-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଠାରେ ୯୧ ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ

01-Apr-2026



- ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ପୋଲିସ ପଡ଼ିଆ ଠାରେ ୯୧ ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି l ମୂଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଏସପି ଶ୍ରୀ ନାରାୟଣ ନାଏକ ଯୋଗ ଦେଇ ବରପୁତ୍ର ଙ୍କୁ ଅମର ସହିଦ ଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ପୋଲିସ ର ଦାୟିତ୍ବ ବହୁମୁଖୀ ବୋଲି କହିଥିଲେ l ଦେଶ ର ବିରୋଧୀ ଅସାମାଜିକ ବ୍ୟକ୍ତି କୁ ନିରୋଧ ବଟିକା କୁ ଆଜିର ଦିନରେ ଦୃଢ଼ ସଂକଳ୍ପ ନେବା କୁ କହିଥିଲେ l ଏସ ପି ଶ୍ରୀ ନାୟକ ମହା ମହିମ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ ଙ୍କ ବାର୍ତ୍ତା ପଠନ କରିଥିଲେ l ଓ ସରକାର ଙ୍କ ସମସ୍ତ ଵ୍ୟଵସ୍ଥା ରେ ସୁରକ୍ଷିତ ଓ ଅପରାଧ ମୁକ୍ତ ଓଡିଶା ଗଠନ ରେ ସହାୟକ ବୋଲି ମତ ପ୍ରକାଶ କରିଥିଲେ l ନିମନ୍ତ୍ରୀତ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼.ନୃପ ରାଜ ସାହୁ, ଏଡିସନାଲ ଡାଇରେକ୍ଟର ଅଫ ପ୍ରସିକୁଟର ଶ୍ରୀ ହିମାଂଶୁ ପଣ୍ଡା , ପି. ପି. ମଧୁମିତା ଅମାତ୍ୟ, ଅତିରିକ୍ତ ଏସପି କେ କେ ହରି ପ୍ରସାଦ, ପ୍ରତାପ କୁମାର ରଣା ,ଡି ଏସ ପି ରେଣୁକା ସୁନା, ଚନ୍ଦ୍ର ଶେଖର ଶବର, ରାଜେଶ୍ୱରୀ ଭୋଇ, ସୁନିତା ପଧାନ ଓ ବୈକୁଣ୍ଠ ସେଠ ଙ୍କ ସମେତ ସମସ୍ତ ଥାନା ଅଧିକାରୀ,ପୋଲିସ ଅଧିକାରୀ 
ଯୋଗ ଦେଇଥିଲେ l ମେଣ୍ଡା ଫାଣ୍ଡି ର ଶ୍ରେଷ୍ଠ ଉପ ନିରୀକ୍ଷକ ଭାବେ ପ୍ରେମ ରାଜ ସାହୁ, ବୀର ମହାରାଜ ପୁର ଥାନା ର ସହକାରୀ ଉପ ନିରୀକ୍ଷକ ଭାବେ କୁମାରୀ କାନ୍ଦୁଲା ନାଗ, ସୋନପୁର ଆର ଓ ର ଶ୍ରେଷ୍ଠ ହାବିଲ ଦାର ଭାବେ ସନ୍ତୋଷ ପାତ୍ର, ସୋନପୁର ର ଶ୍ରେଷ୍ଠ  "ଓ ଆର" କାନେଷ୍ଟ ବଲ୍ ଭାବେ ବି. ପୁରୋଷୋତ୍ତମ୍ ପାତ୍ର,  ଶ୍ରେଷ୍ଠ ଇ ପି ଆର କନେଷ୍ଟ୍ ବଲ ସୋନପୁର "ଆର ଓ"  ର ପଦ୍ମନ ବାଗ, ସୋନପୁର ର ଶ୍ରେଷ୍ଠ ପୋଲିସ ଭାବେ ଭବାନୀ ହୋତା ଙ୍କୁ ସୁବର୍ଣ୍ଣପୁର ଏସପି ଙ୍କ ଦ୍ଵାରା ସମ୍ବର୍ଧିତ କରାଯାଇଥିଲା l ସୋନପୁର ଥାନା ର ଏ ସେ ଆଇ ରଞ୍ଜିତ ମହାପାତ୍ର ଙ୍କୁ ଆଜି ରାଜ୍ୟ ସ୍ତର ରୁ ଡି ଜି ପି  ଡିକ୍ସ (DGP DISC) ଆୱାର୍ଡ ରେ ସମ୍ୱର୍ଦ୍ଧିତ କରା ଯାଇଥିବା ବିଷୟ ଜିଲ୍ଲା ପୋଲିସ୍ ବିଭାଗ ରୁ ସୁଚନା ମିଳିଛି l ପୋଲିସ କନେଷ୍ଟବଳ ସଂଘ ସଭାପତି କୁମୁଦ ରଂଜନ ମେହେର, ସଂପାଦକ ରଞ୍ଜିତ କୁମାର ପଧାନ ଙ୍କ ସମେତ ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026

You Might Also Like