-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   (30-Jun-2026)       ||      ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   (30-Jun-2026)       ||      ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||     

HOME   ଜିଲ୍ଲା

*ସୁବର୍ଣପୁର ଡିଆର୍‌ସିଏସ୍ ନିଲମ୍ବିତ*

01-Apr-2026



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଡିଆରସିଏସ୍ ସଂଜୟ କୁମାର ତ୍ରିପାଠୀ ନିଲମ୍ବିତ । କାର୍ଯ୍ୟରେ ଅବହେଳା ଏବଂ ଅନିୟମିତତା କାରଣରୁ ଶ୍ରୀଯୁକ୍ତ ତ୍ରିପାଠୀଙ୍କୁ ରାଜ୍ୟ ସମବାୟ ବିଭାଗ ପକ୍ଷରୁ ଚିଠି ନଂ ୪୨୯୯ ତା. ୩୧/୩/୨୦୨୬ ଅନୁଯାୟୀ ନିଲମ୍ବନ ଆଦେଶନାମା ଜାରି କରାଯାଇଛି । ତାଙ୍କ ନିଲମ୍ବନ ସମୟରେ ଶ୍ରୀଯୁକ୍ତ ତ୍ରିପାଠୀ ସମ୍ବଲପୁର ଡିଆର୍‌ସିଏସ୍ କାର୍ଯ୍ୟାଳରେ ରହିବା ପାଇଁ ନିର୍ଦ୍ଦେଶ ହୋଇଛି । ତେବେ ସୋନପୁର ଏଆରସିଏସ ଭବାନୀଶଙ୍କର ଦାଶଙ୍କୁ ଭାରପ୍ରାପ୍ତ ଡିଆରସିଏସ ଭାବେ ସମବାୟ ବିଭାଗ ପକ୍ଷରୁ ଦାୟିତ୍ଵ ହସ୍ତାନ୍ତର କରାଯାଇଛି । ପ୍ରକାଶ ଥାଉ କି ଯେ, ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ୍ ମରାଡ଼ୁଗୋଛା ପ୍ୟାକ୍ସରେ ନିଯୁକ୍ତି ପ୍ରଦାନରେ ବ୍ୟାପକ ଦୁର୍ନୀତ ଅଭିଯୋଗ ହୋଇଥିଲା । ଜିଲ୍ଲାପାଳ ଡ ନୃପରାଜ ସାହୁ ନିଜେ ପ୍ୟାକ୍ସକୁ ଯାଇ ଘଟଣାର ତଦନ୍ତ କରିବା ସହ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। ପ୍ୟାକ୍ସ ସମ୍ପାଦକ ତଥା ସିଇଓ ନବୀନ ଦାଶ, ରାତ୍ର ଜଗୁଆଳୀ ମକୁନ୍ଦ ନାଏକ ଓ ପିଅନ ମନୋଜ ଦାସ ନିଜ ପୁଅଙ୍କୁ ନିଯୁକ୍ତ ପ୍ରଦାନ କରିଥିଲେ । ଉପରିସ୍ତ ଅଧିକାରୀ ଶ୍ରୀ ତ୍ରିପାଠୀ ଏଥିରେ ସହଯୋଗ କରିଥିଲେ । ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ନବୀନ, ମକୁନ୍ଦ ଓ ମନୋଜ ସେଚ୍ଛାକୃତ ଅବସର ପାଇଁ ଆବଦେନ କରିଥିଲେ ଏବଂ ପ୍ୟାକ୍ସ ପରିଚାଳନା ପରିଷଦରେ ଏହି ପ୍ରସ୍ତାବ ଗୃହୀତ ହୋଇଥିଲା । ନୂତନ ନିଯୁକ୍ତି ପାଇଁ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଅନୁମତି ଅଣା ଯାଇ ନ ଥିଲା । ପ୍ୟାକ୍ସ ପକ୍ଷରୁ ବିଜ୍ଞାପନ ମଧ୍ୟ ପ୍ରକାଶ ପାଇ ନଥିଲା କି ନିଯୁକ୍ତ କମିଟି ଗଠନ ହୋଇ ନଥିଲା । ସରକାରଙ୍କ ନିଯୁକ୍ତି ନିୟମକୁ ଅଣଦେଖା କରି ଡିଆରସିଏସ ଥଇଥାନ ନିଯୁକ୍ତି ପ୍ରସ୍ତାବକୁ ପ୍ରଶାସନିକ ଅନୁମୋଦନ ପ୍ରଦାନ କରିଥିଲେ । ଗତ ଫେବୃଆରୀ ୧୯ ତାରିଖରେ ନବୀନ, ମୁକୁନ୍ଦ ଓ ମନୋଜ ଭିଆରଏସ ନେଇଥିଲେ । ସେହି ଦିନ ହିଁ ସେମାନଙ୍କ ପରିବାର ୪ ଜଣଙ୍କୁ ନିଯୁକ୍ତି ପାଇଥିଲେ । ପ୍ୟାକ୍ସ ସମ୍ପାଦକ ନବୀନ ଙ୍କ ପୁଅ ଅମ୍ବରୀଶଙ୍କୁ ଉକ୍ତ ପ୍ୟାକ୍ସର ଭାରପ୍ରାପ୍ତ ସିଇଓ ତଥା ସମ୍ପାଦକ ଓ ଜ୍ୱାଇଁ ତଥା ବରଗଡ ଜିଲ୍ଲା ବରପାଲି ବ୍ଲକ୍ ରେମେଡ ଗାଁର ଅନିଲ କୁମାର ଦାସଙ୍କୁ ସ‌ହ ସମ୍ପାଦକ ଭାବେ ବେଆଇନ ନିଯୁକ୍ତି ଦିଆଯାଇଥିଲା । ସେହିପରି ପ୍ୟାକ୍ସର ରାତ୍ର ଜଗୁଆଳୀ ଥିବା ମକୁନ୍ଦ ନାଏକଙ୍କ ପୁଅ ଅମିତଙ୍କୁ ରାତ୍ର ଜଗୁଆଳୀ ଓ ପିଅନ ମନୋଜ ଦାସଙ୍କ ପୁଅ ଅଜିତ କୁ ପିଅନ ଭାବେ ନିଯୁକ୍ତି ପାଇଥିଲେ । ଚାଷୀଙ୍କୁ ଅନେକ ଅଭିଯୋଗ ତଥା ଆନ୍ଦୋଳନ ପରେ ଜିଲ୍ଲା ଡ. ନୃପରାଜ ସାହୁ ଏହି ଦିଗରେ ତଦନ୍ତ କରି ଏଭଳି ଦୁର୍ନିତୀ ପ୍ରମାଣ ମିଳିବା ପରେ ଡିଆରସିଏସ ଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କରିଥିଲେ । ଏହି ଘଟଣାରେ ପୂର୍ବରୁ ମରାଡୁଗୋଛା ପ୍ୟାକ୍ସ ସମ୍ପାଦକ ନବୀନ ଦାଶଙ୍କୁ ନିଲମ୍ବନ କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟେପରେନ ଧବଳେଶ୍ୱର କଁଟା ମାଟିକାମରେ ଦୁର୍ନୀତି ♦️ ନରସିଂହଙ୍କୁ ଅଭିଯୋଗ କଲେ ସ୍ଥାନୀୟ ବିଜେପି ନେତା   30-Jun-2026
  ଜିଲ୍ଲା  
ତୁରେକେଲା ବ୍ଳକ ଶିକ୍ଷା କାର୍ଯ୍ୟାଳୟରେ ସମ୍ବର୍ଦ୍ଧନା ସଭା   30-Jun-2026
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026

You Might Also Like