-+91-9937148622 |

prerana_bgr@rediffmail.com |

  Wednesday 1st April 2026 |

| | | |

R.N.I. Regd No. ODIODI/2010/46693

Breaking News

ହରଭଙ୍ଗା ବିଦ୍ୟାଳୟରେ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ    (01-Apr-2026)       ||      *ସୁବର୍ଣ୍ଣପୁର ଜିଲ୍ଲାରେ କର୍ମଚାରୀ ଓ ଅଫିସର ନିଲମ୍ବିତ; ଅନ୍ୟ କର୍ମଚାରୀଙ୍କ ପାଇଁ ଚେତାବନୀ*   (01-Apr-2026)       ||      *ସୁବର୍ଣପୁର ଡିଆର୍‌ସିଏସ୍ ନିଲମ୍ବିତ*   (01-Apr-2026)       ||      ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌କୁ ୨୪ ଘଣ୍ଟିଆ ଆକ୍ସନ୍ ମୋଡ୍‌ରେ ରଖନ୍ତୁ   (01-Apr-2026)       ||      ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   (01-Apr-2026)       ||      ବ୍ଲକସ୍ତରୀୟ ଆଇନ ସଚେତନତା ଶିବିର    (31-Mar-2026)       ||      ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତରଫରୁ କ୍ୟାମ୍ପ୍ କୋର୍ଟ ଓ ଜନ ଅଭିଯୋଗ ଶୁଣାଣି   (31-Mar-2026)       ||      ସେବିକା ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   (31-Mar-2026)       ||      ପଦ୍ମଫୁଲ ବେଶରେ ଦର୍ଶନ ଦେଲେ ମା ପଟଖଣ୍ଡା    (31-Mar-2026)       ||      ବଲାଙ୍ଗୀରରେ ରକ୍ତଦାନ ଶିବିର, ୮୩ ୟୁନିଟ ରକ୍ତ ସଂଗ୍ରହ    (31-Mar-2026)       ||      ପଦ୍ମପୁର ରଜାପଡା ଠାରେ ମା ସମଲେଶ୍ୱରୀ ଝାରୀ,ଚଣ୍ଡୀ ଙ୍କ ପୂଜା ଅନୁଷ୍ଠିତ   (31-Mar-2026)       ||      ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପାଟଣା ମହାରାଜା ରାଜେନ୍ଦ୍ରନାରାୟଣସିଂହଦଓ ୧୧୪ ତମ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି   (31-Mar-2026)       ||      ଡୁଙ୍ଗୁରିପାଲି ବ୍ଲକସ୍ତରୀୟ ଜନଶୁଣାଣୀ ଶିବିର   (31-Mar-2026)       ||      ଏକ ଦିବସୀୟ ଜାତୀୟ କାର୍ଯ୍ୟଶାଳା ଅନୁଷ୍ଠିତ   (31-Mar-2026)       ||      ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ    (31-Mar-2026)       ||      ଧୂମଧାମରେ ସମ୍ପନ୍ନ ହେଲା ଡାବୁଗାଁରେ ନବ ଦିନାତ୍ମକ କୋଳସ ଯାତ୍ରା*   (31-Mar-2026)       ||      ଘୁଷୁରାମୁଣ୍ଡା ମହିମାମଠ ରେ ବିଶ୍ୱଶାନ୍ତି ବାଲ୍ୟଳିଲା ବ୍ରହ୍ମଯଜ୍ଞ ଅନୁଷ୍ଠିତ   (31-Mar-2026)       ||      ଘୁଷୁରାମୁଣ୍ଡା ମହିମାମଠ ରେ ବିଶ୍ୱଶାନ୍ତି ବାଲ୍ୟଳିଲା ବ୍ରହ୍ମଯଜ୍ଞ ଅନୁଷ୍ଠିତ   (31-Mar-2026)       ||      ଆତ୍ମରକ୍ଷା ତାଲିମ୍ ଝିଅମାନଙ୍କ ପାଇଁଏକ କବଚ ସଦୃଶ? ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଯାପିତ    (31-Mar-2026)       ||      ଶୋଚନୀୟ ହେଲାଣି ବରୁଆଁ-ବରୀ ରାସ୍ତା, ମରାମତି କରୁନାହିଁ ପୂର୍ତ୍ତ ବିଭାଗ   (31-Mar-2026)       ||     

HOME   ଜିଲ୍ଲା

ହରଭଙ୍ଗା ବିଦ୍ୟାଳୟରେ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

01-Apr-2026



ସାଲେଭଟ।(ବିନୋଦ ଦୀପ): ଆଗଲପୁର ବ୍ଲକ୍ ଅନ୍ତର୍ଗତ ହରଭଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଇକୋ କ୍ଲବ୍ ଆନୁକୁଲ୍ୟରେ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଅଛି। ପ୍ରଧାନ ଶିକ୍ଷକ ଦୁର୍ଯୋଧନ ପଶାୟତ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସାଲେଭଟା ବନ ଅଧିକାରୀ ଚୌଧୁରୀ ଦଳପତି ମୁଖ୍ୟ ଅତିଥି, ପରିବେଶବିତ୍ ଋଷଭ ପଧାନ, ସିମେଲମୁଣ୍ଡା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ

ସୁଶାନ୍ତ ନନ୍ଦ ଓ ବିଦ୍ୟାଳୟ ପରିଚାଳନା ସମିତି ସଭାପତି ବିପିନ ସାହୁ ସମ୍ମାନିତ ଅତିଥି ରୂପେ ଯୋଗଦେଇ ଜଙ୍ଗଲ ସୁରକ୍ଷା ସହ ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା କରିବା, ପ୍ଲାଷ୍ଟିକ ମୁକ୍ତ ବିଦ୍ୟାଳୟ ଓ ସ୍ୱଚ୍ଛ ପରିବେଶ ଗଠନ ଉପରେ

ଆଲୋକପାତ କରିଥିଲେ। ତତ୍ପରେ ପ୍ଲାକାର୍ଡ, ବ୍ୟାନର ଓ ଡ୍ରମ୍ ବାଜା ସହ ଛାତ୍ରଛାତ୍ରୀଙ୍କ ଦ୍ଵାରା ସଚେତନତା ଶୋଭାଯାତ୍ରା କରାଯାଇଥିଲା । ପୂର୍ବରୁ ଆୟୋଜିତ ବକୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା ।କାର୍ଯ୍ୟକ୍ରମକୁ ଶିକ୍ଷକ ଗୋବିନ୍ଦ ସାହୁ ପରିଚାଳନା କରିଥିଲେ। ଶିକ୍ଷକ ଦିଲ୍ଲୀପ ଥନାପତି, ରାଜକିଶୋର ମହାକୁର, ମଣ୍ଟେଶ୍ ସାହୁ, ବନ କର୍ମଚାରୀ ଅଂଶୁମାନ ଦାସ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହରଭଙ୍ଗା ବିଦ୍ୟାଳୟରେ ପରିବେଶ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   01-Apr-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲାରେ କର୍ମଚାରୀ ଓ ଅଫିସର ନିଲମ୍ବିତ; ଅନ୍ୟ କର୍ମଚାରୀଙ୍କ ପାଇଁ ଚେତାବନୀ*   01-Apr-2026
  ଜିଲ୍ଲା  
*ସୁବର୍ଣପୁର ଡିଆର୍‌ସିଏସ୍ ନିଲମ୍ବିତ*   01-Apr-2026
  ରାଜ୍ୟ  
ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଏନ୍‌ଫୋର୍ସମେଣ୍ଟ ସ୍କ୍ୱାଡ୍‌କୁ ୨୪ ଘଣ୍ଟିଆ ଆକ୍ସନ୍ ମୋଡ୍‌ରେ ରଖନ୍ତୁ   01-Apr-2026
  ଜିଲ୍ଲା  
ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ   01-Apr-2026
  ଜିଲ୍ଲା  
ବ୍ଲକସ୍ତରୀୟ ଆଇନ ସଚେତନତା ଶିବିର   31-Mar-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ତରଫରୁ କ୍ୟାମ୍ପ୍ କୋର୍ଟ ଓ ଜନ ଅଭିଯୋଗ ଶୁଣାଣି   31-Mar-2026
  ଜିଲ୍ଲା  
ସେବିକା ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା   31-Mar-2026
  ଜିଲ୍ଲା  
ପଦ୍ମଫୁଲ ବେଶରେ ଦର୍ଶନ ଦେଲେ ମା ପଟଖଣ୍ଡା   31-Mar-2026
  ଜିଲ୍ଲା  
ବଲାଙ୍ଗୀରରେ ରକ୍ତଦାନ ଶିବିର, ୮୩ ୟୁନିଟ ରକ୍ତ ସଂଗ୍ରହ   31-Mar-2026
  ଜିଲ୍ଲା  
ପଦ୍ମପୁର ରଜାପଡା ଠାରେ ମା ସମଲେଶ୍ୱରୀ ଝାରୀ,ଚଣ୍ଡୀ ଙ୍କ ପୂଜା ଅନୁଷ୍ଠିତ   31-Mar-2026
  ଜିଲ୍ଲା  
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପାଟଣା ମହାରାଜା ରାଜେନ୍ଦ୍ରନାରାୟଣସିଂହଦଓ ୧୧୪ ତମ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି   31-Mar-2026

You Might Also Like