-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||     

HOME   ରାଜ୍ୟ

ରାଜ୍ୟସଭା ରେ ଜାଲଜାତି ପ୍ରମାଣପତ୍ରଧାରୀ ଙ୍କ ବିରୁଦ୍ଧରେ କଡା କାର୍ଯ୍ୟାନୁଷ୍ଠାନ ଦାବି କଲେ ସାଂସଦ ନିରଞ୍ଜନ ବିଶି”

01-Apr-2026



ନୂଆଦିଲ୍ଲୀ(ପ୍ରେରଣା ଖବର): ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସଂସଦରେ ଜାଲ ଜାତି ପ୍ରମାଣପତ୍ର ବ୍ୟବହାର ନେଇ ଗଭୀର ଉଦବେଗ ପ୍ରକାଶ କରିବା ସହିତ ସୁପ୍ରିମକୋର୍ଟ ନିର୍ଦ୍ଦେଶକୁ  ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ କଡାଭାବରେ କାର୍ଯ୍ୟକାରି କରିବାକୁ ଦାବି କରିଛନ୍ତି।
 ସାଂସଦ ଶ୍ରୀ ବିଶି କହିଛନ୍ତି ଯେ  ସାଧାରଣ ବର୍ଗ ର ଅଯୋଗ୍ୟ ବ୍ୟକ୍ତିମାନେ ଜାଲିଆତି କରି ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ପ୍ରମାଣପତ୍ର ଦ୍ୱାରା ସଂରକ୍ଷଣ ରେ ସରକାରୀ ଚାକିରି, ମେଡିକାଲ ଓ ଇଞ୍ଜିନିୟରିଂ  ଶିକ୍ଷାନୁଷ୍ଠାନ ରେ ଭର୍ତ୍ତି,  ଏସଟି ଏସସି ଜମି କ୍ରୟ, ଏବଂ ବିଭିନ୍ନ ସରକାରୀ ସୁବିଧା ଉପଭୋଗ କରୁଛନ୍ତି।
ଏହା ଭାରତୀୟ ସଂବିଧାନର ଧାରା ୧୫ (4), ୧୬ (4), 46, ୩୩୮ ଓ ୩୩୮ (କ )ର ସ୍ପଷ୍ଟ ଉଲ୍ଲଂଘନ ବୋଲି ସାଂସଦ ଶ୍ରୀ ବିଶି କହିଛନ୍ତି।
ଶ୍ରୀ ବିଶି ଦାବି କରିଛନ୍ତି:
ଜାଲ ଜାତି ପ୍ରମାଣପତ୍ର ତୁରନ୍ତ ରଦ୍ଧ କରାଯାଉ,ବେଆଇନ ଉପାୟରେ ଚାକିରି ପାଇଥିବା ଅଣ ଅନୁସୂଚିତ ଜାତି/ଜନଜାତି କର୍ମଚାରୀ ଓ ଅଧିକାରୀଙ୍କୁ ଚାକିରୀ ରୁ ବହିସ୍କୃତ କରାଯାଉ,
ସମସ୍ତ ଅବୈଧ ସମ୍ପତ୍ତି ସରକାର ଅସୁଳି କରନ୍ତୁ ବୋଲି ଶ୍ରୀ ବିଶି ଦାବୀ କରିଛନ୍ତି l
ରାଜ୍ୟସଭା ରେ ସାଂସଦ ନିରଞ୍ଜନ ବିଶି ଆହୁରି ଖୋଭ ପ୍ରକାଶ କରିଥିଲେ ଯେ  ହାଇ କୋର୍ଟରେ  ଷ୍ଟେ ଅର୍ଡର  ଦ୍ୱାରା ନକଲି ଏସଟି ଏସସି ମାନେ ବର୍ଷ ବର୍ଷ ଧରି ଚାକିରୀ କରୁଛନ୍ତି l ଏସଟି ଏସସି ପାଇଁ ଉଦ୍ଧିଷ୍ଟ ଅନ୍ୟାନ୍ୟ  ସରକାରୀ ସୁବିଧା ପାଉଛନ୍ତି, ତେଣୁ ଏହାର ସମୟସୀମା ମଧ୍ୟରେ ସମାଧାନ ଆବଶ୍ୟକ।
 ଅନୁସୂଚିତ ଜାତି ଓ ଜନଜାତି ଲୋକଙ୍କ ଅଧିକାର ସୁରକ୍ଷା କରିବା ସରକାରଙ୍କ ନୈତିକ ଓ ସଂବିଧାନିକ କର୍ତ୍ତବ୍ୟ,” ବୋଲି ଶ୍ରୀ ବିଶି ଉଲ୍ଲେଖ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026

You Might Also Like