-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

କଣ୍ଟାମାଳ ର ବିଭିନ୍ନ ଅନୁଷ୍ଠାନରେ ଉତ୍କଳ ଦିବସ ପାଳିତ

01-Apr-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକର ବିଭିନ୍ନ ଅନୁଷ୍ଠାନ ତରଫରୁ ଉତ୍କଳ ଦିବସ ପାଳିତ ହୋଇ ଯାଇଛି।ଏହି କ୍ରମରେ ଘଣ୍ଟାପଡ଼ାସ୍ଥିତ ସମଲେଶ୍ଵରୀ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକ ପିତବାସ ପଣ୍ଡାଙ୍କ ଅଧ୍ୟକ୍ଷତା ରେ ଏକ ସଭାର ଆୟୋଜନ ହୋଇଥିଲା। ଏଥିରେ ଅତିଥି ଭାବେ ହାଇସ୍କୁଲର ପ୍ରତିଷ୍ଠାତା ସଦସ୍ୟ ଉଛେଇ ବାରିକ ଓ ପରିଚାଳନା କମିଟି ସଦସ୍ୟ ପ୍ରଭାତ ସାହୁ ଉପସ୍ଥିତ ରହି ମହାପୁରୁଷମାନଙ୍କୁ ଫୁଲ ଚନ୍ଦନ ଦେଇ ଉତ୍କଳ ଦିବସରେ ମହାପୁରୁଷଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ । ସେହିପରି ସହକାରୀ ଶିକ୍ଷକ ସନ୍ତୋଷ ସାହୁ, ଲିପୁନ ପ୍ରଧାନ, ମୁକେଶ ମଲିକ, ବିଭୂତି ଭୂଷଣ ଦୁର୍ଗ, ରାକେଶ ଭୋଇ, ସୁପ୍ରଭା ଦେହୁରୀ, ମନ୍ଦାକିନୀ ବଗର୍ତ୍ତୀ, ବନମାଳୀ ମଲିକଙ୍କ ସମେତ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ। ସେହିପରି ସ୍ଥାନୀୟ ଏମଇସ୍କୁଲରେ ପ୍ରଧାନ ଶିକ୍ଷକ ମହେନ୍ଦ୍ର ଲୁହାଙ୍କ ତତ୍ତାବଧାନ ରେ, ଅଙ୍ଗନୱ୍ଵାଡି କେନ୍ଦ୍ରରେ  ଉତ୍କଳ ଦିବସ ପାଳିତ ହୋଇ ଯାଇଛି।ସ୍ଥାନୀୟ ଶିଶୁମନ୍ଦିରରେ ମଧ୍ୟ ପ୍ରଧାନ ଗୁରୁଜୀ ଲିଙ୍ଗରାଜ ସେଠଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ସଭାରେ ନୂତନ ପରିଚାଳନା କମିଟି ସଭାପତି ନିଳାଚଳ ଭୋଇ, ସଂପାଦକ ରଞ୍ଜିତ ରଣା ଓ ସମସ୍ତ ସଦସ୍ୟଙ୍କୁ ଭବ୍ୟ ସ୍ଵାଗତ କରି ଦାୟିତ୍ୱ ପ୍ରଦାନ କରିଥିଲେ। ସେହିପରି ଆମ୍ବଗାଁ ଜନତା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷ ଶୁକଦେବ ପଣ୍ଡାଙ୍କ ସଭାପତିତ୍ଵରେ ଏକ ସଭାର ଆୟୋଜନ ହୋଇ ମହାମନିଷଙ୍କ ସ୍ତୁତିଚାରଣ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like