-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   (30-Jun-2026)       ||      ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁର ଜିଲ୍ଲାରେ କର୍ମଚାରୀ ଓ ଅଫିସର ନିଲମ୍ବିତ; ଅନ୍ୟ କର୍ମଚାରୀଙ୍କ ପାଇଁ ଚେତାବନୀ*

01-Apr-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )ସୋନପୁର କଲେଜର ରସାୟନ ବିଜ୍ଞାନର ଡେମୋନଷ୍ଟ୍ରେଟର ଶ୍ରୀ ରବି ନାରାୟଣ ମିଶ୍ରଙ୍କ କାର୍ଯ୍ୟକାଳ ସମୟରେ ହୋଇଥିବା ଅନିୟମିତତା ପାଇଁ ତାଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପରାଜ ସାହୁ । ଓଡ଼ିଶା ଶିକ୍ଷା ନିୟମ, ୧୯୭୪ର ନିୟମ-୨୧ ଅନୁଯାୟୀ ରବି ନାରାୟଣ ମିଶ୍ର ଙ୍କୁ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏଡିଏମ ତଥା କଲେଜ୍ ପରିଚାଳନା କମିଟି ସଭାପତି ଶ୍ରୀ ରାଜେନ୍ଦ୍ର ମାଝୀ ନିଲମ୍ବିତ କରିଛନ୍ତି । ଶ୍ରୀ ମିଶ୍ରଙ୍କ ଚାକିରୀ ସମୟରେ ବିଭିନ୍ନ ପ୍ରକାର ଅନିୟମିତତାକୁ ଭିତ୍ତିକରି ଏଡିଏମ୍ ଙ୍କ ଚିଠି ନମ୍ବର ୭୩୨ ତାରିଖ ୩୧/୦୩/୨୦୨୬ ରେ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି । ପୁନଶ୍ଚ ଶ୍ରୀ ମିଶ୍ର ଙ୍କୁ ସୋନପୁର ହେଡ୍ କ୍ୱାଟର ନ ଛାଡ଼ିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ଯୋଗ୍ୟ ଯେ ଦୀର୍ଘ ବର୍ଷ ହେବ ସୋନପୁର ମହାବିଦ୍ୟାଳୟ ରେ ବିଭିନ୍ନ ଦୁର୍ନୀତି ଓ ଅରାଜକତା ଚାଲି ଆସୁଥିବା ବେଳେ ଶିକ୍ଷାବିତ୍ ଓ ବୁଦ୍ଧିଜୀବୀ ମହଲରେ ନିନ୍ଦା କରାଯାଉଥିଲା । ଜିଲ୍ଲାପାଳ ଙ୍କ ଏହି କଡ଼ା ଆଭିମୁଖ୍ୟ ତଥା ଜିଲ୍ଲା ର ଦୁଇ ଜଣ କର୍ମଚାରୀ ଓ ଅଫିସର ଙ୍କ ନିଲମ୍ବିତ ଘଟଣା ଜିଲ୍ଲା ର ସମସ୍ତ ବିଭାଗର କର୍ମଚାରୀ ଓ ଅଫିସର୍ ଙ୍କ ପାଇଁ ଏହା ଏକ ଚେତାବନୀ ବୋଲି ବୁଦ୍ଧିଜୀବୀ ମତ ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ଏସ୍‌ଏମ୍‌ସି ଗଠନ ପାଇଁ ସିଆରସିସିଙ୍କ ବିଦ୍ୟାଳୟ ପରିଦର୍ଶନ   30-Jun-2026
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026

You Might Also Like