ ଆନ୍ଦୋଳନ )   30-Jun-2026
  ରାଜ୍ୟ  
ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   30-Jun-2026
  ଜିଲ୍ଲା  
ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   30-Jun-2026
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026

You Might Also Like