-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ମନ୍ଦିର ରେ ପ୍ରଥମ ଦିନୋତ୍ସବ ଓ ଉତ୍କଳ ଦିବସ ପାଳିତ

02-Apr-2026



ପଦ୍ମପୁର (ପ୍ରେରଣା ଖବର )
 ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ଠାରେ ପ୍ରଥମ ଦିନୋତ୍ସବ ଓ ଉତ୍କଳ ଦିବସ ପାଳିତ ହୋଇଯାଇଛି।ଏହି ଅବସରରେ ଶ୍ରୀଯୁକ୍ତ ଅନ୍ତର୍ଯ୍ୟାମୀ ମେହେର ଙ୍କ ପୌରୋହିତ୍ୟ ରେ ଅନୁଷ୍ଠିତ ବୈଦିକ ଯଜ୍ଞରେ ଯଜ୍ଞ କର୍ତ୍ତା ଭାବରେ ରୁଦ୍ରନାରାୟଣ ଭୋଇ ସପତ୍ନିକ ମୋନାଲିସା ସ୍ବାଇଁ,ଉମେଶ ସାହୁ ସପତ୍ନିକ ରଜନୀ ସାହୁ,ଦିନେଶ ସାହୁ ସପତ୍ନିକ ରଶ୍ମି ରାଣୀ ସାହୁ,ବାବୁଲୁ ମୁଣ୍ଡ ସପତ୍ନିକ ରିଙ୍କି ମୁଣ୍ଡ ପ୍ରମୁଖ ଯଜ୍ଞ କର୍ତ୍ତା ଦାୟିତ୍ଵ ତୁଲାଇଥିଲେ। ପରିଚାଳନା ସମିତି ସଦସ୍ୟା ଶ୍ରୀମତୀ ଅଲିଭା ରଥ ମଞ୍ଚାସୀନ ଥିଲେ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଚୈତନ୍ୟ ଭୋଇ ସ୍ବାଗତ ଭାଷଣ , ଅତିଥି ପରିଚୟ ସହିତ ଉଦ୍ଦେଶ୍ୟ କଥନ କରିଥିଲେ। ଶ୍ରୀଯୁକ୍ତ ଦୁର୍ବାଦଳ ସାହୁ ଗୁରୁଜୀ କାର୍ଯ୍ୟକ୍ରମ ର ସଂଯୋଜନା କରି ଧନ୍ୟବାଦ ଅର୍ପଣ କରିଥିଲେ।ନୀତୁ ସାହୁ ଗୁରୁମା ସୂଚନା ପ୍ରଦାନ କରିଥିଲେ। ଉତ୍କଳ ଦିବସ ପାଳନରେ ଦିବା ପର୍ଯ୍ୟାୟ ପ୍ରମୁଖ ଶ୍ରୀଯୁକ୍ତ ମୁଦିରଥ ପଣ୍ଡା ଉଦ୍ଦେଶ୍ୟ କଥନ କରିଥିଲେ। ପ୍ରଦୀପ ରାଜହଂସ ବୌଦ୍ଧିକ ପ୍ରଦାନ କରିଥିଲେ । ବୁଲୁସାହୁ ସଂପୋଜନା କରିଥିବା ବେଳେ ସବିତା ମିର୍ଦ୍ଧା ଧନ୍ୟବାଦ ଅର୍ପଣ କରିଥିଲେ।ସେହିପରି ବିଦ୍ୟାମନ୍ଦିର ପରିସରରେ ବିଦ୍ୟାମନ୍ଦିର ପ୍ରମୁଖ ଶ୍ରୀଯୁକ୍ତ ଦେବରାଜ ଡନସନା ଉତ୍କଳ ଦିବସ ପାଳନର ମହତ୍ତ୍ୱ ତଥା ମହାପୁରୁଷ ମାନଙ୍କ ଅବଦାନ  ବିଷୟରେ ଆଲୋକପାତ କରିଥିଲେ । ପ୍ରଥମ ଦିନୋତ୍ସବ ର ଯଜ୍ଞକର୍ତ୍ତା ଭାବରେ ସୁନୀଲ ପାଣିଗ୍ରାହୀ ସପତ୍ନିକ କ୍ଷୀରୋଦ୍ରୀ ପାଣିଗ୍ରାହୀ, ସୁଶାନ୍ତ ସାହୁ ସପତ୍ନିକ ଜ୍ୟୋସ୍ନାରାଣୀ ସାହୁ ଯୋଗଦାନ କରିଥିଲେ । ନୂଆଁପାଲି ଆଶ୍ରମର ଦୁଇ ଜଣ ଭାଇ ଶ୍ରୀମାନ ତାପସ ବାରିକ ଓ ଦେବେଶ ସାହୁ  ପୁରୋହିତ ଭାବରେ ଯଜ୍ଞକାର୍ଯ୍ୟ ଦାୟିତ୍ୱ ନିର୍ବାହ କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ମାତୃଭାରତୀ ସଦସ୍ୟା ବୃନ୍ଦ, ଅଭିଭାବକ,ଅଭିଭାବିକା ଯୋଗଦେଇ ଥିଲେ ।ସମସ୍ତଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026

You Might Also Like